ଅଶ୍ଳୀଳତା ମୁକ୍ତ ହେବ ଖଣ୍ଡଗିରି ଯାତ୍ରା; ନାଚି ପାରିବେନି ନିଶା, ରାଣୀ ପ୍ରିୟଦର୍ଶିନୀ ଓ ସାହୁ ଭାଉଜ

ଭୁବନେଶ୍ବର: ରାଜଧାନୀର ଛାତି ଉପରେ ପ୍ରତିବର୍ଷ ଭଳି ଏଥର ମଧ୍ୟ ଆୟୋଜିତ ହେବାକୁ ଥିବା ଖଣ୍ଡଗିରି କୁମ୍ଭମେଳା ପାଖେଇ ଆସୁଛି। ସମୟ କମ୍‌ ଦିନ ଥିବାରୁ ଏବେ ପ୍ରସ୍ତୁତି ଜୋରସୋର୍‌ରେ ଚାଲିଛି। ସାଧୁସନ୍ଥମାନେ ମେଳା ପାଇଁ ପ୍ରସ୍ତୁତ ହେଉଥିବା ବେଳେ ମନୋରଞ୍ଜନର…

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି, ୫ ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ

ପୁରୀ: ଆସନ୍ତାକାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି। ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ୫ ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିରରେ ଦତ୍ତ ମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପନ୍ନ କରିବେ। ଏହି…

ଅଡ଼ୁଆରେ ମାର୍କ ଜୁକରବର୍ଗ, ମେଟାକୁ ସମନ କରିବ ସଂସଦୀୟ କମିଟି

ଭାରତରେ ଗତବର୍ଷ ହୋଇଥିବା ସାଧାରଣ ନିର୍ବାଚନକୁ ନେଇ ବିବାଦୀୟ ବୟାନ ଦେବା ପରେ ଅଡ଼ୁଆରେ ଫେସବୁକ ସଂସ୍ଥାପକ ମାର୍କ ଜୁକରବର୍ଗ। ଏହି ମାମଲାରେ ସଂସଦୀୟ କମିଟି ମେଟା କମ୍ପାନୀକୁ ସମନ କରିବ ବୋଲି ଜଣାପଡ଼ିଛି। ସଂସଦର ଆଇଟି ଓ ଯୋଗାଯୋଗ କମିଟିର…

ବୁଗୁଡ଼ା ଏବଂ ବାଣିଗୋଚ୍ଛା ମଧ୍ୟରେ ସୁଡ଼ଙ୍ଗ ଖନନ କାର୍ଯ୍ୟ ଶେଷ

ଭୁବନେଶ୍ୱର: ନୟାଗଡ଼ ଜିଲ୍ଲାର ବୁଗୁଡ଼ା ଏବଂ ବାଣିଗୋଚ୍ଛା ମଧ୍ୟରେ ଅବସ୍ଥିତ ସୁଡ଼ଙ୍ଗ ନମ୍ବର T3ର ଖନନ କାର୍ଯ୍ୟ ସଫଳତା ସହିତ ଶେଷ ହୋଇଛି। ଏହା ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ନୂଆ ରେଳ ଲାଇନ ପ୍ରକଳ୍ପ ଦ୍ୱାରା ଆଉ ଏକ ପ୍ରମୁଖ ମାଇଲଖୁଣ୍ଟ ହାସଲ…

୪୮ ଘଣ୍ଟା ପରେ ନିଖୋଜ ଯୁବତୀ ଉଦ୍ଧାର: ଗଣଦୁଷ୍କର୍ମ କରି ହତ୍ୟା ଉଦ୍ୟମ ସନ୍ଦେହ

ବରଗଡ଼: ବିଶ୍ବପ୍ରସିଦ୍ଧ ଧନୁଯାତ୍ରା ଦେଖିବା ପାଇଁ ଆସି ନିଖୋଜ ହୋଇଥିବା ଯୁବତୀ ଆଜି ଦୀର୍ଘ ୪୮ ଘଣ୍ଟା ପରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ବରଗଡ଼ ଜିଲ୍ଲାର କୁର୍ଲା ଜଙ୍ଗଲ ମଧ୍ୟରୁ ଉଦ୍ଧାର ହୋଇଛନ୍ତି। ତାଙ୍କର ମୁଣ୍ଡରେ ଗଭୀର କ୍ଷତ ସହିତ ଶରୀରର…

