ରାଜ୍ୟରେ ଧୀରେ ଧୀରେ ବଢ଼ୁଛି ତାତି, କୁହୁଡି ପାଇଁ ୧୬ ଜିଲ୍ଲାକୁ ୨୪ ଘଣ୍ଟା ୟେଲୋ ଆଲର୍ଟ
ରାଜ୍ୟରେ ଧୀରେ ଧୀରେ ତାତି ବଢ଼ୁଥିବାରୁ ଟାଇ ଟାଇ ଖରା ସହ ଅସ୍ୱାଭାବିକ ଗରମ ଦେଖିବାକୁ ମିଳିଛି ।ସ୍ବାଭାବିକ ଠାରୁ ୩ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହୋଇଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।ଫଳରେ ରାଜ୍ୟରେ…