February 2025

ମୋ ବିରୋଧରେ ଅଭିଯୋଗ ନାହିଁ, କାହିଁକି ଚଢାଉ ହେଲା: ଆଇଏଏସ୍ ବିଷ୍ଣୁପଦ ସେଠୀ

ଭୁବନେଶ୍ୱର: ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଇସ୍ତଫା ଚର୍ଚ୍ଚା ହେଉଛି। ସିବିଆଇ ରେଡ୍ ପ୍ରତିବାଦରେ ଇସ୍ତଫା ଦେଲେ IAS ବିଷ୍ଣୁପଦ ସେଠୀ। ମୁଖ୍ୟ ଶାସନ ସଚିବଙ୍କୁ ପଠାଇଲେ ଇସ୍ତଫା ପତ୍ର। ସେ ତାଙ୍କର ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି ଯେ, ଆଜି ସକାଳେ…

ଆସନ୍ତାକାଲି ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ

ପୁରୀ : ଆସନ୍ତାକାଲି ଫାଲଗୁନ କୃଷ୍ଣ ଷଷ୍ଠୀ ତିଥି । ଏହି ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ପର୍ଯ୍ୟନ୍ତ ସର୍ବସାଧାରଣ…

ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଘରେ ସିବିଆଇ ରେଡ୍

ଭୁବନେଶ୍ଵର: ବଡ ଖବର । ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଘରେ ରେଡ୍ । ବିଷ୍ଣୁପଦଙ୍କ ଭୁବନେଶ୍ବରରେ ଥିବା ସରକାରୀ କ୍ବାର୍ଟର୍ସରେ ଚାଲିଛି ରେଡ୍‌ । ସକାଳ ୮ଟାରୁ ସିବିଆଇର ୮ ଜଣିଆ ଟିମ୍ ବିଷ୍ଣୁପଦ ସେଠୀଙ୍କ ବାସଭବନରେ ରେଡ୍‌ ଜାରି ରଖିଛନ୍ତି…

କିଟ୍‌ ଛାତ୍ରୀ ମୃତ୍ୟୁ ମାମଲା; ନେପାଳରୁ ଡାକିଆଣି ଦୁର୍ବ୍ୟବହାର କରୁଛି କଲେଜ୍ : ଛାତ୍ରୀଙ୍କ ବାପା

ଭୁବନେଶ୍ଵର: ସାରା ରାଜ୍ୟରେ ଏବେ ଚହଳ ପକାଇଛି କିଟ୍‌ରେ ନେପାଳୀ ଛାତ୍ରୀ ମୃତ୍ୟୁ ମାମଲା । ପରିବାର ଲୋକଙ୍କ ଉପସ୍ଥିତିରେ ଭୁବନେଶ୍ଵର ଏମ୍ସରେ ମୃତ ଛାତ୍ରୀଙ୍କ ଶବ ବ୍ୟବଚ୍ଛେଦ ହେଉଥିବା ବେଳେ ଚାଞ୍ଚଲ୍ୟକର ବୟାନ ଦେଇଛନ୍ତି ମୃତ ଛାତ୍ରୀଙ୍କ ବାପା ।…

ଅତ୍ୟାବଶ୍ୟକୀୟ ସାମଗ୍ରୀର ଦରଦାମ ସମସ୍ତଙ୍କୁ ପ୍ରଭାବିତ କରୁଛି: ନବୀନ

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ଦ୍ବାରା ଆଜି ବିଧାନସଭାରେ ଉପସ୍ଥାପିତ ବଜେଟ୍‌କୁ ନେଇ ବିରୋଧୀ ଦଳ ପ୍ରତିକ୍ରିୟା ଦେଇଛି। ବିଜେଡି ସୁପ୍ରିମୋ ଏନେଇ କହିଛନ୍ତି ଡବଲ ଇଞ୍ଜିନ ସରକାର ବିପରୀତ ଦିଗରେ ଗତି କରୁଛି। ସେ କହିଛନ୍ତି, ରାଜ୍ୟର ବିଜେପି ସରକାର ଗତ…

ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ବଜେଟ୍ ଉପସ୍ଥାପନ, ୧୬ ଟି ନୂଆ ଯୋଜନାର ବ୍ୟବସ୍ଥା

