ଭିଜିଲାନ୍ସ ଜାଲରେ କିରାଣି, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ
ସୁନ୍ଦରଗଡ଼ : ଭିଜିଲାନ୍ସ ଜାଲରେ ରାଜସ୍ୱ ବିଭାଗ କିରାଣୀ । ୨୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରିଲା ଭିଜିଲାନ୍ସ । ସୁନ୍ଦରଗଡ଼ ଜିଲ୍ଲା ଲେଫ୍ରିପଡ଼ା ତହସିଲ ଅଫିସ ଜୁନିୟର କିରାଣି ଗୋଲକ ନାୟକ ଏକ ଜମି ଚିହ୍ନଟ ଫାଇଲ…
