February 2025

ଲିଙ୍ଗରାଜ ମନ୍ଦିରର ଆହତ ସେବାୟତଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଲିଙ୍ଗରାଜ ମନ୍ଦିରର ଆହତ ସେବାୟତଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମେଡିକାଲରେ ଭେଟିବା ସହ ଚିକିତ୍ସା ସଂପର୍କରେ ପଚାରି ବୁଝିଛନ୍ତି। ଗତକାଲି ମହାଦୀପ ଉଠିବା ବେଳେ ଅଘଟଣ ଘଟିଥିଲା । ମହାଦୀପ ନେଇ ମନ୍ଦିର ଉପରକୁ ଉଠିବା…

ମହାଦୀପ ଉଠିଲା ବେଳେ ଖସି ପଡ଼ିଲେ ମନ୍ଦିର ସେବାୟତ

ମହାଦୀପ ଉଠିଲା ବେଳେ ଘଟିଲା ବଡ଼ ଅଘଟଣ । ଖସି ପଡ଼ିଲେ ମନ୍ଦିର ସେବାୟତ । ହର ହର ମହାଦେବ ଶବ୍ଦରେ ଲିଙ୍ଗରାଜ ମନ୍ଦିର ପରିସର ପ୍ରକମ୍ପିତ ହେଉଥିବା ବେଳେ ଏମିତି ଅଘଟଣ ଘଟିଛି । ସମସ୍ତେ ମହାଦୀପ ଉଠିବାକୁ ଅନେଇ…

ଆଖଣ୍ଡଳମଣି ପୀଠରେ ଭୋର ୪ଟା ୩୫ରେ ସମୟରେ ଉଠିଲା ମହାଦୀପ

ଭଦ୍ରକ : ଆରଡିର ପ୍ରସିଦ୍ଧ ବାବା ଆଖଣ୍ଡଳମଣି ପୀଠରେ ଭୋର ୪ଟା ୩୫ ମିନିଟ ସମୟରେ ଉଠିଲା ମହାଦୀପ । ମହାଦୀପ ଉଠିବା ବେଳେ ଭକ୍ତଙ୍କ ହରିବୋଲ, ହୁଳହୁଳି, ଘଣ୍ଟଘଣ୍ଟା ଓ କୀର୍ତ୍ତନରେ ପ୍ରକମ୍ପିତ ହୋଇଥିଲା ପରିବେଶ । ମହାଦୀପ ଉଠିବା…

ବିଦ୍ୟୁତ ତାର ସଂସ୍ପର୍ଶ ଆସି ଗଲା ଦନ୍ତାର ଜୀବନ

ଆଠଗଡ଼: ପୁଣି ବିଦ୍ୟୁତ ତାର ସଂସ୍ପର୍ଷରେ ଆସି ଗଲା ଦନ୍ତା ଜୀବନ। କଟକ ଜିଲ୍ଲା ଆଠଗଡ଼ ବନଖଣ୍ଡରେ ଏକ ହାତୀର ମୃତ୍ୟୁ ହୋଇଛି। ଆଠଗଡ଼ ରେଞ୍ଜ କୁଲାଇଲୋ କ୍ରସର ପଡ଼ିଆରେ ହାତୀଟି ମରି ପଡିଥିବା ଦେଖିବାକୁ ମିଳିଛି। ବିଦ୍ୟୁତ୍ ସଂସ୍ପର୍ଶରେ ଆସି…

ଗ୍ରୀଷ୍ମ ପ୍ରବାହ: ୨୮ରୁ ବୃଦ୍ଧି ପାଇବ ରାତି ତାପମାତ୍ରା

ଭୁବନେଶ୍ୱର: ବର୍ଷର ୮ ମାସ ଗରମ ପ୍ରକୋପ ଯାଉନି। ଶୀତରେ ଛାଡ଼ୁନି ତାତି। ଆଗକୁ ସ୍ଥିତି ସାଂଘାତିକ ରୂପ ନେବ। ସବୁ ପ୍ରୟାସ ସତ୍ତେ୍ୱ ବିଶ୍ୱର ହାରାହାରି ତାପମାତ୍ରା ଦେଢ଼ ଡିଗ୍ରୀ ବଢ଼ି ସାରିଛି। ପଶ୍ଚିମାଝଡ଼ ପ୍ରଭାବରେ ସପ୍ତା‌ହେ ହେଲା ସାରା…

