ଜବରଦଖଲ ଉଚ୍ଛେଦକୁ ବିରୋଧ, ପ୍ରଶାସନ ଲାଗୁ କଲା କର୍ଫ୍ୟୁ

ବାଲେଶ୍ବର : ଜବରଦଖଲ ଉଚ୍ଛେଦ ପାଇଁ ବାଲେଶ୍ୱରରେ କର୍ଫ୍ୟୁ । ବାଲେଶ୍ୱରର ଯାଦପୁର, ଅକ୍ତିଆରପୁର ଓ ଭାସ୍କରଗଞ୍ଜ ମୌଜାରେ ଜବରଦଖଲ ଉଚ୍ଛେଦ ପାଇଁ ପ୍ରଶାସନ କଠୋର ପଦକ୍ଷେପ ନେଇଛି । ସେହି ସ୍ଥାନରେ ତୃତୀୟ ଲାଇନ କାମରେ ବାଧକ ସାଜିଛନ୍ତି ଜବରଦଖଲକାରୀ…

ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?

ଠକ ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତିଙ୍କ ଚିତାକଟା ନେଟୱାର୍କର ପଲିଟିକାଲ୍‌ ଲିଙ୍କ ଆସିବ କି? ଚର୍ଚ୍ଚାରେ ଥିବା ଦୁଇ ଦୁଇ ଜଣ ପୂର୍ବତନ ମନ୍ତ୍ରୀ ଓ ଜଣେ ବିଧାୟକଙ୍କ ମୁଖା ଖୋଲିବ କି ଭୁବନେଶ୍ୱର କମିସନରେଟ୍‌ ପୁଲିସ? ଫିଟିବ…

ମହାରାଷ୍ଟ୍ରରେ ଭାଙ୍ଗିଲା ବିରୋଧୀ ମେଣ୍ଟ ! ଏକା ଲଢ଼ିବାକୁ ଉଦ୍ଧବ ଗୋଷ୍ଠୀର ଘୋଷଣା

ମୁମ୍ବାଇ : ଲୋକସଭା ନିର୍ବାଚନ ଓ ବିଭିନ୍ନ ରାଜ୍ୟ ବିଧାନସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ 'ଇଣ୍ଡିଆ' ମେଣ୍ଟର ଅବସ୍ଥା ଶୋଚନୀୟ। ଗୋଟିଏ ପଟେ ଦିଲ୍ଲୀ ବିଧାନସଭା ନିର୍ବାଚନରେ କଂଗ୍ରେସକୁ ଏକପାଖିଆ କରି ମେଣ୍ଟର ସହଯୋଗୀମାନେ ଆମ୍ ଆଦମୀ ପାର୍ଟିକୁ ସମର୍ଥନ…

ରାଜ୍ୟର ପ୍ରଥମ ଜୁଡ଼ିସିଆଲ ଆରକାଇଭ୍ ଲୋକାର୍ପିତ, ୧୮୦୦ ମସିହାରୁ ଦସ୍ତାବିଜ ସଂରକ୍ଷିତ

କଟକ ୧୧।୧: ଉଦଘାଟିତ ହେଲା ରାଜ୍ୟର ପ୍ରଥମ ଜୁଡ଼ିସିଆଲ ଆରକାଇଭ । କଟକ ସ୍ଥିତ ଜୁଡ଼ିସିଆଲ ଏକାଡେମୀ ନିକଟରେ ଏହି ଆରକାଇଭ ନିର୍ମିତ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ଲୋକାର୍ପିତ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏବଂ ମୁଖ୍ୟ ବିଚାରପତି ଜଷ୍ଟିସ…

ପ୍ରବାସୀ ଭାରତୀୟ ସମ୍ମିଳନୀ ଭାରତ ତଥା ଓଡ଼ିଶାରେ ନିବେଶ ପାଇଁ ପ୍ଲାଟଫର୍ମ ତିଆରି କରିଛି : କେ.ଭି. ସିଂହଦେଓ

ଭୁବନେଶ୍ବର ୧୧।୧: ପୂର୍ବ ବିଜେଡ଼ି ସରକାର ଓଡ଼ିଶାକୁ ନିବେଶ ଆଣିବା ପାଇଁ ଅନ୍ୟ ରାଜ୍ୟ ଓ ବିଦେଶକୁ ଯାଉଥିଲେ । କିନ୍ତୁ ଏବେ ବିଜେପି ସରକାର ସମୟରେ ନିବେଶକ ମାନେ ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ଆସୁଛନ୍ତି ବୋଲି ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି…

କାଉଣ୍ଟର କଲା ବିଜେପି; ନବ ଦାସଙ୍କ ହତ୍ୟା ବେଳେ କାହିଁକି ଚୁପ୍‌ ଥିଲେ ଦୀପାଳି-ଆକାଶ?

