ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ରୁପା ଶଙ୍ଖ ଦାନ କଲେ ଭକ୍ତ, ଓଜନ ୧.୬ କେଜି

ପୁରୀ: ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ରୁପା ଶଙ୍ଖ ଦାନ କଲେ ଭକ୍ତ। ସମ୍ବଲପୁରର ଜଣେ ଭକ୍ତ ନଳିନୀ ପ୍ରଭା ଦାସ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଗୋଟିଏ ଟଙ୍କା ମୂଲ୍ୟର ରୂପା ଶଙ୍ଖ ଦାନ କରିଛନ୍ତି। ତେବେ ଏହି ରୁପା ଶଙ୍ଖଟିର ଓଜନ ଏକ…

‘ଓଡ଼ିଶାରେ ଚିହ୍ନଟ ହୋଇନି ଏଚଏମପିଭି ଭାଇରସ୍, ଥଣ୍ଡାକାଶ ଥିଲେ ପରୀକ୍ଷା କରାନ୍ତୁ’

ଭୁବନେଶ୍ୱର: ଚୀନ୍ ଭାଇରସ ଏଚଏମପିଭି ଭାଇରସ୍ ଏପର୍ଯ୍ୟନ୍ତ ଓଡ଼ିଶାରେ ଚିହ୍ନଟ ହୋଇନି । ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି । ଭୟଭୀତ ହୁଅନ୍ତୁ ନାହିଁ । ଥଣ୍ଡାକାଶ ଥିଲେ ପରୀକ୍ଷା କରାଇ ନିଅନ୍ତୁ । ଭୁବନେଶ୍ୱରସ୍ଥିତ ଏମ୍ସ ହସ୍ପିଟାଲକୁ ପରୀକ୍ଷା ପାଇଁ…

ପ୍ରବାସୀ ଭାରତୀୟ ଦିବସ ପାଇଁ ଟ୍ରାଫିକ କଟକଣା ଜାରି

ଭୁବନେଶ୍ୱର: ପ୍ରବାସୀ ଭାରତୀୟ ଦିବସକୁ ଦୃଷ୍ଟିରେ ରଖି କମିଶନରେଟ ପୁଲିସ ପକ୍ଷରୁ ଭୁବନେଶ୍ୱର ସହରରେ ଟ୍ରାଫିକ କଟକଣା ନେଇ ସୂଚନା ଦିଆଯାଇଛି। ଜାନୁଆରୀ ୮ ତାରିଖରୁ ୧୦ ତାରିଖ ଯାଏଁ ଏହି କଟକଣା ବଳବତ୍ତର ରହିବ ପାଇଁ କମିଶନରେଟ ପୁଲିସ ପ୍ରକାଶ…

୨ ବିଜେପି କର୍ମୀଙ୍କ ମୃତ୍ୟୁ ଘଟଣା; ଦୁର୍ଘଟଣା ନୁହେଁ ତାହା ସୁଚିନ୍ତିତ ହତ୍ୟାକାଣ୍ଡ- ଏସ୍‌ପି

ସମ୍ବଲପୁର : ଗତ ଶନିବାର ବିଳମ୍ବିତ ରାତିରେ ସମ୍ବଲପୁରରେ ଏକ ହାଇୱା ଧକ୍କାରେ ଦୁଇ ବିଜେପି କର୍ମୀଙ୍କ ମୃତ୍ୟୁ ହୋଇଥିଲା। ତେବେ ତାହା ଦୁର୍ଘଟଣା ନୁହେଁ, ସୁଚିନ୍ତିତ ହତ୍ୟାକାଣ୍ଡ ଥିଲା ବୋଲି ସ୍ପଷ୍ଟ କରିଛନ୍ତି ସମ୍ବଲପୁର ଏସପି। ହାଇୱା ଡ୍ରାଇଭର ଜାଣିଶୁଣି…

ପ୍ରବାସୀ ଭାରତୀୟ ଦିବସରେ ଯୋଗଦେବାକୁ ଭୁବନେଶ୍ୱରରେ ପହଞ୍ଚିଲେ କେନ୍ଦ୍ରମନ୍ତ୍ରୀ ଏସ. ଜୟଶଙ୍କର ଓ ନିତ୍ୟାନନ୍ଦ ରାୟ

ଭୁବନେଶ୍ୱର: ପ୍ରବାସୀ ଭାରତୀୟ ଦିବସରେ ଯୋଗଦେବାକୁ ଭୁବନେଶ୍ୱରରେ ପହଞ୍ଚିଲେ କେନ୍ଦ୍ରମନ୍ତ୍ରୀ ଏସ. ଜୟଶଙ୍କର ଓ ନିତ୍ୟାନନ୍ଦ ରାୟ। ପାଞ୍ଚଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି କେନ୍ଦ୍ରମନ୍ତ୍ରୀ ଏସ. ଜୟଶଙ୍କର ଓ ନିତ୍ୟାନନ୍ଦ ରାୟ। ଆଜି କୋଣାର୍କ ଯାଇ ଇକୋ-ରିଟ୍ରିଟରେ ରାତ୍ରୀ ଯାପନ କରିବେ।…

ଦେଶରେ HMPV ଚିହ୍ନଟ ପରେ ଓଡ଼ିଶା ସରକାରଙ୍କ ଛନକା!