ଆସନ୍ତା ୧୭ରୁ ପୁଣି ବଢ଼ିବ ଶୀତର ପ୍ରକୋପ, କୁହୁଡି ନେଇ ଆଲର୍ଟ ଜାରି

ଭୁବନେଶ୍ବର: ପୁଣି ଶୀତରେ ଥରିବେ ରାଜ୍ୟବାସୀ । ବର୍ତ୍ତମାନ ରାଜ୍ୟରେ ଶୀତର ପରିମାଣ କମିଥିବା ବେଳେ ରାତି ତାପମାତ୍ରା ଧୀରେ ଧୀରେ ବଢିଛି । ହେଲେ ଆସନ୍ତା ୧୭ରୁ ପୁଣି ଶୀତର ପ୍ରକୋପ ବଢ଼ିବ । ଉପାନ୍ତରୁ ଉପକୂଳ ସବୁଠି ତାପମାତ୍ରା…

ଥମୁନି ନିଆଁ, OSCAR ଯାଏ ପହଞ୍ଚିଲା

ଜଳୁଛି ଜଙ୍ଗଲ। ନିଆଁ ଆଁରେ ପୋଡି ପାଉଶଁ ହୋଇଗଲାଣି ଘର ଦ୍ୱାର। ଦିନକୁ ଦିନ ଏହା କମିବା ବଦଳରେ ଆହୁରି ବିକରାଳ ରୂପ ଧରି ଆଗକୁ ବଢ଼ି ଚାଲିଛି। ଆମେରିକାର ଲସ୍‌ ଏଞ୍ଜଲିସ୍‌ରେ ଲାଗିଥିବା ଏହି ଭୟଙ୍କର ନିଆଁ ଏବେ ଓସ୍କାର…

‘ବିଏସକେଓ୍ବାଇରେ ହୋଇଛି ଦୁର୍ନୀତି, ଖୁବଶୀଘ୍ର ତଦନ୍ତ ହେବ’

ଭୁବନେଶ୍ବର: ପୂର୍ବ ସରକାରଙ୍କ ବିଏସକେଓ୍ବାଇ କାର୍ଡରେ ଦୁର୍ନୀତି ହୋଇଛି । ଖୁବଶୀଘ୍ର ଏହାର ତଦନ୍ତ ହେବ ବୋଲି ଆଜି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଆୟୁଷ୍ମାନ ଯୋଜନା ଓଡିଶାରେ ଲାଗୁ ହେବା ପରେ ଏହାକୁ ନେଇ ପୂର୍ବ…

ମାଟ୍ରିକ ପରୀକ୍ଷାରେ ପ୍ରଶ୍ନପତ୍ର ଭାଇରାଲକୁ ରୋକିବା ପାଇଁ ପ୍ରଶ୍ନପତ୍ରରେ ରହିବ ୱାଟର ମାର୍କ

କଟକ : ମାଟ୍ରିକ ପରୀକ୍ଷାରେ ପ୍ରଶ୍ନପତ୍ର ଭାଇରାଲକୁ ରୋକିବା ପାଇଁ ବୋର୍ଡ ପକ୍ଷରୁ ବଡ଼ ବ୍ୟବସ୍ଥା । ଚଳିତ ବର୍ଷଠାରୁ ମାଟ୍ରିକ ପରୀକ୍ଷାର ସମସ୍ତ ପ୍ରଶ୍ନପତ୍ରରେ ରହିବ ୱାଟର ମାର୍କ। ସେଲ୍ଫ ଡିସପ୍ଲେ ୱାଟର ମାର୍କ ଥିବା ଏହି ପ୍ରଶ୍ନପତ୍ରର କୌଣସି ପୃଷ୍ଠାର…

ମାର୍ଚ୍ଚ ସୁଦ୍ଧା ସରିବ ରତ୍ନଭଣ୍ଡାର ମରାମତି କାମ

ପୁରୀ: ମାର୍ଚ୍ଚ ସୁଦ୍ଧା ସରିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ । ଏବେ ମହାପ୍ରଭୁଙ୍କ ମକର ନୀତିକାନ୍ତି ପାଇଁ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ ରହିଥିବା ବେଳେ ଏହା ପୁଣି ଆସନ୍ତା ୧୭ରୁ ଆରମ୍ଭ ହେବ । ମାର୍ଚ୍ଚ ପୂର୍ବରୁ ରତ୍ନଭଣ୍ଡାର…