February 2025

ସଂକଳ୍ପ ପଦଯାତ୍ରାରେ ଭାଙ୍ଗିଥିଲା ପିସିସି ସଭାପତିଙ୍କ ହାତ: ସରିଲା ଅସ୍ତ୍ରୋପଚାର

ଭୁବନେଶ୍ବର: ନୂଆ ପିସିସି ସଭାପତି ଭାବେଯୋଗ ଦେବା ପରେ କଂଗ୍ରେସର ପଦ ଯାତ୍ରା ସମୟରେ ଆହତ ହୋଇଥିଲେ ଭକ୍ତ ଦାସ । ଭୁବନେଶ୍ଵର – ପୁରୀ ସଂକଳ୍ପ ଯାତ୍ରା ସମୟରେ ଉତ୍ସାହୀ କର୍ମୀଙ୍କ ଭିଡ଼ରେ ପିସିସି ସଭାପତି ଭକ୍ତ ଚରଣ ଦାସଙ୍କର…

ପଳାଶୁଣି ଛକ ନେଲା ଆଉ ଏକ ମୁଣ୍ଡ, ଟ୍ରକ ଧକ୍କାରେ ଅଜଣା ବ୍ୟକ୍ତି ମୃତ

ଭୁବନେଶ୍ବର: ଭୁବନେଶ୍ବର ପଳାଶୁଣି ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଘଟଣା ସ୍ଥଳରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ ମୃତକଙ୍କର ପରିଚୟ ମିଳିପାରି ନାହିଁ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛି । ଅନ୍ୟପଟେ ପ୍ରତ୍ୟକ୍ଷଦର୍ଶୀଙ୍କ…

ଆତିଶୀ ବିରୋଧୀ ଦଳ ନେତା ନିର୍ବାଚିତ

ନୂଆଦିଲ୍ଲୀ: ଆମ୍ ଆଦମୀ ପାର୍ଟି ବିଧାୟକ ଦଳ ବୈଠକ ରବିବାର ଦଳ ମୁଖ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିରୋଧୀ ଦଳ ନେତାଙ୍କ ନାଁରେ ମୋହର ବାଜିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ଆତିଶୀ ମାର୍ଲେନା ଦିଲ୍ଲୀ ବିଧାନସଭାରେ ବିରୋଧୀ ଦଳ ନେତା ହେବେ ବୋଲି…

‘ପରମ୍ପରା ଓ ଆଂଚଳିକ ଭାଷାର ମହତ୍ତ୍ୱ ଆମ ଅସ୍ମିତାକୁ ଦୃଢ଼ କରିବ’

ଭୁବନେଶ୍ୱର: ପରମ୍ପରା ଓ ଆଞ୍ଚଳିକ ଭାଷାର ମହତ୍ତ୍ୱ ଆମର ଅସ୍ମିତାକୁ ଦୃଢ଼ କରିବାରେ ସମର୍ଥ । ଭାରତୀୟ ସାହିତ୍ୟରେ ଓଡ଼ିଆ ଭାଷାର ମର୍ଯ୍ୟାଦା ଉଲ୍ଲେଖନୀୟ ବୋଲି ସାହିତ୍ୟ ଏକାଡେମୀ ଉପସଭାପତି ପ୍ରଫେସର କୁମୁଦ ଶର୍ମା ଉଲ୍ଲେଖ କରିଛନ୍ତି । ଶନିବାର ଭୁବନେଶ୍ୱର…

କମ୍ପାନୀ ଅଧିକାରୀଙ୍କୁ ଅପହରଣ ମାମଲାରେ ୭ ଗିରଫ, ମୁଣ୍ଡଜାମିନ ବାବଦରେ ନେଇଥିଲେ ୬୦ ଲକ୍ଷ

କେନ୍ଦୁଝର: କେନ୍ଦୁଝର ଅପହରଣ ଘଟଣାର ପର୍ଦ୍ଦାଫାସ । ଖଣି କମ୍ପାନୀର ଉପସଭାପତି ନିମାନନ୍ଦ ପ୍ରଧାନଙ୍କ ଅପହରଣ ଘଟଣାର ପର୍ଦ୍ଦାଫାସ କଲା ବଡ଼ବିଲ ଥାନା ପୋଲିସ । ୭ ଜଣଙ୍କୁ ଗିରଫ କରିବା ସହ ସେମାନଙ୍କ ନିକଟରୁ ୮ଟି ମୋବାଇଲ , ଗୋଟିଏ…

