ଭାଇ ଭଉଣୀଙ୍କୁ ଗୁଳିମାଡ଼: ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର

ଅନୁଗଳ: ଅନୁଗୁଳ ଜିଲ୍ଲା କିଶୋରନଗର ଥାନା ଭାଗମଣ୍ଡା ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଭାଇ ଭଉଣୀଙ୍କୁ ଗୁଳିମାଡ଼ ହୋଇଛି। ବିଳମ୍ୱିତ ରାତିରେ ଘର ବାରଣ୍ଡାରେ ଶୋଇଥିବା ବେଳେ ଭାଇ ଭଉଣୀଙ୍କ ଉପରେ ହଠାତ୍ ଗୁଳିମାଡ଼ ହୋଇଥିଲା । ଏଥିରେ…

୬ ଲକ୍ଷ ମୂଲ୍ୟର ବ୍ରାଉନ୍‌ ସୁଗର ଓ ୪୦ କେଜି ଗଞ୍ଜେଇ ଜବତ

ରାଉରକେଲା: ରାଉରକେଲା ପ୍ଲାଣ୍ଟ ସାଇଡ ଥାନା ଅଧୀନ ମୀନାପଡା ବସ୍ତି ଅଞ୍ଚଳରୁ ୧୧୪ ପ୍ୟାକେଟ ବ୍ରାଉନ୍‌ ସୁଗର ଓ ୪୦ କେଜି ଗଞ୍ଜେଇ ଡବତ ହୋଇଛି । ଏହାର ଆନୁମାନିକ ମୂଲ୍ୟ ୬ ଲକ୍ଷ ହେବ । ଏହା ସହ ଘଟଣାସ୍ଥଳରୁ…

ଲଦାଖକୁ ପୁଣି ନିଜର କହିଲା ଚାଇନା: ଜୋରଦାର ବିରୋଧ କଲା ଭାରତ

ପୁଣିଥରେ ନୂଆ ଭେଳିକି ଦେଖାଇଛି ଚାଇନା। ଭାରତର କେନ୍ଦ୍ର ଶାସିତ ଅଞ୍ଚଳ ଲଦାଖକୁ ନିଜର କହିଛି ବେଜିଂ। ଚାଇନା ପକ୍ଷରୁ ଦୁଇଟି କାଉଣ୍ଟୀ ପ୍ରତିଷ୍ଠା କରାଯାଉଛି। ଏହାର କିଛି ଅଂଶ ଲଦାଖ ମଧ୍ୟରେ ଆସୁଛି। ଚାଇନାର ଏପରି ପଦକ୍ଷେପକୁ ଭାରତ ପକ୍ଷରୁ…

ଦୁଇ ପୂର୍ବତନ ମନ୍ତ୍ରୀଙ୍କ ପାଇଁ ମୁଁ ଆଜି ଖଇରିଆ ପୋଷାକ ପିନ୍ଧୁଛି : ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳ

କଟକ : ଦୁଇଜଣ ପୂର୍ବତନ ମନ୍ତ୍ରୀଙ୍କ ପାଇଁ ଆଜି ପିନ୍ଧୁଛି ଏହି ଖଇରିଆ ପୋଷାକ। କାହିଁକି ଏଭଳି କହିଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳ। କିଏ ସେହି ଦୁଇ ପୂର୍ବତନ ମନ୍ତ୍ରୀ। କାହାକୁ ଟାର୍ଗେଟ କରିଛନ୍ତି ପ୍ରଭାତ ବିଶ୍ୱାଳ। ଖାଲି ସେତିକି ନୁହେଁ…

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା: ‘ଅଦିନିଆ ବର୍ଷା ପ୍ରାକୃତିକ ବିପର୍ଯ୍ୟୟ’

ଭୁବନେଶ୍ବର: ଅଦିନିଆ ବର୍ଷା ବି ପ୍ରାକୃତିକ ବିପର୍ଯ୍ୟୟ । ଆଜି କୃଷି ଓଡିଶା କାର୍ଯ୍ୟକ୍ରମରେ ଯୋଗ ଦେଇ ଏମିତି କିଛି ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ବୋଲି ଘୋଷଣା କରିଛନ୍ତି ।…

