ମୋଦୀଙ୍କୁ ଧନ୍ୟବାଦ ଦେଲେ ପ୍ରଣବ ମୁଖାର୍ଜୀଙ୍କ ଝିଅ ଶର୍ମିଷ୍ଠା

ନୂଆଦିଲ୍ଲୀ: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ଝିଅ ଶର୍ମିଷ୍ଠା ମୁଖାର୍ଜୀ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି। ସୋସିଆଲ ମିଡିଆରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ ଏକ ଫଟୋ ସେୟାର କରି ସେ ପିଏମ ମୋଦୀଙ୍କୁ ପ୍ରଶଂସା କରିବା ସହ କହିଛନ୍ତି ଯେ…

ପ୍ରବାସୀ ଭାରତୀୟ ଦିବସ ପାଇଁ ରାତି ୯ଟା ଯାଏଁ ଖୋଲା ରହିବ ରାଜ୍ୟ ସଂଗ୍ରହାଳୟ

ଭୁବନେଶ୍ୱର: ତିନି ଦିନିଆ ୧୮ ତମ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ ପାଇଁ ପ୍ରତ୍ୟେକ ଦିନ ରାତି ୯ ଟା ପର୍ଯ୍ୟନ୍ତ ଖୋଲା ରହିବ ଓଡ଼ିଶା ରାଜ୍ୟ ସଂଗ୍ରହାଳୟ। ଏନେଇ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ କହିଛନ୍ତି ଯେ ରାଜ୍ୟ ସଂଗ୍ରହାଳୟ…

ମୋତେ ଆଉଥରେ ମୁଖ୍ୟମନ୍ତ୍ରୀ ନିବାସରୁ ବାହାର କରାଯାଇଛି : ଅତିଶୀ

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅତିଶୀ ମାର୍ଲେନା ଦାବି କରିଛନ୍ତି ଯେ କେନ୍ଦ୍ରର ବିଜେପି ସରକାର ତାଙ୍କୁ ଆବଣ୍ଟିତ ମୁଖ୍ୟମନ୍ତ୍ରୀଙ୍କ ବାସଭବନର ଆବଣ୍ଟନକୁ ବାତିଲ କରିଛନ୍ତି। ଦିଲ୍ଲୀରେ ଏକ ସାମ୍ବାଦିକ ସମ୍ମିଳନୀର ସେ କହିଛନ୍ତି ଯେ “ଆମ ଘର ଛଡ଼ାଇ ନିଆଯାଉଛି। ନିର୍ବାଚନ…

ଚାଷୀଙ୍କୁ ଆଗାମୀ ୫ଦିନ ଭିତରେ କ୍ଷତିପୂରଣ ମିଳିବ: ରାଜସ୍ବ ମନ୍ତ୍ରୀ

ଭୁବନେଶ୍ବର: ଅଦିନିଆ ବର୍ଷାର ଶିକାର ହୋଇ ଫସଲ କ୍ଷୟକ୍ଷତିର ସାମ୍ନା କରିଥିବା ଚାଷୀଙ୍କୁ ଆଗାମୀ ୫ଦିନ ଭିତରେ କ୍ଷତିପୂରଣ ମିଳିବ। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାର ମଙ୍ଗଳବାର ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ରାଜ୍ୟ…

କୋଣାର୍କରେ ସୂର୍ଯ୍ୟ ମନ୍ଦିର ସହ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କଲେ ଏସ୍. ଜୟଶଙ୍କର

ପୁରୀ: ଓଡ଼ିଶାରେ ପ୍ରବାସୀ ଭାରତୀୟ ଦିବସ ଆୟୋଜନରେ ଯୋଗଦେବାକୁ ସୋମବାର ଭୁବନେଶ୍ବର ଆସି ପହଞ୍ଚିଛନ୍ତି କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର । ଏହାପରେ କୋଣାର୍କର ରାମଚଣ୍ଡୀ ମୁହାଣ ନିକଟ ଇକୋ ରିଟ୍ରିଟ୍‌ରେ ଜୟଶଙ୍କର ରାତ୍ରୀଯାପନ କରିବା ପରେ ଆଜି…

