February 2025

ମଦ୍ରାସାରେ ପ୍ରାର୍ଥନା ସମୟରେ ବିସ୍ଫୋରଣ, ୫ ମୃତ

ପାକିସ୍ତାନର ଏକ ମଦ୍ରାସାରେ ଶୁକ୍ରବାର ପ୍ରାର୍ଥନା ସମୟରେ ବିସ୍ଫୋରଣ ଘଟିଛି। ଏଥିରେ ୫ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଖାଇବରପଖତୁନଖ୍ବା ପ୍ରଦେଶର ଅକ୍କୋରା ଖଟ୍ଟକ ଜିଲା ଅନ୍ତର୍ଗତ ଦାରୁଲ ଉଲୁମ ହକ୍କାନିଆ ମଦ୍ରାସାରେ ଏହି ବିସ୍ଫୋରଣ…

ଘରୁ ମହିଳା ଡାକ୍ତରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କଟକ: ଦରଘାବଜାର ଥାନା ଅଞ୍ଚଳରେ ଅଭାବନାୟୀ ଘଟଣା। ମହିଳା ଡାକ୍ତର ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ଝୁଲନ୍ତା ଅବସ୍ଥାରେ ଘରୁ ମୃତଦେହ ଉଦ୍ଧାର କଲା ପୋଲିସ। ତାଙ୍କ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି। ମହିଳା ଜାକ୍ତର ଜଣକ ହେଲେ ଅଳକା ରଥ।…

ଶେଷ ହେଲା ମହାକୁମ୍ଭ: ଶିବରାତ୍ରି ପାଇଁ ଦିନକରେ ବୁଡ଼ ପକାଇଲେ ୨ କୋଟି ଶ୍ରଦ୍ଧାଳୁ

ପ୍ରୟାଗରାଜ: ସରିଲା ମହାକୁମ୍ଭ । ଗଙ୍ଗା ନଦୀ କୂଳରେ ଶେଷ ହେଲା ଦୁନିଆର ସବୁଠୁ ବଡ ଆଧ୍ୟାତ୍ମିକ ମେଳା । ଯେଉଁଠି ଲାଗିଥିଲା ସାଧୁସନ୍ଥ ଓ ଭକ୍ତଙ୍କ ମିଳନ । ମହାଶିବରାତ୍ରିରେ ଶେଷ ହୋଇଛି ମହାକୁମ୍ଭ । ଅନ୍ତିମ ଅମୃତ ସ୍ନାନ…

ଜାଗର ଯାତ୍ରା ଦେଖି ଫେରିବା ବେଳେ ବ୍ରିଜ ତଳକୁ ଖସିଲା ବାଇକ୍‌; ୨ ମୃତ, ଜଣେ ଗୁରୁତ

କୋରାପୁଟ: ଜାଗର ଯାତ୍ରା ଦେଖି ଫେରିବା ବେଳେ ଅଘଟଣ। କୋରାପୁଟ ଅନ୍ଧାରୀଘାଟି ତଳକୁ ଖସିପଡିଲା ବାଇକ୍। ଏହି ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ, ଗତକାଲି ଶିବରାତ୍ରୀ ଥିବାବେଳେ ଦୁଇ ଜଣ ବ୍ୟକ୍ତି…

କିଟ୍‌ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣା; ଉଚ୍ଚସ୍ତରୀୟ କମିିଟି ସମ୍ମୁଖରେ ୬ କର୍ମଚାରୀ ହାଜର

ଭୁବନେଶ୍ୱର : କିଟ୍‌ ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣାରେ ଗୁରୁବାର ଉଚ୍ଚସ୍ତରୀୟ କମିିଟି ସମ୍ମୁଖରେ ୬ କର୍ମଚାରୀ ହଜାର ହୋଇଛନ୍ତି । ରାଜ୍ୟ ଅତିଥି ଭବନରେ ୬ ଜଣଙ୍କୁ ପର୍ଯ୍ୟାୟକ୍ରମେ ଜେରା କରାଯିବ । କିଟ୍‌ ଇଣ୍ଟରନାଲ କମିଟି ମୁଖ୍ୟ,…

