ଅନାଉ ଅନାଉ ସରିଗଲା ୪ ହଜାର ଟିକେଟ୍, ୫ ଓ ୬ରେ ଅଫଲାଇନ ବିକ୍ରି

କଟକ: ଆସନ୍ତା ୯ ତାରିଖରେ ବାରବାଟୀ ରେ ହେବାକୁ ଥିବା ଭାରତ-ଇଂଲଣ୍ଡ ଏକ ଦିବସୀୟ ମ୍ୟାଚ ପାଇଁ ଅନଲାଇନରେ ବିକ୍ରି ହୋଇଛି ଚାରି ହଜାର ଟିକେଟ। ହେଲେ ଅନଲାଇନରେ ସର୍ଭର୍ ଡାଉନ୍ ରହିବାରୁ କିଛି ଲୋକ ଟିକେଟ କିଣିବାରୁ ବଞ୍ଚିତ ହୋଇଛନ୍ତି। କେବଳ…

ଠକ ହଂସିତା ଓ ଅନିଲକୁ ଜେରା କରିବ ଆୟକର ବିଭାଗ

ଭୁବନେଶ୍ବର : ରାଜଧାନୀରୁ ଗିରଫ ହାଇପ୍ରୋଫାଇଲ ଠକ ହଂସିତା ଅଭିଲିପ୍ସା ଓ ଅନିଲକୁ ଜେରା କରିବ ଆୟକର ବିଭାଗ । ସୋମବାର ଝାରପଡ଼ା ଜେଲ୍‌ରେ ଉଭୟଙ୍କୁ ଜେରା କରିବ ଆୟକର  ବିଭାଗ । ଏନେଇ ତଦନ୍ତକାରୀ ଟିମ୍‌କୁ  ୬ଘଣ୍ଟା ପଚରାଉଚରା ପାଇଁ ମିଳିଲା ଅନୁମତି । ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଆୟକର…

ଭୁବନେଶ୍ବରରେ ତାପମାତ୍ରା ୩୪ ଡିଗ୍ରୀ ଟପିଲା

ଭୁବନେଶ୍ୱର : ମାଘରେ ୩୪ ଟପିଲା ଭୁବନେଶ୍ୱର ତାପମାତ୍ରା  । ଦିନ ୨ଟା ସୁଦ୍ଧା ଭୁବନେଶ୍ୱର ପାରଦ ୩୪.୪ ଡିଗ୍ରୀ ରେକର୍ଡ କରାଯାଇଛି  । ପେବୃୟାରୀ ଆରମ୍ଭରୁ ତାତି ଅସମ୍ଭାଳ  ।  ଆଗକୁ କଣ ହେବ ଏଇଥିରୁ ଆଶଙ୍କା କରାଯାଇପାରେ  ।  ଏଥର…

ପ୍ରଧାନମନ୍ତ୍ରୀ କହୁଛନ୍ତି ପୂର୍ବୋଦୟ ହେବ, ହେଲେ ଓଡ଼ିଶାକୁ ଅସ୍ତ କରାଯାଉଛି : ପ୍ରସନ୍ନ ଆଚାର୍ଯ୍ୟ

ଭୁବନେଶ୍ବର : ଚଳିତ ବଜେଟ୍‌ରେ ଓଡ଼ିଶା ପ୍ରତି ଅନ୍ୟାୟ ହୋଇଛି । ଏଭଳି ପ୍ରତିକ୍ରିୟା ରଖିଛନ୍ତି ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ । ସେ କହିଛନ୍ତି, ପ୍ରଧାନମନ୍ତ୍ରୀ କହୁଛନ୍ତି ପୂର୍ବୋଦୟ ହେବ ଓଡ଼ିଶା । ହେଲେ ଓଡ଼ିଶାକୁ ଅସ୍ତ କରାଯାଉଛି ।…

ବର୍ଣ୍ଣବୋଧର ନୂଆ ଶୋଭନ ସଂସ୍କରଣକୁ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଭକ୍ତକବି ମଧୁସୂଦନ ରାଓଙ୍କ ଜୟନ୍ତୀ ଅବସରରେ ତାଙ୍କ ରଚିତ ‘ବର୍ଣ୍ଣବୋଧ’ର ପୁନଃମୁଦ୍ରିତ ସଂସ୍କରଣ ଓ ଏହାର ଡ଼ିଜିଟାଲ କପି ଉନ୍ମୋଚିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଅପରାହ୍‌ଣରେ ଏହାକୁ ଉନ୍ମୋଚନ କରିଛନ୍ତି। ଆଜି ପବିତ୍ର ଶ୍ରୀପଞ୍ଚମୀ ଓ…

