ସ୍ବତନ୍ତ୍ର ରାଜ୍ୟ ପାହ୍ୟା, ଦରଦାମ ବୃଦ୍ଧି ପ୍ରସଙ୍ଗ ଉଠାଇବେ ବିଜେଡି ସାଂସଦ

ଭୁବନେଶ୍ବର: ଆଗାମୀ ଜାନୁଆରୀ ୩୧ରେ ଆରମ୍ଭ ହେବ ସଂସଦର ବଜେଟ ଅଧିବେଶନ। ଏହି ଅଧିବେଶନରେ ବିଜେଡିର ସାଂସଦମାନେ ସାଢ଼େ ୪ କୋଟି ଓଡ଼ିଆଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଏକାଧିକ ଦାବି କରିବେ। ବଜେଟ୍‌ ଅଧିବେଶନ ପୂର୍ବରୁ ଆଜି ବିଜେଡିର ଗୁରୁତ୍ବପୂର୍ଣ୍ଣ ବୈଠକ…

ଫେବ୍ରୁଆରୀରେ ମୋଦି ଆସୁଛନ୍ତି ହ୍ବାଇଟ ହାଉସ, ଟ୍ବିଟ କରି ସୂଚନା ଦେଲେ ଟ୍ରମ୍ପ

ନୂଆଦିଲ୍ଲୀ : ଫେବ୍ରୁଆରୀରେ ପୁଣି ପ୍ରଧାନମନ୍ତ୍ରୀ ମୋଦି ଓ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭେଟଘାଟକୁ ନେଇ ଚର୍ଚ୍ଚା । ନିଜେ ଟ୍ବିଟ କରି ଏହି ସୂଚନା ଦେଇଛନ୍ତି ଟ୍ରମ୍ପ । ଗଣମାଧ୍ୟମକୁ ଇଣ୍ଟରଭ୍ୟୁରେ ଟ୍ରମ୍ପ କହିଛନ୍ତି ସୋମବାର ଭାରତର ପ୍ରଦାନମନ୍ତ୍ରୀ…

ଉତ୍କର୍ଷ ଓଡ଼ିଶା କନ୍‌କ୍ଲେଭ୍‌ : ପ୍ରଥମ ଦିନର ଅପରାହ୍‌ଣ ସୁଦ୍ଧା ୫୪ଟି ବୁଝାମଣାପତ୍ର ସ୍ବାକ୍ଷରିତ

ଭୁବନେଶ୍ବର: ଉତ୍କର୍ଷ ଓଡ଼ିଶା-ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ୍‌-୨୦୨୫ ସମ୍ମିଳନୀ ଆଜି ଠାରୁ ଭୁବନେଶ୍ବରରେ ଆରମ୍ଭ ହୋଇଯାଇଛି। ସ୍ଥାନୀୟ ଜନତା ମଇଦାନରେ ଆୟୋଜିତ ଏହି ଦୁଇ ଦିନିଆ ଶିଳ୍ପ ସମ୍ମିଳନୀ ବୁଧବାର ସନ୍ଧ୍ୟାରେ ଶେଷ ହେବ। ଏହାରି ମଧ୍ୟରେ  ଷ୍ଟାର୍ଟଅପ୍ ଓଡ଼ିଶା, ସ୍କିଲ୍‌ଡ…

ଉତ୍କର୍ଷ ଓଡ଼ିଶା କନକ୍ଲେଭ: “ନୂଆ ଭାରତ ଗଠନରେ ଓଡ଼ିଶାର ପ୍ରମୂଖ ଭୂମିକା ରହିବ” କହିଲେ ମୋଦି

ଭୁବନେଶ୍ୱର : ଉତ୍କର୍ଷ ଓଡ଼ିଶା କନକ୍ଲେଭ-୨୦୨୫ ଭୁବନେଶ୍ୱର ଜନତା ମଇଦାନରେ ଉଦଘାଟିତ ହୋଇଛି ।  ଆନୁଷ୍ଠାନିକ ଭାବେ ଉତ୍କର୍ଷ ଓଡ଼ିଶା କନକ୍ଲେଭକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ‘ଜୟ ଜଗନ୍ନାଥ’ରୁ ଉଦବୋଧନ ଆରମ୍ଭ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆହୁରି…

ସରକାରୀ ପାଣ୍ଠିରେ ପୁନରୁଦ୍ଧାର ହେବ ରାଷ୍ଟ୍ରାୟତ୍ତ କମ୍ପାନୀ: ‘ପବନ ହଂସ’ରେ ପ୍ରାୟ ୨୩୦ ନିୟୁତ ଡଲାରରୁ ୩୫୦ ନିୟୁତ ଡଲାର ପୁଞ୍ଜି ନିବେଶ କରିବାକୁ ଯୋଜନା

