February 2025

ହିନ୍ଦୀ ବିବାଦ: ‘ଭାଷା’ ଯୁଦ୍ଧରୁ ପଛକୁ ହଟିଲେ ଷ୍ଟାଲିନ

ଚେନ୍ନାଇ: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏବଂ ଶାସକ ଦ୍ରାବିଡ ମୁନେତ୍ର କାଝଗମ (ଡିଏମକେ) ସଭାପତି ଏମ୍.କେ. ଷ୍ଟାଲିନ୍ ବୁଧବାର କହିଛନ୍ତି ଯେ, ଯଦି ତାମିଲନାଡୁ ଏବଂ ତାମିଲମାନଙ୍କ ସ୍ୱାଭିମାନ ସହିତ ଖେଳ ନ ଖେଳି ହିନ୍ଦୀ ଭାଷାକୁ ବଳପୂର୍ବକ ସେମାନଙ୍କ ଉପରେ ଲଦି…

ଅସଦାଚରଣ ଓ ନିଜ ପଦବୀର ଅପବ୍ୟବହାର ଯୋଗୁଁ ନିଲମ୍ୱିତ ହେଲେ ଇନ୍ସପେକ୍ଟର

ଜଗତସିଂହପୁର: କୁଜଙ୍ଗ ଥାନାର ପୂର୍ବତନ ଆଇଆଇସି ତପନ କୁମାର ନାହାକ ସସପେଣ୍ଡ । ତାଙ୍କୁ ନିଲମ୍ବନ କରିଛନ୍ତି ପୋଲିସ ଡିଜି ୱାଇ ବି ଖୁରାନିଆ । ଅସଦାଚରଣ ଓ ନିଜ ପଦବୀର ଅପବ୍ୟବହାର ନେଇ ତାଙ୍କୁ ନିଲମ୍ବନ କରାଯାଇଛି । ଏଥିସହା…

ଖୁବ୍‌ଶୀଘ୍ର ଭୁବନେଶ୍ୱର ସହ ୧୩ଟି ବିମାନବନ୍ଦରର ହେବ ଘରୋଇକରଣ

ନୂଆଦିଲ୍ଲୀ/ଭୁବନେଶ୍ୱର: ଭୁବନେଶ୍ୱର ସମେତ ଖୁବ୍‌ଶୀଘ୍ର ଦେଶର ୧୩ ବିମାନବନ୍ଦରର ହେବ ଘରୋଇକରଣ। ଏଥିପାଇଁ ଜୋର୍‌ଦାର ପ୍ରସ୍ତୁତି ଚାଲିଥିବା ଏକ ରିପୋର୍ଟରୁ ଜଣାପଡ଼ିଛି। ଆସେଟ୍‌ ମୁଦ୍ରୀକରଣ ମାଧ୍ୟମରେ ରାଜସ୍ୱ ବଢାଇବା ହେଉଛି ସରକାରଙ୍କ ଲକ୍ଷ୍ୟ। ଏହି କ୍ରମରେ ୧୩ ବିମାନବନ୍ଦରର ଘରୋଇକରଣ ପ୍ରକ୍ରିୟାକୁ…

ଋଷିଆ-ୟୁକ୍ରେନ୍ ଯୁଦ୍ଧ: ଟ୍ରମ୍ପଙ୍କ ହସ୍ତକ୍ଷେପ, ୩ ବର୍ଷ ପରେ ଯୁଦ୍ଧ ନେଉଛି ନୂଆ ମୋଡ଼

ମସ୍କୋ: ଦୀର୍ଘ ୩ ବର୍ଷ ହେବ ଚାଲିଆସିଥିବା ଯୁଦ୍ଧ ନୂଆ ମୋଡ ନେବାରେ ଲାଗିଛି । ଡୋନାଲ୍ଡ ଟ୍ରମ୍ପ ଆମେରିକା ରାଷ୍ଟ୍ରପତି ଭାବେ ନିର୍ବାଚିତ ହେବା ପରେ ଯୁଦ୍ଧ ବନ୍ଦ ହେବା ନେଇ ଆଶଂକା ଯେତିକି ବଢିଛି, ସ୍ଥିତି ସେତେକି ଜଟିଳ…

ବାବା ଆଖଣ୍ଡଳମଣୀଙ୍କ ପୀଠ ପାଇଁ ୧୦ କୋଟି, ଘୋଷଣା କଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଭଦ୍ରକ : ଆରଡ଼ି ପୀଠକୁ ୧୦ କୋଟି ଟଙ୍କାର ଅନୁଦାନ । ଏ ନେଇ ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ମନ୍ଦିରର ଉନ୍ନତିମୂଳକ କାର୍ଯ୍ୟ ପାଇଁ ଅର୍ଥ ରାଶି ଘୋଷଣା କଲେ ଉପ ମୁଖ୍ୟମନ୍ତ୍ରୀ । ପରିକ୍ରମା…