ଲିଙ୍ଗରାଜ ମନ୍ଦିରରେ ସେବାୟତ ଖସିପଡିବା ଘଟଣା; ପ୍ରଶାସନକୁ ଦାୟୀ କଲେ ସେବାୟତଙ୍କ ପୁଅ

ଭୁବନେଶ୍ୱର : ମହାଶିବରାତ୍ରୀରେ ବାବା ଲିଙ୍ଗରାଜଙ୍କ ମନ୍ଦିରରେ ମହାଦୀପ ଉଠିବା ସମୟରେ ଘଟିଥିଲା ମହାଅଘଟଣ। ମହାଦୀପ ନେଇ ସେବାୟତ ମନ୍ଦିର ଉପରକୁ ଚଢିବା ବେଳେ ସେବାୟତ ଖସି ପଡିଥିଲେ। ସେବାୟତ ହେଉଛନ୍ତି ଯୋଗେନ୍ଦ୍ର ସମର୍ଥା। ଏହି ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ସେବାୟତ…

ମହିଳାଙ୍କୁ ଭୁଜାଲିରେ ହାଣି ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍‌

ବାସୁଦେବପୁର: ଭଦ୍ରକ ଜ଼ିଲ୍ଲା ବାସୁଦେବପୁର ନାୟକାଣିଡିହିରେ ବିଳମ୍ବିତ ରାତିରେ ଘରେ ପଶି ସଶସ୍ତ୍ର ଡକାୟତି ହୋଇଥିବାର ଖବର ମିଳିଛି। ମହିଳାଙ୍କୁ ଭୁଜାଲିରେ ହାଣି ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଗୁରୁତର ଅବସ୍ଥାରେ ମହିଳାଙ୍କୁ ବାସୁଦେବପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବାବେଳେ…

ଟ୍ରକ ଧକ୍କାରେ ଚାଲିଗଲା ଶିଶୁର ଜୀବନ, ଘଟଣାସ୍ଥଳରେ ଉତ୍ତେଜନା

ଆନନ୍ଦପୁର: ଟ୍ରକ ଧକ୍କାରେ ଚାଲିଗଲା ଶିଶୁର ଜୀବନ । କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଛେନାପଦି – ହଦଗଡ଼ ରାସ୍ତାର ସଙ୍କଟପାଲିଆ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି । ଛତୁଆ ବୋଝେଇ ମିନିଟ୍ରକ ଧକ୍କାରେ ଏକ ୫ବର୍ଷର ଶିଶୁର ମୃତ୍ୟୁ ଘଟିଛି…

ଜଙ୍ଗଲ ମଧ୍ୟରୁ ମିଳିଲା ଛାତ୍ରଙ୍କ ମୃତଦେହ, ହତ୍ୟା ଅଭିଯୋଗ ଆଣିଲେ ପରିବାର

ଗତ ୨୪ ତାରିଖ ରାତିର ଘଟଣା । ଅମିତ ନାମକ ଜଣେ ଛାତ୍ର ଘରେ ଖାଇ ପିଇ ସାରିବା ପରେ ଶୌଚ ହେବା ପାଇଁ ବାହାରକୁ ଯାଇଥିଲେ । କିନ୍ତୁ ବିଳମ୍ବିତ ରାତି ଯାଏଁ ଘରକୁ ଫେରିନଥିଲେ । ଆଉ ଏବେ…

ଅଖା ଭିତରୁ ମୃତଦେହ ଉଦ୍ଧାର, ପରିଚୟ ଅସ୍ପଷ୍ଟ

ରାଉରକେଲା: ଅଖା ଭିତରେ ମୃତଦେହ । ରାଉରକେଲାରେ ନଦୀରେ ଭାସୁଥିବା ଅଖା ଭିତରୁ ମୃତଦେହ ଉଦ୍ଧାର ହୋଇଛି । କୋଏଲା ନଦୀ ପାନପୋଷ ଗୋଶାଳା ନିକଟରୁ ମୃତଦେହ ଉଦ୍ଧାର ହୋଇଛି । ମୃତ ବ୍ୟକ୍ତିଙ୍କ ପରିଚୟ ଜଣାପଡ଼ିନାହିଁ । ପୋଲିସ ଘଟଣାସ୍ଥଳରେ…