ବାରବାଟୀରେ ଭାରତ-ଇଂଲଣ୍ଡ ଦିନିକିଆ : ମ୍ୟାଚ୍‌ର ପ୍ରଥମ ଟିକେଟ ଜଗନ୍ନାଥଙ୍କୁ ପ୍ରଦାନ, ମୁଖ୍ୟମନ୍ତ୍ରୀ କିଣିଲେ ଟିକେଟ୍‌

ଭୁବନେଶ୍ୱର/କଟକ ୨୨।୦୧ : ଫେବୃଆରୀ ୯ରେ କଟକ ବାରବାଟିରେ ଖେଳାଯିବ ଭାରତ-ଇଂଲଣ୍ଡ ଦିନିକିଆ କ୍ରିକେଟ୍‌ ମ୍ୟାଚ୍‌ । ଏଥିପାଇଁ ପ୍ରଥମ ଟିକେଟ୍‌ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ପ୍ରଦାନ କରିଛି ଓଡିଶା କ୍ରିକେଟ୍‌ ଆସୋସିଏସନ୍‌ । ଓସିଏ ସଂପାଦକ ସଞ୍ଜୟ ବେହେରା ପୁରୀ…

ଭବିଷ୍ୟତରେ ପଥଭ୍ରଷ୍ଟ ହେବେନି ଛାତ୍ର, ହାଇକୋର୍ଟ ଦେଲେ ଦୃଷ୍ଟାନ୍ତମୂଳକ ନିର୍ଦ୍ଦେଶ

କଟକ ୨୨/୦୧: ୫ ଜଣ କଲେଜ ଛାତ୍ର ଭବିଷ୍ୟତରେ କିପରି ପଥଭ୍ରଷ୍ଟ ନହେବେ । ସେଥିଲାଗି ଚେତାବନୀ ସ୍ୱରୂପ ଏକ ଦୃଷ୍ଟାନ୍ତମୂଳକ ନିର୍ଦେଶ ଦେଇଛନ୍ତି ହାଇକୋର୍ଟ। କଟକ ସହରର ଏକ କଲେଜରେ ପଢ଼ୁଥିବା ୫ ଜଣ ଯୁକ୍ତ ୩ ଶେଷ ବର୍ଷର…

ବାହାଘର ପ୍ରସେସନ ବେଳେ ଅଘଟଣ, ବାଣ ବିସ୍ଫୋରଣରେ ଜଣେ ମୃତ

ଅନୁଗୋଳ: ବାହାଘର ପାଇଁ ବାହାରିଥିଲା ବର ଯାତ୍ରୀ । ସମସ୍ତେ ହସ ଖୁସିରେ ନାଚି ନାଚି କନ୍ୟାଘରକୁ ଆଡ଼କୁ ଯାଉଥିଲେ । କିନ୍ତୁ ଏହି ସମୟରେ ଘଟିଗଲା ଅଘଟଣ, ଆଉ ଖୁସିର ପରିବେଶରେ ଖେଳିଗଲା ଦୁଃଖର କଳା ବାଦଲ । ବାହାଘର…

ଏସ୍‌ସିବି ମେଡିକାଲରୁ ମହିଳା କଏଦୀ ଫେରାର୍

କଟକ: ଜେଲ୍ ଗାର୍ଡକୁ ଚକମା ଦେଇ ମହିଳା କଏଦୀ ଫେରାର । କଟକ ଏସସିବି ମେଡିକାଲରୁ ମହିଳା କଏଦୀ ଫେରାର ହୋଇଥିବା ଖବର ସାମନାକୁ ଆସିଛି । ମେଡିକାଲର ପ୍ରସୂତି ବିଭାଗରେ ଚିକିତ୍ସିତ ହେଉଥିବା ବଳେ ଗାର୍ଡକୁ ଚକମା ଦେଇ କଏଦୀ…

ନକ୍ସଲଙ୍କ ହାଇଟେକ ତାଲିମ କେନ୍ଦ୍ରକୁ କବଜା କଲେ ଯବାନ

ମାଲକାନଗିରି: ମାଲାକାନଗିରି ସୀମାନ୍ତ ଛତିଶଗଡରେ ନକ୍ସଲ ଦମନ ନେଇ ଯବାନ ରାତି ଦିନ ଏକ କରି ଦେଇଛନ୍ତି। ଆସନ୍ତା ୨୦୨୬ ମାର୍ଚ୍ଚ ସୁଦ୍ଧା ଛତିଶଗଡରୁ ନକ୍ସଲ ହଟିବା ନେଇ ସଂପୂର୍ଣ୍ଣ ଭାବେ କାମ କରାଯାଉଛି। ଯାହାର ଫଳସ୍ବରୂପ ଲଗାତାର ପୁଲିସକୁ ସଫଳତା…

ଭୁବନେଶ୍ୱରରେ ହେବ ଦେଶର ପ୍ରଥମ ସିଲିକନ୍ କାର୍ବାଇଡ୍ ସେମିକଣ୍ଡକ୍ଟର ଉତ୍ପାଦନ, ଆର୍ଥିକ ପ୍ୟାକେଜକୁ କ୍ୟାବିନେଟ୍ ମଞ୍ଜୁରୀ