ମହାଶିବରାତ୍ରି ପାଇଁ ଶ୍ରୀଲିଙ୍ଗରାଜଙ୍କ ପୀଠରେ ପ୍ରବଳ ଭିଡ଼, ୨ ମହିଳା ଭକ୍ତ ଆହତ

ଭୁବନେଶ୍ୱର: ଆଜି ମହାଶିବରାତ୍ରି ପାଇଁ ଚଳଚଞ୍ଚଳ ଶୈବପୀଠ । ଓମ୍ ନମଃ ଶିବାୟ ମନ୍ତ୍ରରେ ଗୁଞ୍ଜରିତ ହେଉଛି ରାଜ୍ୟର ବିଭିନ୍ନ ଶିବାଳୟ । ସବୁଠି ଶୁଭୁଛି ଶିବ ପଞ୍ଚାକ୍ଷରୀ । ଏହି ଅବସରରେ ଶ୍ରୀଲିଙ୍ଗରାଜଙ୍କ ପୀଠରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଦେଖିବାକୁ…

ମହାଶିବରାତ୍ରୀ ପାଇଁ ଚଳଚଞ୍ଚଳ ଆଖଣ୍ଡଳମଣୀ ପୀଠ, ଭୋର ୪ ଟା ୩୦ରେ ମନ୍ଦିର ଚୁଡାକୁ ଉଠିବ ମହାଦୀପ

ଭଦ୍ରକ : ମହାଶିବରାତ୍ରୀ ପାଇଁ ଚଳଚଞ୍ଚଳ ଭଦ୍ରକ ଜିଲ୍ଲାର ପ୍ରସିଦ୍ଧ ଶୈବପୀଠ ଆରଡି ଆଖଣ୍ଡଳମଣୀ ପୀଠ । ଭୋର ୪ଟାରେ ମନ୍ଦିର ପହୁଡ଼ ଖୋଲାଯିବା ପରେ ଆରମ୍ଭ ହୋଇଛି ନୀତିକାନ୍ତି । ପ୍ରଥମ ମଙ୍ଗଳ ଆଳତି ପରେ କନିକା ରାଜାଙ୍କ ଦ୍ଵାରା…

ସିଏଜି ରିପୋର୍ଟଠାରୁ ସିବିଆଇ ଓ ଇଡି ଅଧିକ ତଥ୍ୟ ଦେଇଥିଲେ: ସନ୍ଦୀପ ଦୀକ୍ଷିତ

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭାରେ ଗତକାଲି ସିଏଜି ରିପୋର୍ଟ ଉପସ୍ଥାନ କରାଯାଇଥିଲା | ଅବକାରୀ ନୀତି ଉପରେ ଉପସ୍ଥାପନ ହୋଇଥିବା ସିଏଜି ରିପୋର୍ଟରୁ ଜଣାପଡ଼ିଥିଲା ଯେ ପୂର୍ବତନ ଆପ୍‌ ସରକାରଙ୍କ ଅବକାରୀ ନୀତି ଯୋଗୁଁ ୨୦୦୨ କୋଟି ଟଙ୍କାର ରାଜସ୍ବ ‌କ୍ଷତି ହୋଇଛି।…

ହୋଷ୍ଟେଲ ଛାତ୍ରୀ ମାଆ ହେବା ଘଟଣା: ପ୍ରଧାନ ଶିକ୍ଷକ ନିଲମ୍ୱିତ

ମାଲକାନଗିରି: ଚିତ୍ରକୋଣ୍ଡା ବ୍ଲକ ଅନୁସୂଚିତ ଜାତି ଓ ଜନଜାତି ଆବାସିକ ବିଦ୍ୟାଳୟରେ ଜଣେ ୧୦ମ ଶ୍ରେଣୀ ଛାତ୍ରୀ ମାଆ ହେବା ଘଟଣାରେ ମଙ୍ଗଳବାର ମାଟ୍ରନ ସୁଚିତ୍ରା ଚର୍ଚ୍ଚି ବହିଷ୍କୃତ ହୋଇଥିବା ବେଳେ ଏଏନ୍‌ଏମ୍‌ କବିତା କୁମାରୀ ପାତ୍ର ନିଲମ୍ବିତ ହୋଇଛନ୍ତି। ଜିଲ୍ଲା…

ଜାଗର ପାଇଁ ସଜେଇ ହୋଇଛି ବାବା ଲୋକନାଥଙ୍କ ପୀଠ, ଭୋର ୩ଟାରେ ଉଠିବ ମହାଦୀପ

ମହା ଶିବରାତ୍ରି ଅବସରରେ ଚଳଚଞ୍ଚଳ ପୁରୀର ବାବା ଲୋକନାଥଙ୍କ ପୀଠ । ବାବା ଲୋକନାଥଙ୍କୁ ଦର୍ଶନ ଓ ଜଳାଭିଷେକ କରିବା ଲାଗି ବିଭିନ୍ନ ସ୍ଥାନରୁ ଭକ୍ତଙ୍କ ଭିଡ଼ ଜମିଛି । ରାତ୍ର ୧୨ଟା ୩୦ରୁ ପହୁଡ଼ ଓ ଦ୍ବାରଖୋଲା, ରାତ୍ର ୧…