ମାଘ ସପ୍ତମୀ ପାଇଁ ପୁରୀରେ ଟ୍ରାଫିକ କଟକଣା

ପୁରୀ : ମାଘ ସପ୍ତମୀ ବୁଡ଼ ପାଇଁ ଚନ୍ଦ୍ରଭାଗାରେ ହେବ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ । ଏନେଇ ପୁରୀ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି  । ମୁତୟନ ହେବେ ୩୩ ପ୍ଲାଟୁନ ପୋଲିସ ଫୋର୍ସ । ୬ ଜଣ…

ଦିଲ୍ଲୀରେ ଉଚ୍ଛେଦ ହେବନି ବସ୍ତି, ଆପ୍ ମିଛ କହୁଛି: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଦିଲ୍ଲୀରେ ବିଧାନସଭା ନିର୍ବାଚନରେ ଥିବାରୁ ବସ୍ତିବାସିନ୍ଦାଙ୍କୁ ଖୁସି କରିବାକୁ ବଡ଼ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଦିଲ୍ଲୀରେ ବସ୍ତି ଉଚ୍ଛେଦ ହେବ ନାହିଁ ବୋଲି ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି। ରବିବାର ଦିଲ୍ଲୀରେ ନିର୍ବାଚନ ପ୍ରଚାର କରି ମୋଦୀ କହିଛନ୍ତି ଯେ…

ମହୁ ମାଛି ଆକ୍ରମଣରେ ୨୦ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଆହତ

କଳାହାଣ୍ଡି: ମହୁ ମାଛି ଆକ୍ରମଣରେ ୨୦ ଉର୍ଦ୍ଧ୍ବ ଛାତ୍ର ଛାତ୍ରୀ ଆହତ ହୋଇ ଥିବା ଜଣାପଡିଛି । ଏଭଳି ଖବର ଆସିଛି କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସହର ଉପକଣ୍ଠ ଦୁଆରଶୁଣି ଗ୍ରାମରୁ । ଏକ ଘରୋଇ ସ୍କୁଲରେ ହଠାତ୍ ଛାତ୍ର ଛାତ୍ରୀ…

ଅଣ୍ଡର-୧୯ ମହିଳା ଟି-ଟ୍ବେଣ୍ଟି ବିଶ୍ବକପ୍‌ ଟ୍ରଫି ଜିତିଲା ଭାରତ

କୁଆଲାଲମ୍ପୁର: ସାତ ମାସ ମଧ୍ୟରେ ଭାରତ ଦ୍ୱିତୀୟ ବିଶ୍ୱକପ ଜିତିଛି। ଭାରତୀୟ ଅଣ୍ଡର -୧୯ ମହିଳା ଦଳ କ୍ରମାଗତ ଦ୍ୱିତୀୟ ଥର ପାଇଁ ଚାମ୍ପିଅନ ହୋଇ ଫାଇନାଲରେ ପ୍ରବେଶ କରି ଦକ୍ଷିଣ ଆଫ୍ରିକାକୁ ୯ ୱିକେଟରେ ପରାସ୍ତ କରି ଇତିହାସ ରଚିଛନ୍ତି।…

ଖେଳିବା ବେଳେ ଫୁଟିଗଲା ମୋବାଇଲ ବ୍ୟାଟେରୀ, ଦୁଇ ଶିଶୁ ଗୁରୁତର

ପାଟଣାଗଡ଼ : ଖେଳିବା ବେଳେ ଫୁଟିଗଲା ମୋବାଇଲ ବ୍ୟାଟେରୀ । ବିସ୍ଫୋରଣରେ ଦୁଇ ଶିଶୁ ଗୁରୁତର । ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ଥାନା ପାଢ଼େଲ ଗାଁରେ ଘଟିଛି ଏହି ଅଘଟଣ  । ଦୁଇ ଶିଶୁ ମୋବାଇଲ ବ୍ୟାଟେରୀ ଧରି ଖେଳୁଥବା ବେଳେ ବିସ୍ପୋରଣ…