ନୀତୀଶଙ୍କୁ ବଡ଼ ଅଫର ଦେଲେ ଲାଲୁ

ପାଟନା : ପୁଣି ପଲଟି ମାରିବେ କି ପଲଟୁରାମ? ଏନ୍‌ଡିଏ ଛାଡି ଇଣ୍ଡି ମେଣ୍ଟକୁ ଯିବେ କି? ଆର୍‌ଜେଡି ସହ ମିଶାଇବେ କି ହାତ? ଏଭଳି କିଛି ଚର୍ଚ୍ଚାକୁ ନେଇ ଏବେ ସରଗରମ ହେଲାଣି ବିହାର ରାଜନୀତି। ବିହାର ମୁଖ୍ୟମନ୍ତ୍ରୀ ନୀତୀଶ…

ପୁଣି ରେଳ ଟ୍ରାକ୍‌ ଉଡ଼ାଇବାକୁ ଷଡ଼ଯନ୍ତ୍ର, ମିଳିଲା ଗ୍ୟାସ୍‌ ସିଲିଣ୍ଡର

ଲକ୍ଷ୍ନୌ : ପୁଣି ରେଳ ଦୁର୍ଘଟଣା ଘଟାଇବାକୁ ଷଡ଼ଯନ୍ତ୍ର। ଟ୍ରାକ୍‌ ଉପରୁ ମିଳିଲା ଗ୍ୟାସ୍‌ ସିଲିଣ୍ଡର। ଉତ୍ତରପ୍ରଦେଶର କାନପୁରରେ ଘଟିଛି ଏଭଳି କିଛି ଘଟଣା। ଏଥର ପୁଣି ଶିବରାଜପୁର ଅଞ୍ଚଳରେ ଟ୍ରାକ୍‌ ଉପରୁ ପଞ୍ଚ କିଲୋଗ୍ରାମର ଗ୍ୟାସ୍‌ ସିଲିଣ୍ଡର ମିଳିଛି। ସୂଚନା…

୪ଜଣଙ୍କୁ ଖେଳରତ୍ନ, ୩୨ଜଣଙ୍କୁ ଅର୍ଜୁନ ପୁରସ୍କାର; ତାଲିକାରେ ନାହାନ୍ତି ଜଣେ ବି କ୍ରିକେଟର

ନୂଆଦିଲ୍ଲୀ : ବିଶ୍ୱ ଚେସ୍ ଚାମ୍ପିଅନ୍ ଡି ଗୁକେଶ ଓ ଅଲିମ୍ପିକ୍ସରେ ୨ଟି ପଦକ ଜିତିଥିବା ଷ୍ଟାର ଶୁଟର୍ ମନୁ ଭାକରଙ୍କୁ ମିଳିବ ଦେଶର ସର୍ବୋଚ୍ଚ କ୍ରୀଡ଼ା ସମ୍ମାନ ମେଜର ଧ୍ୟାନଚାନ୍ଦ ଖେଳରତ୍ନ ପୁରସ୍କାର। ମନୁ ଭାକର ଓ ଡି. ଗୁକେଶଙ୍କ…

ମନମୋହନ ସିଂହଙ୍କୁ ଭାରତ ରତ୍ନ ପ୍ରଦାନ ପାଇଁ ପ୍ରସ୍ତାବ ପାରିତ

ନିକଟରେ ତେଲେଙ୍ଗାନା ବିଧାନସଭାରେ ଏକ ସଂକଳ୍ପ ପାରିତ ହୋଇ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଭାରତ ରତ୍ନ ପ୍ରଦାନ କରିବାକୁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରାଯାଇଥିଲା। ସେବେଠାରୁ ଏହି ମାନ୍ୟତା ପାଇଁ କଂଗ୍ରେସ ଦଳ ଭିତରେ ସମର୍ଥନ ବଢ଼ିବାରେ ଲାଗିଛି। ରାଜ୍ୟସଭାରେ…

୨୦୨୯ ବେଳକୁ ଦେଶରେ ଟୁରିଜିମ୍ ହବ୍ ହେବ ଓଡ଼ିଶା

ଭୁବନେଶ୍ବର: ଏବେ ଓଡିଶାର ପର୍ଯ୍ୟଟନସ୍ଥଳୀ ଗୁଡିକ ଆଉ ଲୁକ୍କାଇତ ହୋଇରହିବନି । ସମସ୍ତ ପର୍ଯ୍ୟଟନସ୍ଥଳୀର ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଭରପୁର ଉପଭୋଗ କରିବେ ପର୍ଯ୍ୟଟକ । କାରଣ ଟୁରିଜିମ୍ ହବ୍ ହେବ ଓଡ଼ିଶା । ପର୍ଯ୍ୟଟନ କ୍ଷେତ୍ରରେ ଦେଶରେ ୩ ନମ୍ବର ରାଜ୍ୟ…