ନାତିକୁ ନେବା ପାଇଁ ଚାହୁଁଥିଲେ ଅତୁଲଙ୍କ ମା’, ଚର୍ଚ୍ଚାରେ କୋର୍ଟଙ୍କ ‘ଅପରିଚିତ’ ବୟାନ

ପତ୍ନୀଙ୍କ ନିର୍ଯାତନା ସହି ନ ପାରି ଜୀବନ ହାରିଥିବା ଏଆଇ ଇଞ୍ଜିନିୟର ଅତୁଲ ସୁଭାଷଙ୍କ ୪ ବର୍ଷର ପୁଅ ଏବେ କେଉଁଠି, ତା’ର ତଥ୍ୟ ମିଳିଛି। ଅତୁଲଙ୍କ ପତ୍ନୀ ନିକିତା ସିଙ୍ଘାନିଆ ନିଜର ଓକିଲଙ୍କ ମାଧ୍ୟମରେ ସୁପ୍ରିମକୋର୍ଟଙ୍କୁ ୪ ବର୍ଷର ପୁଅର ଠିକଣା…

ମମତା ବାନାର୍ଜୀଙ୍କୁ କଡ଼ା ଜବାବ ଦେଲେ ଜଙ୍ଗଲ ମନ୍ତ୍ରୀ ଗଣେଶରାମ ଖୁଣ୍ଟିଆ

ଭୁବନେଶ୍ବର: ବାଘକୁ ନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବୟାନ ଉପରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶରାମ ଖୁଣ୍ଟିଆ କଡ଼ା ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଓଡ଼ିଶାରୁ ଆଉ କିଛି ବାଘ ପଶ୍ଚିମବଙ୍ଗ ଯାଇନି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଯେମିତି…

ରାଜଧାନୀବସୀଙ୍କୁ ଘର ଆଗ ସଜାଇବାକୁ ଅପିଲ୍ କଲେ ମନ୍ତ୍ରୀ

ଭୁବନେଶ୍ବର: ରାତି ପାହିଲେ ରାଜ୍ୟରେ ଆୟୋଜିତ ହେବାକୁ ଯାଉଛି ୧୭ତମ ପ୍ରବାସୀ ଭାରତୀୟ ଦିବସ । ଏଥିପାଇଁ ସଜେଇ ହୋଇଛି ରାଜଧାନୀ ଭୁବନେଶ୍ବର । ଓଡିଶାର କଳା, ସଂସ୍କୃତି, ଐତିହ୍ୟ ଏବଂ ଆଲୋକମାଳା ସହ ଝଲସୁଛି ରାଜଧାନୀ । ଏଥିସହିତ ରାଜ୍ୟ…

୭.୧ ତୀବ୍ରତାରେ ଥରିଲା ନେପାଳ, ୯୭ ଜଣଙ୍କର ମୃତ୍ୟୁ, ଉଦ୍ଧାରକାର୍ଯ୍ୟ ଜାରି

ତିବ୍ଦତରେ ହୋଇଥିବା ଶକ୍ତିଶାଳୀ ଭୂକମ୍ପରେ ବଢ଼ୁଛି ମୃତ୍ୟୁସଂଖ୍ୟା। ବିଭିନ୍ନ ସ୍ଥାନରେ ବୃହତ୍ତକାୟ କୋଠା ଭୁଶୁଡ଼ି ପ୍ରାୟ ୯୭ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଏଥିରେ ଏପର୍ଯ୍ୟନ୍ତ ୧୩୦ରୁ ଅଧିକ ଆହତଙ୍କୁ ଉଦ୍ଧାର କରାଯାଇଛି। ବର୍ତ୍ତମାନ ମଧ୍ୟ ଉଦ୍ଧାର କାର୍ଯ୍ୟ ଜାରି ରହିଥିବାରୁ ମୃତାହତଙ୍କ…

ଠକ ହଂସିତା ଅଭିଲିପ୍ସାଙ୍କ ଘରେ ଆୟକର ଟିମର ରେଡ୍, ୧୦ଟି ସ୍ଥାନରେ ଏକକାଳୀନ ଚଢ଼ାଉ

ଭୁବନେଶ୍ୱର : ଖୋଲୁଛି ଅନୀଲ-ହଂସିତାଙ୍କ କଳା କାରନାମାର ଗୁମର। ଠକ ହଂସିତା ଅଭିଲିପ୍ସାଙ୍କ ଘରେ ଆୟକର ଟିମ୍ ର ରେଡ୍ । ଓଡ଼ିଶା, ଦିଲ୍ଲୀ ଓ ଝାଡ଼ଖଣ୍ଡର ୧୦ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଉଛି । ଘର ଓ ଅଫିସରେ ଚାଲିଛି ଆୟକର…