ହାଇଦ୍ରାବାଦ ଦଳାଚକଟା ଘଟଣା: ଅଲ୍ଲୁ ଅର୍ଜୁନଙ୍କୁ ମିଳିଲା ନିୟମିତ ଜାମିନ

ହାଇଦ୍ରାବାଦ ସନ୍ଧ୍ୟା ଥିଏଟର ଦଳାଚକଟା ମାମଲାରେ ଅଭିନେତା ଅଲ୍ଲୁ ଅର୍ଜୁନଙ୍କୁ ମିଳିଛି ବଡ଼ ଆଶ୍ୱସ୍ତି। ଏହି ଘଟଣାରେ ଅଭିନେତାଙ୍କୁ ଶୁକ୍ରବାର ଦିନ ହାଇଦ୍ରାବାଦ ନାମପଲ୍ଲି କୋର୍ଟରୁ ନିୟମିତ ଜାମିନ ମିଳିଯାଇଛି। ଡିସେମ୍ବର ୪ରେ ଅଲ୍ଲୁ ଅର୍ଜୁନଙ୍କ ପୁଷ୍ପା-୨ ଫିଲ୍ମର ପ୍ରିମିୟର ଶୋ'…

ଜିରୋନାଇଟରେ ରାଜରାସ୍ତାରେ ହାତାହାତି, ୪ ପୋଲିସଙ୍କୁ ନିଲମ୍ବିତ କଲେ SP

ନୟାଗଡ: ବିଶୃଙ୍ଖଳା ଆଚରଣକୁ ନେଇ ୪ ପୋଲିସ କର୍ମଚାରୀ ନିଲମ୍ବିତ । ୪ ଜଣ ପୋଲିସ କର୍ମଚାରୀଙ୍କୁ ନିଲମ୍ବନ କରିଛନ୍ତି ନୟାଗଡ sp। ସେମାନେ ହେଲେ, ଦିଲ୍ଲୀପ ବେହେରା, ମୁନା ବେହେରା, ସଞ୍ଜୟ ମହାପାତ୍ର, ଦୁର୍ଗା ମାଧବ ଦୋରା । ସମସ୍ତେ ନୟାଗଡ…

ଲାଲୁଙ୍କ ଅଫର୍‌କୁ ପ୍ରତ୍ୟାଖାନ କଲେ ନୀତିଶ କୁମାର

ପାଟ୍‌ନା: ସରଗରମ ହେଲାଣି ବିହାର ରାଜନୀତି । ବିହାରର ମୁଖ୍ୟମନ୍ତ୍ରୀ ଏନଡିଏ ଛାଡୁଥିବା ଖବର ଚର୍ଚ୍ଚା ହେବା ପରେ ଜଣଙ୍କ ପରେ ଜଣେ ନେତା ଏନେଇ ବୟାନ ଦେବା ଆରମ୍ଭ କଲେଣି । ଏହାରି ଭିତରେ ଆରଜେଡି ନେତା ଲାଲୁପ୍ରସାଦ ଯାଦବ…

ଆସନ୍ତା ୬ ତାରିଖରେ ରାଜରାସ୍ତାକୁ ଓହ୍ଲାଇବ ବିଜେଡି

ଭୁବନେଶ୍ବର: ଆସନ୍ତା ୬ ତାରିଖରେ ରାଜରାସ୍ତାକୁ ଓହ୍ଲାଇବ ବିଜେଡି । ସରକାରଙ୍କ ବିରୋଧରେ ଗର୍ଜିବ । ଅନିୟନ୍ତ୍ରିତ ଦରଦାମ ବୃଦ୍ଧିକୁ ନେଇ ରାଜରାସ୍ତାରେ ସରକାରଙ୍କୁ ଜବାବ ମାଗିବ ବିଜେଡି । ଏଥିପାଇଁ ଜାନୁଆରୀ ୬ ତାରିଖରେ ଦରଦାମ ବୃଦ୍ଧି ବିରୋଧରେ ଆନ୍ଦୋଳନ…

ପର୍ଯ୍ୟଟନସ୍ଥଳୀର ବିକାଶ ପାଇଁ ଉପମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଜୁଏଲ ଓରାମ

ରାଉରକେଲା: ସୁନ୍ଦରଗଡ଼ରେ ରହିଛି ୧୩ରୁ ଅଧିକ ପର୍ଯ୍ୟଟନସ୍ଥଳ। ହେଲେ ଆଜି ପର୍ଯ୍ୟନ୍ତ ବିକାଶ ଦେଖିଛି ମାତ୍ର ୩/୪ଟି ପର୍ଯ୍ୟଟନସ୍ଥଳ। ବର୍ଷ ବର୍ଷ ଧରି ଅବହେଳିତ ଅବସ୍ଥାରେ ରହିଥିବା ଏସବୁସ୍ଥଳକୁ ଆଦୌ ପର୍ଯ୍ୟଟନ ବିଭାଗ ଗୁରୁତ୍ବ ଦେଇନି। ଗତ ସରକାର ସମୟରେ ବେଦବ୍ୟାସ,…