ଆସନ୍ତାକାଲି ଓଡ଼ିଶାରେ ପହଞ୍ଚିବ ଇଲେକ୍ଟ୍ରିକ ଡବଲ ଡେକର ବସ୍

ଭୁବନେଶ୍ୱର: ଆସନ୍ତାକାଲି ଓଡ଼ିଶାରେ ପହଞ୍ଚିବ ଇଲେକ୍ଟ୍ରିକ ଡବଲ ଡେକର ବସ୍। ଏ ନେଇ ସୂଚନା ଦେଇଛନ୍ତି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ଦୁଇଟି ଇଲେକ୍ଟ୍ରିକ ଡବଲ ଡେକର ବସ୍‌ ମୁମ୍ବାଇରୁ ଭୁବନେଶ୍ୱର ଅଭିମୁଖେ ବାହାରି ସାରିଥିବା ବେଳେ…

୩ ଜଣ ଆଇପିଏସ ଅଫିସରଙ୍କୁ ମିଳିଲା ଡିଜିପି ପାହ୍ୟାକୁ ପଦୋନ୍ନତି

ଭୁବନେଶ୍ବର : ରାଜ୍ୟ ସରକାର ୩ ଜଣ ଆଇପିଏସ ଅଫିସରଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି କରିଛନ୍ତି । ସେମାନେ ହେଲେ ୧୯୯୩ ବ୍ୟାଚ୍ ର ଆଇପିଏସ  ବିନୟତୋଷ ମିଶ୍ର , ରାଓସାହେବ ପଞ୍ଜାବ୍ରୋ କୋଚେ ଏବଂ ଶୁଶାନ୍ତ କୁମାର ନାଥ । ୧୯୯୩…

ଭାରତ ଆସିବ ୨୬/୧୧ ମୁମ୍ବାଇ ଆକ୍ରମଣ ଅଭିଯୁକ୍ତ ତହବୁର ହୁସେନ

ଆମେରିକୀୟ କୋର୍ଟରେ ଭାରତ ଏକ ବଡ଼ ବିଜୟ ହାସଲ କରିଛି। ବହୁ ଚର୍ଚ୍ଚିତ ୨୬/୧୧ ମୁମ୍ବାଇ ଆକ୍ରମଣରେ ସଂପୃକ୍ତ ଆତଙ୍କବାଦୀ ତହବୁର ହୁସେନ ରାଣାକୁ ଖୁବଶୀଘ୍ର ଭାରତକୁ ଅଣାଯିବ। ଆତଙ୍କବାଦୀ ଆକ୍ରମଣରେ ସଂପୃକ୍ତ ଥିବା ତହବୁର ରାଣାର ପ୍ରତ୍ୟର୍ପଣ ପାଇଁ ଆମେରିକା…

ଆସନ୍ତା ୩ରେ ନୂଆ ରାଜ୍ୟପାଳ ଭାବେ ଶପଥ ନେବେ ହରି ବାବୁ କମ୍ଭାମପତି

ଭୁବନେଶ୍ବର: ଜାନୁଆରୀ ୩ ତାରିଖରେ ଶପଥ ଗ୍ରହଣ କରିବେ ଓଡ଼ିଶାର ନୂଆ ରାଜ୍ୟପାଳ ହରିବାବୁ କମ୍ଭାମପତି । ଏନେଇ ଆସନ୍ତାକାଲି ଭୁବନେଶ୍ୱର ଆସିବେ ନୂଆ ରାଜ୍ୟପାଳ । ରାଜଭବନରେ ତାଙ୍କୁ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ତାଙ୍କୁ ପଦ ଓ…

ଜାନୁଆରି ୧୫ ସୁଦ୍ଧା ସରିବ ଇ-କେୱାଇସି: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ଭୁବନେଶ୍ୱର: ଜାନୁଆରି ୧୫ତାରିଖ ସୁଦ୍ଧା ସରିବ ଇ-କେୱାଇସି। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଯେଉଁମାନେ କାରଣରୁ ବୟସାଧିକ୍ୟ କାରଣରୁ ଇ-କେୱାଇସି କରିନାହାନ୍ତି, ସେମାନଙ୍କ ପାଖକୁ ବିଭାଗୀୟ ଅଧିକାରୀ ଯାଇ ଇ-କେୱାଇସି କରାଉଛନ୍ତି। ଅନ୍ୟପଟେ…