ଭୁବନେଶ୍ବର : ଦୀପାଳି ଦାସ ଓ ତାଙ୍କ ଭାଇ ଆକାଶ ଦାସଙ୍କୁ କାଉଣ୍ଟର କରିଛି ବିଜେପି। ବାପା ନବ କିଶୋର ଦାସ ହତ୍ୟା ବେଳେ କାହିଁକି ଓ କାହା ପ୍ରରୋଚନାରେ ଦୀପାଳି ଓ ଆକାଶ ଚୁପ୍‌ ଥିଲେ,ତାହା ଆମେ ଦେଖିଛୁ ବୋଲି…

ଦିନେ ବଢିଲା ଏକାମ୍ର କାନନରେ ଆୟୋଜିତ ପୁଷ୍ପ ପ୍ରଦର୍ଶନୀ, ଲୋକଙ୍କ ଉତ୍ସାହକୁ ଦୃଷ୍ଟିରେ ରଖି ନିଷ୍ପତ୍ତି

ଭୁବନେଶ୍ବର ୧୧।୧: ଗୋଟିଏ ଦିନ ବଢିଲା ପୁଷ୍ପ ପ୍ରଦର୍ଶନୀ । ଏକାମ୍ର କାନନରେ ଆୟୋଜିତ ବାର୍ଷିକ ପୁଷ୍ପ ପ୍ରଦର୍ଶନୀ ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ଜାରି ରହିବ । ଲୋକଙ୍କ ଉତ୍ସାହକୁ ଦୃଷ୍ଟିରେ ରଖି ଆଉ ଗୋଟିଏ ଦିନ ଅବଧି ବଢ଼ାଇଛନ୍ତି…

ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ଦୀପାଳି ଦାସ

ଭୁବନେଶ୍ବର ୧୧।୧: ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ବିଜେଡ଼ି ନେତ୍ରୀ ଦୀପାଳି ଦାସ । ନବୀନଙ୍କୁ ଭେଟିବା ପରେ ଦୀପାଳି କହିଛନ୍ତି, ନବୀନ ପଟ୍ଟନାୟକ ଆମ ପରିବାର ସହ ପରିବାର ହୋଇ ଠିଆ ହୋଇଥିବାରୁ ଧନ୍ୟବାଦ ଦେଲି । ସେ କହିଲେ ଷ୍ଟ୍ରଙ୍ଗ…

ତାମିଲନାଡୁରେ ବଲାଙ୍ଗିରର ଦୁଇ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

ବଲାଙ୍ଗିର ୧୧।୧: ପୁଣି ଦାଦନ ଶ୍ରମିକଙ୍କୁ ହତ୍ୟା ଅଭିଯୋଗ । ତାମିଲନାଡୁ ରାଜ୍ୟ ଚେନ୍ନାଇ ନିକଟରେ ରେଳ ଧାରଣରୁ ବଲଙ୍ଗିର ସହରର ଦୁଇ ଜଣ ଯୁବକଙ୍କ ଶବ ଉଦ୍ଧାର ହୋଇଛି । ପରିବାର ଲୋକ ହତ୍ୟା ଅଭିଯୋଗ ଆଣିଛନ୍ତି । ବଲାଙ୍ଗିର ଟାଉନ ଥାନା ହାତୀଶାଳପଡାର ୨୪ ବର୍ଷ ବୟସ୍କ…

ବିରୋଧୀ ଦଳ ନେତାଙ୍କୁ ଭେଟିଲେ ମୃତ ସହଦେବ ନାୟକଙ୍କ ପରିବାର, ପରିବାରକୁ ଦେଲେ ୫୦ହଜାର ଟଙ୍କା ସହାୟତା

ଭୁବନେଶ୍ବର ୧୧।୧: ଚଳିତ ଜାନୁଆରୀ ୮ ତାରିଖ ସକାଳେ ଭୁବନେଶ୍ୱରରେ ଚଞ୍ଚଲ୍ୟ ସୃଷ୍ଟି କରିଥିଲା ରସୁଲଗଡ଼ ଓଭରବ୍ରିଜ୍‌ ଉପରେ ଭୁବନେଶ୍ୱର ମହାନଗର ନିଗମ ସଫେଇ କର୍ମଚାରୀ ସଂଘ ସଭାପତି ସହଦେବ ନାୟକଙ୍କୁ ନିର୍ମମ ହତ୍ୟାକାଣ୍ଡ ଘଟିଥିଲା । ଭୁବନେଶ୍ୱରରେ ଏପରି ବୀଭତ୍ସ…