୨୪ ଲକ୍ଷ ଟଙ୍କା ଜାଲିଆତି କରି ଗିରଫ ହେଲେ ହୋଟେଲ ମ୍ୟାନେଜର

ଭୁବନେଶ୍ୱର: ହୋଟେଲର ବ୍ୟାଙ୍କ ଆକାଉଣ୍ଟରୁ ୨୪ ଲକ୍ଷ ଟଙ୍କାରୁ ଅଧିକ ଟଙ୍କା ହଡ଼ପ କରିବା ଅଭିଯୋଗରେ ଭୁବନେଶ୍ୱରର ଖାରବେଳନଗର ପୋଲିସ ଏକ ହୋଟେଲର ଡେପୁଟି ମ୍ୟାନେଜର ଆକାଉଣ୍ଟସଙ୍କୁ ଗିରଫ କରିଥିବା ଜଣାପଡ଼ିଛି। ଗିରଫ ହୋଇଥିବା ହୋଟେଲର ଡେପୁଟି ମ୍ୟାନେଜର ଆକାଉଣ୍ଟସ ପଶ୍ଚିମବଙ୍ଗର…

ସିବିଏସଇ ୧୦ମ ବୋର୍ଡ ପରୀକ୍ଷାରେ ଓଡ଼ିଆ ସହ ରହିବ ଅନ୍ୟ ଆଞ୍ଚଳିକ ଭାଷା

ନୂଆଦିଲ୍ଲୀ: ୨୦୨୫-୨୬ ମସିହାରେ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାରେ ଅନ୍ୟାନ୍ୟ ଭାଷା ସହିତ ଓଡ଼ିଆ ଭାଷା ରହିବ ବୋଲି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସଇ) ବୁଧବାର ଦିନ ସୂଚନା ଦେଇଛି। ବର୍ଷକୁ ଦୁଇଥର ସିବିଏସଇ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା…

ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ମନ୍ଦିରରେ ଉଠିଲା ମହାଦୀପ

ଭୁବନେଶ୍ୱର: ଏକାମ୍ର କ୍ଷେତ୍ର ଶ୍ରୀ ଲିଙ୍ଗରାଜଙ୍କ ପୀଠରେ ଉଠିଲା ମହାଦୀପ। ପ୍ରଭୁ ଲିଙ୍ଗରାଜଙ୍କ ନୀତି କାନ୍ତି ଶେଷ ପରେ ମହାଦୀପ ଉଠିଥିଲା। ଦୀପ ଉଠିବା ବେଳେ ଉପସ୍ଥିତ ଶ୍ରଦ୍ଧାଳୁ ଓ ସେବାୟତଙ୍କ ହର ହର ମହାଦେବ ଧ୍ୱନିରେ କମ୍ପି ଉଠିଥିଲା ମନ୍ଦିର…

ପାକିସ୍ତାନର ନୂଆ ଡ୍ରାମା, ଚାମ୍ପିଅନ୍ସ ଟ୍ରଫି ଡ୍ୟୁଟି କରିବାକୁ ମନା କରିବାରୁ ୧୦୦ ପୋଲିସକର୍ମୀ ବହିଷ୍କୃତ

ପାକିସ୍ତାନ ଦୀର୍ଘ ୨୭ ବର୍ଷ ପରେ ଆଇସିସି ଚାମ୍ପିଅନ୍ସ ଟ୍ରଫିର ଆୟୋଜନ କରୁଛି । କିନ୍ତୁ ଟୁର୍ଣ୍ଣାମେଣ୍ଟ ଆରମ୍ଭରୁ ବିବାଦରେ ରହିଛି । ଏବେ ପୁଣି ଚାମ୍ପିଅନ୍ସ ଟ୍ରଫି ସହିତ ଜଡିତ ନୂଆ ବିବାଦ ସାମ୍ନାକୁ ଆସିଛି । ପାକିସ୍ତାନର ପଞ୍ଜାବ…

ପ୍ରେମ ପ୍ରତାରଣା କରି ଗିରଫ ହେଲେ ବ୍ୟବସାୟୀ ଆକାଶ ଅଗ୍ରୱାଲ

ବରଗଡ: ବରଗଡର ଜଣେ ଜଣଶୁଣା ବ୍ୟବସାୟୀ ଆକାଶ ଅଗ୍ରୱାଲଙ୍କ ପ୍ରେମ କାହାଣୀ ଚର୍ଚ୍ଚାରେ ରହିଛି । ନିଜେ ବିବାହିତ ହୋଇଥିଲେ ବି ଅନ୍ୟ ଜଣେ ମହିଳାଙ୍କ ସହ ଦୀର୍ଘ ବର୍ଷ ହେଲା ପ୍ରେମ ସଂପର୍କ ରଖିଥିଲେ । ଶେଷରେ ବିବାହର ପ୍ରତିଶ୍ରୁତି…