ଭୁବନେଶ୍ବର : ବେଙ୍ଗାଲୁରୁ ଓ ଗୁଜରାଟରେ HMPV ଚିହ୍ନଟ ହେବା ପରେ ଓଡ଼ିଶା ସରକାରଙ୍କ ଛନକା ପଶିଛି। ପ୍ରାକ୍‌ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ତଥାପି କେନ୍ଦ୍ର ସରକାରଙ୍କ ପକ୍ଷରୁ ଗାଇଡଲାଇନକୁ ଅପେକ୍ଷା କରିଛନ୍ତି। ଗାଇଡ୍‌ଲାଇନ୍ ଆସିଲେ ପଦକ୍ଷେପ ନେବୁ ବୋଲି ଜନସ୍ୱାସ୍ଥ୍ୟ…

ରାୟଗଡ଼ା ରେଳ ଡିଭିଜନ ଭବନର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ବର : ବହୁ ପ୍ରତୀକ୍ଷିତ ରାୟଗଡ଼ା ରେଳ ଡିଭିଜନ ଭବନର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଜି ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ଜରିଆରେ ପ୍ରଧାନମନ୍ତ୍ରୀ ଏହି ରେଳ ମଣ୍ଡଳ ଭବନର ଶିଳାନ୍ୟାସ କରିଛନ୍ତି। ଏଥିସହ ନୂଆ ଜାମ୍ମୁ ରେଲୱେ ଡିଭିଜନ…

ବିଜେଡିକୁ ଝଟ୍‌କା; ପୌରାଧ୍ୟକ୍ଷାଙ୍କ ବିରୋଧରେ ନିଜ ଦଳ ଆଣିଲା ଅନାସ୍ଥା

ଝାରସୁଗୁଡା : ବ୍ରଜରାଜନଗର ବିଜେଡିରେ ଗୋଷ୍ଠୀ କନ୍ଦଳ। ପୌରାଧ୍ୟକ୍ଷଙ୍କ ବିରୋଧରେ ନିଜ ଦଳର କାଉନ୍‌ସିଲ ଆଣିଲେ ଅନାସ୍ଥା। ଆଉ ତାଙ୍କୁ ସମର୍ଥନ ଦେଲେ ବିଜେପି ଓ ବିଏସ୍‌ପି କାଉନ୍‌ସିଲର। ଆଜି ସମସ୍ତ କାଉନ୍‌ସିଲ ଝାରସୁଗୁଡ଼ା ଜିଲ୍ଲାପାଳଙ୍କୁ ଭେଟି ଅନାସ୍ଥା ନେଇ ଦାବିପତ୍ର…

ଭୁବନେଶ୍ବର ବିମାନବନ୍ଦରରେ ୨ ମହିଳାଙ୍କଠୁ ସାଢେ ୯ କୋଟି ଟଙ୍କାର ଗଞ୍ଜେଇ ଜବତ

ଭୁବନେଶ୍ବର : ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ସୀମା ଶୁଳ୍କ ଅଧିକାରୀ ୪ ତାରିଖରେ କ୍ବାଲାଲାମପୁରରୁ ଆସୁଥିବା ୨ ଭାରତୀୟ ମହିଳାଙ୍କଠୁ ୧୯ ପ୍ୟାକେଟ୍ ଗଞ୍ଜେଇ ଜବତ କରିଛନ୍ତି । ଏହି ହାଇଡ୍ରୋପୋନିକ୍ ଗଞ୍ଜେଇ(ଏକ ସ୍ବତନ୍ତ୍ର ଧରଣର ଗଞ୍ଜେଇ)ର ପରିମାଣ ୯.୫ କିଲୋଗ୍ରାମ…

ରାଜ୍ୟ ପୁଲିସର ସ୍ୱତନ୍ତ୍ର ଅଭିଯାନ-୧ କୋଟି ୭୭ ଲକ୍ଷ ଗଞ୍ଜେଇ ଗଛ ସମ୍ପୂର୍ଣ୍ଣ ଭାବେ ନଷ୍ଟ

ଭୁବନେଶ୍ୱର : ରାଜ୍ୟରେ ଗଞ୍ଜେଇ ଚାଷ ବିରୁଦ୍ଧରେ ରାଜ୍ୟ ପୁଲିସର ସ୍ୱତନ୍ତ୍ର ଅଭିଯାନ ଜାରି ରହିଛି।ରାଜ୍ୟରୁ ଗଞ୍ଜେଇ ଚାଷ ମୂଳପୋଛ କରିବାକୁ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ନିର୍ଦ୍ଦେଶ ଦେଇଥିବାବେଳେ ଏହାକୁ କାର୍ଯ୍ୟକାରୀ କରାଯାଉଛି। ଏହି ପରିପ୍ରେକ୍ଷୀରେ ୨୦୨୪-୨୫ ମସିହାରେ ଡ଼ିସେମ୍ବର…