ଭୁବନେଶ୍ବର : ଭୁବନେଶ୍ୱରରେ ପ୍ରତିଷ୍ଠା ହେବ ଦେଶର ପ୍ରଥମ ସିଲିକନ କାର୍ବାଇଡ୍ ସେମିକଣ୍ଡକ୍ଟର ଉ୍‌ତ୍ପାଦନ ପ୍ଲାଂଟ । ଏଥିପାଇଁ ଆରଆଇଆର ପାୱାର ଇଲେକ୍ଟ୍ରୋନିକ୍ସ ଲିମିଟେଡ(ଆରଆଇଆର ପାୱାର)କୁ ସ୍ୱତନ୍ତ୍ର ପ୍ରୋତ୍ସାହନ ପ୍ୟାକେଜ ପ୍ରଦାନକୁ ରାଜ୍ୟ କ୍ୟାବିନେଟ୍ ମଙ୍ଗଳବାର ଅନୁମୋଦନ କରିଛନ୍ତି । ମୁଖ୍ୟମନ୍ତ୍ରୀ…

ଅରୁଣ ପଣ୍ଡା ରାଜ୍ୟ ଷଷ୍ଠ ଅର୍ଥ ଆୟୋଗର ଅଧ୍ୟକ୍ଷ, ୬ମାସ ସୁଦ୍ଧା ଦେବେ ରିପୋର୍ଟ

ରାଜ୍ୟ ସରକାର ମଙ୍ଗଳବାର ଷଷ୍ଠ ଅର୍ଥ ଆୟୋଗର ଗଠନ କରିଛନ୍ତି । ଏହି ୫ଜଣ ସଦସ୍ୟ ବିଶିଷ୍ଟ ଷଷ୍ଠ ଅର୍ଥ ଆୟୋଗର ଅଧ୍ୟକ୍ଷ ଭାବେ ଅବସରପ୍ରାପ୍ତ ଆଇଏଏସ୍ ଅରୁଣ କୁମାର ପଣ୍ଡାଙ୍କୁ ନିଯୁକ୍ତି ମିଳିଛି । ଆୟୋଗଙ୍କ କାର୍ଯ୍ୟକାଳ ବିଜ୍ଞପ୍ତି ପ୍ରକାଶ…

ରାଜ୍ୟର ୫୮ଟି ସବ୍ ଡିଭିଜନରେ ଗୋଟିଏ ଲେଖାଏଁ ଶୀତଳ ଭଣ୍ଡାର ନିର୍ମାଣ ପାଇଁ ପ୍ରସ୍ତାବ

ଭୁବନେଶ୍ୱର : ରାଜ୍ୟରେ କୃଷି ଓ କୃଷକଙ୍କ ଉନ୍ନତି ଲାଗି ସରକାର ପ୍ରତିଶ୍ରୁତିବଦ୍ଧ | ଏହି କ୍ରମରେ ଉତ୍ପାଦିତ ଫସଲ, ପନିପରିବା ସାଇତି ରଖବା ଦିଗେର ଶୀତଳଭଣ୍ଡାର ସ୍ଥାପନ ଲାଗି ବ୍ୟାପକ ପଦେକ୍ଷପ ନଇଛନ୍ତି ବିଜପି ସରକାର | ମୁଖ୍ୟମନ୍ତ୍ରୀ ମୋହନ…

ଶୀତ କମିବ: ଘନ କୁହୁଡ଼ି ପାଇଁ ସତର୍କ ସୂଚନା ଜାରି

ଭୁବନେଶ୍ୱର: ଆସନ୍ତା ୩ ଦିନ ମଧ୍ୟରେ ଓଡ଼ିଶାରେ ରାତିର ସର୍ବନିମ୍ନ ତାପମାତ୍ରା ୨ରୁ ୪ ଡିଗ୍ରି ସେଲସିୟସ ବୃଦ୍ଧି ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ବୁଧବାର ସୂଚନା ପ୍ରଦାନ କରାଯାଇଛି। ଫଳରେ ଶୀତ କମିବ, କିନ୍ତୁ…

କୁମ୍ଭମେଳାରେ ଡବଲ ଡେକର ବସ୍‌ରେ ରେସ୍ତୋରାଁ; ୪୫ ପ୍ରକାରର ମିଳୁଛି ଭୋଜନ

ନୂଆଦିଲ୍ଲୀ ୨୨।୦୧: ମହାକୁମ୍ଭକୁ ନେଇ ଚାରିଆଡେ ଚର୍ଚ୍ଚା । କେତେବେଳେ ସାଧୁସନ୍ଥଙ୍କୁ ନେଇ ତ ଆଉ କେତେବେଳେ ବ୍ୟବସାୟକୁ ନେଇ । କୁମ୍ଭରେ ଜୋରଦାର ହେଉଛି ରୋଜଗାର । କିନ୍ତୁ ବର୍ତ୍ତମାନ ଏକ ନିଆରା ରେଷ୍ଟୁରାଣ୍ଟ ଖୋଲିଛି କୁମ୍ଭମେଳାରେ । ଡବଲ…