ନୂଆଦିଲ୍ଲୀ: ଆଞ୍ଚଳିକ ଦଳ ସହଯୋଗରେ କ୍ଷମତାକୁ ଫେରିବା ପରେ ଚାପରେ ଥିବା ମୋଦୀ ସରକାର ଘରୋଇକରଣ ଛାଡ଼ି ଋଗ୍ଣ ସରକାରୀ ଉଦ୍ୟୋଗରେ କୋଟି କୋଟି ଟଙ୍କା ନିବେଶ କରୁଛନ୍ତି। ୨୦୨୫ରେ ଗୋଟିଏ ମାସ ମଧ୍ୟରେ, କେନ୍ଦ୍ର ସରକାର ଦୁଇଟି ରାଷ୍ଟ୍ରାୟତ୍ତ ଫାର୍ମକୁ…

ଯେଉଁମାନଙ୍କୁ କଲ୍‌ ଓ ମେସେଜ ଆସିଛି, ବ୍ୟାଙ୍କ ଯାଇ NPCI ଆକ୍ଟିଭେଟ କରନ୍ତୁ : ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସୁଭଦ୍ରା ଯୋଜନାକୁ ନେଇ ପ୍ରଭାତୀ ପରିଡ଼ାଙ୍କ ବଡ଼ ସୂଚନା। ରାଜ୍ୟ ସରକାରଙ୍କ ‘ସୁଭଦ୍ରା’ ଯୋଜନାରେ ଏପର୍ଯ୍ୟନ୍ତ ସାମିଲ ହୋଇପାରି ନଥିବା ମହିଳା ଆବେଦନକାରୀଙ୍କୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ପରାମର୍ଶ ଦେଇଛନ୍ତି। ଯେଉଁ ଆବେଦନକାରୀଙ୍କର ଏନ୍‌ପିସିଆଇ ତ୍ରୁଟି ରହିଛି, ସେମାନେ ଏହି…

ଶ୍ରୀଲଙ୍କା ନୌସେନା ଗୁଳିରେ ୫ ଭାରତୀୟ ମତ୍ସ୍ୟଜୀବୀ ଆହତ

ଭାରତୀୟ ମତ୍ସ୍ୟଜୀବୀଙ୍କ ଉପରେ ଗୁଳି ଚଳାଇଛି ଶ୍ରୀଲଙ୍କା ନୌସେନା । ଏଥିରେ ୫ ମତ୍ସ୍ୟଜୀବୀ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ଏହି ଘଟଣାରେ ଭାରତର ବୈଦେଶିକ ମନ୍ତ୍ରଣାଳୟ କଡ଼ା ପ୍ରତିକ୍ରିୟା ଦେଇ…

ମେକ୍ ଇନ୍ ଓଡ଼ିଶାର ନାଁ ବଦଳାଇ ଉତ୍କର୍ଷ ଓଡ଼ିଶା କରିଛନ୍ତି : ଦେବୀ ମିଶ୍ର

ଭୁବନେଶ୍ବର : ଉତ୍କର୍ଷ ଓଡ଼ିଶା କନକ୍ଲେଭ ନେଇ ପ୍ରତିକ୍ରିୟା ରଖିଛନ୍ତି ବରିଷ୍ଠ ବିଜେଡ଼ି ନେତା ଦେବୀ ମିଶ୍ର । ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ଆସିଲେ ଅନେକ ପ୍ରତିଶ୍ରୁତି ଦେଲେ । ସ୍ଵାଗତଯୋଗ୍ୟ କଥା । କିନ୍ତୁ ଯାହା କୁହାଯାଉଛି ତାହା ହେଉନି ।…

ମୁଇଜୁଙ୍କ ସଙ୍କଟ ବଢ଼ିଲା: ବାଚସ୍ପତିଙ୍କ ସହ ବିବାଦ

ମାଲେ: ମାଳଦ୍ୱୀପର ରାଜନୀତି ପୁଣି ଥରେ ସରଗରମ ହେବାରେ ଲାଗିଛି। ଦେଶର ରାଷ୍ଟ୍ରପତି ମହମ୍ମଦ ମୁଇଜୁ ଏବଂ ସଂସଦ ବାଚସ୍ପତି ଅବଦୁଲ ରହିମ ଅବଦୁଲ୍ଲାଙ୍କ ମଧ୍ୟରେ ବିବାଦ ସାମ୍ନାକୁ ଆସିଛି। ମହମ୍ମଦ ମୁଇଜୁ ବାଚସ୍ପତି ଅବଦୁଲ ରହିମଙ୍କ ପୁଅ ଇବ୍ରାହିମ ଫୈ…

ପୁଣି ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଚୋରି ଉଦ୍ୟମ, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର : ପୁଣି ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଚୋରି ଉଦ୍ୟମ । ନୟାପଲ୍ଲୀ ସ୍ଥିତ ଅନ୍ୟ ଏକ ଘରକୁ ବିଳମ୍ୱିତ ରାତିରେ ପଶିବାକୁ ଉଦ୍ୟମ କରୁଥିବା ବେଳେ ଜଣେ ଗିରଫ । ଅଭିଯୁକ୍ତକୁ ଗିରଫ କରିଛି ନୟାପଲ୍ଲୀ ପୋଲିସ । ଗିରଫ ଅଭିଯୁକ୍ତର…