ଭୁବନେଶ୍ୱର : ୨୦୩୬ ସୁଦ୍ଧା ବିକଶିତ ଓଡ଼ିଶାର ସ୍ବପ୍ନ ଦେଖୁଥିବା ମୋହନ ସରକାର ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଆଜି ବଜେଟ୍ ଉପସ୍ଥାପନ କରିଛନ୍ତି । ବଜେଟ୍ ବ୍ୟୟବରାଦ ଯେଭଳି ରାଜ୍ୟର ସାମଗ୍ରିକ ବିକାଶ ପାଇଁ ଏବଂ ସବୁ ବର୍ଗର ଲୋକଙ୍କ…

ବର୍ଦ୍ଧିତ ରକ୍ତ ପ୍ୟାକେଟ ଦର ପ୍ରତ୍ୟାହାର କରିବାକୁ ଦାବି କଲା ଓଡ଼ିଶା ରକ୍ତଦାତା ସଂଗଠନ ମହାସଂଘ

ଭୁବନେଶ୍ୱର: ଓଡ଼ିଶା ରକ୍ତଦାତା ମହାସଂଘ ଆଜି ଭାରତୀୟ ରେଡକ୍ରସ୍ ସୋସାଇଟି, ଓଡ଼ିଶାର ସଚିବଙ୍କୁ ଭେଟି ଏକ ସ୍ମାରକପତ୍ର ପ୍ରଦାନ କରିଛି ଏବଂ କେନ୍ଦ୍ରୀୟ ରେଡକ୍ରସ୍ ରକ୍ତ ବ୍ୟାଙ୍କ, କଟକ ଦ୍ୱାରା ରକ୍ତ ପ୍ୟାକେଟ ଦରରେ ସମ୍ପ୍ରତି ₹100 ବୃଦ୍ଧିକୁ ତୁରନ୍ତ ପ୍ରତ୍ୟାହାର…

୨୦୨୫-୨୬ ପାଇଁ ୨ ଲକ୍ଷ ୯୦ ହଜାର କୋଟି ଟଙ୍କାର ବଜେଟ୍

ଭୁବନେଶ୍ଵର: ମୋହନ ସରକାର ତାଙ୍କ ଦ୍ବିତୀୟ ବଜେଟ୍ ଆଜି ବିଧାନସଭାରେ ଉପସ୍ଥାପନ କରିଛନ୍ତି । ବିଧାନସଭାରେ ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ସୋମବାର ମୁଖ୍ୟମନ୍ତ୍ରୀ ୨ ଲକ୍ଷ ୯୦ ହଜାର କୋଟି ଟଙ୍କାର ବଜେଟ୍‌ ଉପସ୍ଥାପନ କରିଛନ୍ତି । ଆସନ୍ତୁ ଜାଣିବା…

ମହାକୁମ୍ଭରେ ପୁଣି ଅଘଟଣ, ସେକ୍ଟର ୮ରେ ଥିବା ଏକ ଶିବିରରେ ଅଗ୍ନିକାଣ୍ଡ

ଉତ୍ତରପ୍ରଦେଶ ପ୍ରୟାଗରାଜରେ ଚାଲିଛି ପବିତ୍ର ମହାକୁମ୍ଭ ମେଳା । ଏଠାକୁ ଦେଶ ବିଦେଶରେ କୋଟି କୋଟି ସଂଖ୍ୟାରେ ଶ୍ରଦ୍ଧାଳୁ ପହଞ୍ଚିଛନ୍ତି । ମହାକୁମ୍ଭରେ ପୁଣି ଲାଗିଲା ନିଆଁ । ମହାକୁମ୍ଭ ସେକ୍ଟର ୮ରେ ଏକ ଶିବିରରେ ଅଗ୍ନିକାଣ୍ଡ ହୋଇଛି । ଅଗ୍ନିକାଣ୍ଡ…

୧୨ ହସ୍ପିଟାଲରରେ ନାହିଁ ଆଇସିୟୁ ବ୍ୟବସ୍ଥା: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟର ୩୨ଟି ଜିଲ୍ଲା ମୁଖ୍ୟ ହସ୍ପିଟାଲରୁ ୧୨ଟିରେ ଆଇସିୟୁ ବ୍ୟବସ୍ଥା ନ ଥିବା ସ୍ବାସ୍ଥ୍ୟ ମନ୍ତ୍ରୀ କହିଛନ୍ତି । ଏପରିକି ରାଜ୍ୟର ଢେଙ୍କାନାଳ, ଝାରସୁଗୁଡ଼ା, ରାୟଗଡ଼ା ଏବଂ ରାଉରକେଲାରେ ଆଇସିୟୁ ନିମାଣାଧୀନ ରହିଛି । ଏପ୍ରିଲରୁ କୋରାପୁଟ ଜିଲ୍ଲା ମୁଖ୍ୟ…