ଓଡ଼ିଶାରେ ପହଞ୍ଚିଲା ପ୍ରଥମ ଡବଲ ଡେକର ବସ୍, ରହିଛି ଅତ୍ୟାଧୁନିକ ସୁବିଧା
ଭୁବନେଶ୍ବର : ବହୁ ପ୍ରତିକ୍ଷା ପରେ ଓଡ଼ିଶା ମାଟିରେ ପାଦ ଦେଲା ଗୋଟିଏ ଇଲେକ୍ଟ୍ରି ଡବଲ ଡେକର ବସ୍। ବସ୍ଟି ଆନ୍ଧ୍ରପ୍ରଦେଶ ବର୍ଡର ଅତିକ୍ରମ କରି ବ୍ରହ୍ମପୁରରେ ପହଞ୍ଚିଛି। ଏହି ବସ୍କୁ ନେଇ ଓଡ଼ିଶାବାସୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ରହିଛି। କାରଣ…