ତେଲଙ୍ଗାନାରେ ଟନେଲ ଭୁଶୁଡ଼ିବା ଘଟଣା: ଫସି ରହିଥିବା ଶ୍ରମିକଙ୍କ ପାଖକୁ ପହଞ୍ଚିଛନ୍ତି ଉଦ୍ଧାରକାରୀ ଦଳ

ହାଇଦ୍ରାବାଦ: ତେଲଙ୍ଗାନାର ନାଗରକୁର୍ଣ୍ଣୁଲ ଜିଲାରେ ଶନିବାର ଏକ ନିର୍ମାଣାଧୀନ ଟନେଲ (ସୁଡ଼ଙ୍ଗ) ଭୁଶୁଡି ପଡ଼ିବାରୁ ୮ ଜଣ ଶ୍ରମିକ ଫସି ରହିଛନ୍ତି। ଲିକ୍‌ ମରାମତି କରିବାକୁ କିଛି ଶ୍ରମିକ ଟନେଲ ଭିତରକୁ ଯାଇଥିବାବେଳେ ହଠାତ୍‌ ଶ୍ରୀସାଇଲମ ଲେଫ୍ଟ ବ୍ୟାଙ୍କ କେନାଲର ଏକ…

ସୋମବାର ପ୍ରଭୁ ଲୋକନାଥଙ୍କ ମନ୍ଦିରରେ ପଙ୍କୋଦ୍ଧାର ଏକାଦଶୀ, ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା

ପୁରୀ: ରାତି ପାହିଲେ ପ୍ରଭୁ ଲୋକନାଥଙ୍କ ପଙ୍କୋଦ୍ଧାର ଏକାଦଶୀ ଅନୁଷ୍ଠିତ ହେବାକୁ ଯାଉଛି । ସେନେଇ ପୁରୀ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ସୁରକ୍ଷା ବ୍ୟବସ୍ଥା କଡାକଡି କରାଯିବା ସହିତ ଗହଳୀକୁ ନଜରେ ରଖି ଆବଶ୍ୟକ ପଦକ୍ଷେପ ନିଆଯାଇଛି…

ଋଷିକୂଲ୍ୟା ବେଳାଭୂମିରେ ଗଣ ଅଣ୍ଡାଦାନ, ଅଲିଭ ରିଡଲେଙ୍କ ସୁରକ୍ଷା ପାଇଁ ବନ ବିଭାଗ ପକ୍ଷରୁ ବ୍ୟାପକ ପଦକ୍ଷେପ

ଛତ୍ରପୁର : ଆରମ୍ଭ ହୋଇଯାଇଛି ଅଲିଭ ରିଡଲେଙ୍କ ଅଣ୍ଡାଦାନ । ଗଞ୍ଜାମ ଜିଲ୍ଲା ଋଷିକୂଲ୍ୟା ମୁହାଣ ଗପୋଡ଼ମପେଟା ଗାଁଠାରୁ ବଟେଶ୍ୱର ମନ୍ଦିର ନିକଟସ୍ଥ ସମୁଦ୍ର ବେଳାଭୂମିରେ ବିରଳ ପ୍ରଜାତିର ଅଲିଭ ରିଡେଲ କଇଁଛ ଅଣ୍ଡାଦାନ ପାଇଁ ଆସୁଥିବା ଦେଖିବାକୁ ମିଳୁଛି ।…

୩ ଲକ୍ଷରୁ ଅଧିକ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଫେରସ୍ତ ହେବ ସୁଧ

ଭୁବନେଶ୍ବର: ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବଡ଼ ଘୋଷଣା । ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ବ୍ୟାଙ୍କ ଋଣ ଉପରେ ଫେରସ୍ତ ହେବ ସୁଧ । ୨୦୨୪-୨୫ ଆର୍ଥିକ ବର୍ଷରେ ୩ ଲକ୍ଷରୁ ଅଧିକ ସ୍ୱୟଂ ସହାୟକଙ୍କ ୩୦୦କୋଟିର…

କେନ୍ଦୁଝରରେ ପ୍ରଜାପିତା ବ୍ରହ୍ମକୁମାରୀ କାର୍ଯ୍ୟାଳୟକୁ ଉଦଘାଟିତ କଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର: ପ୍ରଜାପିତା ବ୍ରହ୍ମକୁମାରୀ କେନ୍ଦୁଝର ଶାଖାର ନବନିର୍ମିତ କାର୍ଯ୍ୟାଳୟ ‘ସୁଖ ଶାନ୍ତି ସରୋବର’କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏକ ସୁନ୍ଦର, ଅଧ୍ୟାତ୍ମିକ ପୃଥିଵୀର ପରିକଳ୍ପନାକୁ ବାସ୍ତବିକତାର ରୂପ ଦେବାପାଇଁ ଆମର…