ଭୁବନେଶ୍ବରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ, କାଲି ପ୍ରବାସୀ ଭାରତୀୟ ସମ୍ମେଳନର କରିବେ ଉଦଘାଟନ

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମ‌ୋଦୀ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ଏକ ସ୍ବତନ୍ତ୍ର ବିମାନରେ ଆଜି ରାତିରେ ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ଏଠାରେ ପହଞ୍ଚିଲା ପରେ ରାଜ୍ୟ ସରକାରଙ୍କ ତରଫରୁ ତାଙ୍କୁ ବିମାନବନ୍ଦରରେ…

ରସୁଲଗଡ଼ ହତ୍ୟାକାଣ୍ଡ ମାମଲା, ୩ ଜଣଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର: ଭୁବନେଶ୍ବରର ରସୁଲଗଡ଼ ଓଭରବ୍ରିଜ୍‌ ଉପରେ ଆଜି ସକାଳୁ ଘଟିଥିବା ହତ୍ୟାକାଣ୍ଡରେ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ଗିରଫ ଅବଭିଯୁକ୍ତଙ୍କ ମଧ୍ୟରେ ଜଣେ ମହିଳା ରହିଛନ୍ତି । ଏମାନଙ୍କୁ ନୟାଗଡ଼ ଜିଲ୍ଲା ଶରଣକୂଳରୁ ଆଜି ସନ୍ଧ୍ୟାରେ ଗରିଫ କରିବାରେ…

‘ନୂଆ ସରକାରରେ ଭୁଶୁଡି ପଡିଛି ଆଇନ ଶୃଙ୍ଖଳା’, ଘେରିଲା ବିଜେଡି

ଭୁବନେଶ୍ବର: ଏବେ ଉଠୁଛି ପଡୁଛି ରାଜଧାନୀ ଭୁବନେଶ୍ବର । ପୂରା ବିଶ୍ବର ନଜର ଭୁବନେଶ୍ବର ଉପରେ ରହିଛି । ଦେଶବିଦେଶରୁ ପ୍ରବାସୀ ଭାରତୀୟଙ୍କ ଡେରାପଡିଛି ଭୁବନେଶ୍ବରରେ । ହେଲେ ଏଭଳି ସ୍ଥିତିରେ ଆଜି ସକାଳୁ ସକାଳୁ ରାଜଧାନୀ ରାଜରାସ୍ତାରେ, ତାହା ପୁଣି…

ମହାରାଷ୍ଟ୍ରରେ କେଶ ଝଡ଼ିବା ଆତଙ୍କ; ସପ୍ତାହେ ଭିତରେ ଚନ୍ଦା ହୋଇଯାଉଛନ୍ତି ଲୋକେ

ଆଜିର ବ୍ୟସ୍ତବହୁଳ ଜୀବନଶୈଳୀରେ ଉଭୟ ପୁରୁଷ ଏବଂ ମହିଳାଙ୍କ ପାଇଁ କେଶ ଝଡ଼ିବା ସାଧାରଣ କଥା। କେଶ ଝଡ଼ିବା ଏକ ପ୍ରାକୃତିକ ପ୍ରକ୍ରିୟା ବୋଲି ମଧ୍ୟ ଧରିନିଆଯାଏ। ସାଧାରଣତଃ ମୁଣ୍ଡ ସଫା କରିବା କିମ୍ବା ପାନିଆରେ କୁଣ୍ଡାଇବା ସମୟରେ କିଛି କେଶ ଝଡ଼ିଯାଏ।…

ଓଡିଶା ପ୍ରତି ଅବହେଳା ସଂପର୍କରେ ରେଳମନ୍ତ୍ରୀଙ୍କୁ ଚିଠି ଲେଖିଲେ ନିରଞ୍ଜନ

ଭୁବନେଶ୍ୱର: ପୂର୍ବତଟ ରେଳପଥର ୱାଲଟିୟର ଡିଭିଜନ ନୂତନ ଭାବେ ଗଠିତ ଦକ୍ଷିଣତଟ ରେଲୱେ ଅଧିନକୁ ଚାଲିଯିବା ପରିପ୍ରେକ୍ଷୀରେ ଗଭୀର ଉଦ୍‌ବେଗ ପ୍ରକାଶ କରି ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଏକ ତଥ୍ୟଭିତ୍ତିକ ପତ୍ର ଲେଖିଛନ୍ତି। ଶ୍ରୀ…

ଆଗାମୀ ୩ ଦିନ ଯାଏଁ ୫ ଜିଲ୍ଲାକୁ କୁହୁଡି ଆଲର୍ଟ ଜାରି

ଭୁବନେଶ୍ବର: ରାଜ୍ୟରେ ଏବେ ଶୀତର ଲହରି ଟିକେ କମିଛି । କିଛି କିଛି ସ୍ଥାନରେ କୁହୁଡି ଦେଖାଦେବା ବେଳେ ଶୀତ ପ୍ରାୟ କମ୍ ଅନୂଭୂତ ହେଉଛି । ଏଥିପାଇଁ ଆଗାମୀ ୩ ଦିନ ଯାଏଁ ୫ ଜିଲ୍ଲାକୁ କୁହୁଡି ଆଲର୍ଟ ଜାରି…

ପୂର୍ବତନ ବିଧାୟକ ସଦନ ନାୟକଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କୋରାପୁଟ ଜିଲ୍ଲାର କୋଟପାଡ଼ର ପୂର୍ବତନ ବିଧାୟକ ସଦନ ନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ଯେ ସ୍ୱର୍ଗତ ନାୟକ ଜଣେ ଦକ୍ଷ ସଂଗଠକ, ସମାଜସେବୀ…

ସଡ଼କ ଦୁର୍ଘଟଣା ପୀଡ଼ିତଙ୍କୁ ମିଳିବ ୧.୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣା ଚିକିତ୍ସା

ସଡ଼କ ଦୁର୍ଘଟଣାର ଶିକାର ହେଲେ ଏଣିକି ଆହତମାନଙ୍କୁ ମିଳିବ ମାଗଣା ଚିକିତ୍ସା। ନିଜେ କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଏହି ବଡ଼ ଘୋଷଣା କରିଛନ୍ତି। ସାରା ଦେଶରେ ସଡ଼କ ଦୁର୍ଘଟଣା ପୀଡ଼ିତଙ୍କୁ କ୍ୟାଶଲେସ୍ ଚିକିତ୍ସା ପାଇଁ ମାର୍ଚ୍ଚ…

କୋଟିଏରୁ ଅଧିକ ଟଙ୍କାର ମୋବାଇଲ ଚୋରି

ମାଲକାନଗିରି : କୋଟିଏରୁ ଅଧିକ ଟଙ୍କାର ମୋବାଇଲ ଚୋରି । କାନ୍ଥ ଭାଙ୍ଗି ମୋବାଇଲ ଦୋକାନରୁ କୋଟିଏରୁ ଉର୍ଦ୍ଧ ଟଙ୍କାର ମୋବାଇଲ ଫୋନ ଲୁଟି ନେଲେ ଦୁର୍ବୃତ୍ତ । ମାଲକାନଗିରି ଜିଲ୍ଲାର ସବୁ ଠାରୁ ବଡ ମୋବାଇଲ ଦୋକାନ ଭିତରୁ ପ୍ରାୟ ଦେଢ…

ଖଣି ବ୍ୟବସାୟୀ ରତ୍ନାକର ରାଉତଙ୍କ ଘରେ ଇଡି ରେଡ୍‌

ଭୁବନେଶ୍ଵର: ଖଣି ବ୍ୟବସାୟୀ ରତ୍ନାକର ରାଉତଙ୍କ ଘରେ ଇଡି ରେଡ୍‌ । ଢେଙ୍କାନାଳ, ହିନ୍ଦୋଳ ଓ ଭୁବନେଶ୍ବରରେ ରେଡ୍‌ କରୁଛି ଇଡି । ରତ୍ନାକରଙ୍କ ଢେଙ୍କାନାଳ ଘର ଓ ଫାର୍ମହାଉସରେ ଇଡିର ଚଢାଉ ଜାରି ରହିଛି । ହିନ୍ଦୋଳ ସ୍ଥିତ ବ୍ୟବସାୟିକ…