ସାଧୁସନ୍ଥଙ୍କ ସମାଗମରେ ଚଳଚଞ୍ଚଳ ଖଣ୍ଡଗିରି

ଭୁବନେଶ୍ୱର : ଆସନ୍ତା ୪ ତାରିଖରୁ ଆରମ୍ଭ ହେବ ପ୍ରସିଦ୍ଧ ଖଣ୍ଡଗିରି କୁମ୍ଭମେଳା। ଏଥିସହ ୫ରୁ ସ୍ଥାନୀୟ ପାନ୍ଥିକାଠାରେ ଐତିହ୍ୟ, ସଂସ୍କୃତିର ଗାଥା ପ୍ରଦର୍ଶନ ସହ ମନୋରଞ୍ଜନ କରିବ ଐରଖାରବେଳ ମହୋତ୍ସବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଥିବାବେଳେ…

ପୋଷଣ ୨.୦ କାର୍ଯ୍ୟକ୍ରମ: ଉପକୃତ ହେବେ ଓଡ଼ିଶାର ୩୬ଲକ୍ଷରୁ ଅଧିକ ଶିଶୁ, ମହିଳା

ଭୁବନେଶ୍ୱର,୩।୨: ଚଳିତବର୍ଷ କେନ୍ଦ୍ର ବଜେଟ୍‌ରୁ ଓଡ଼ିଶା ଲାଭବାନ ହେବ ବୋଲି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଖବରଦାତା ସମ୍ମିଳନୀରେ କହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାର ଅଗ୍ରଗତି ଓ ଅଭିବୃଦ୍ଧି ପାଇଁ ଯେଉଁ ଦୂରଦୃଷ୍ଟି ରଖିଛନ୍ତି ତାହା ଏହି ବଜେଟ୍‌ ମାଧ୍ୟମରେ…

ଓଡ଼ିଶା ଗସ୍ତରେ ଆସିବେ ଷୋଡ଼ଶ ଅର୍ଥ କମିସନ

ଭୁବନେଶ୍ବର: ଫେବ୍ରୁଆରୀ ୪ ରୁ ୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସିବେ ଷୋଡ଼ଶ ଅର୍ଥ କମିସନ । ଗସ୍ତ ସମୟରେ କମିସନଙ୍କ ଆଗରେ ରାଜ୍ୟ ସରକାର ଆଗାମୀ ୫ବର୍ଷ ଲାଗି କ’ଣ ଦାବି ରଖୁଛନ୍ତି ତାକୁ ନେଇ ଚର୍ଚ୍ଚା, ଆଲୋଚନା…

ରେଳବଜେଟରେ ଓଡ଼ିଶା ପାଇଁ ୧୦,୫୯୯ କୋଟିର ବ୍ୟୟବରାଦ: ଅଶ୍ବିନୀ ବୈଷ୍ଣବ

ନୂଆଦିଲ୍ଲୀ: ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଦିଲ୍ଲୀରେ ସାମ୍ବାଦିକ ସମ୍ମିଳନୀରେ ସୂଚନା ପ୍ରଦାନ କରିଛନ୍ତି ଯେ, ଓଡ଼ିଶା ପାଇଁ ରେଳ ବଜେଟରେ ୧୦, ୫୯୯ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି। ଗତ ୧୦ ବର୍ଷ ଭିତରେ ଓଡିଶାରେ ୨ହଜାର୪୬ କିଲୋମିଟର ରେଲୱେ ଟ୍ରାକ୍…

ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟ ବିରୋଧରେ ‘ଠେଙ୍ଗା ଅଭିଯାନ’ ଆରମ୍ଭ କଲେ ବାବୁ ସିଂ

ଭୁବନେଶ୍ୱର: ଏକାମ୍ର ବିଧାୟକ ବାବୁ ସିଂ ଭୁବନେଶ୍ୱରର ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ବିରୋଧରେ ଏକ 'ଠେଙ୍ଗା ଅଭିଯାନ' ଆରମ୍ଭ କରିଛନ୍ତି। ଏହି ଅଭିଯାନ ଅନ୍ତର୍ଗତ ସେ ମହିଳାଙ୍କର ସ୍ୱତନ୍ତ୍ର ଦଳ ଗଠନ କରିଛନ୍ତି। ଯାହାକୁ ସେ 'ଠେଙ୍ଗା ବାହିନୀ'…

ମଦ ଦୁର୍ନୀତିରେ ବଡ଼େ ମିଆଁ ଏବଂ ଛୋଟେ ମିଆଁ ଉଭୟ ଜେଲ୍ ଗଲେ: ଶାହା

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର କରିବା ପାଇଁ ସୋମବାର କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ବିଜୱାସନ ବିଧାନସଭା କ୍ଷେତ୍ରରେ ପହଞ୍ଚିଥିଲେ | ଏହି ସମୟରେ ସେ ଦିଲ୍ଲୀର ଆମ ଆଦମୀ ପାର୍ଟି ସରକାର ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ…

ପ୍ରଥମ ଥର ପାଇଁ ଡଲାର ତୁଳନାରେ ୮୭କୁ ଖସିଲା ଟଙ୍କା

ନୂଆଦିଲ୍ଲୀ : ଆମେରିକୀୟ ଡଲାର ତୁଳନାରେ ଭାରତୀୟ ମୁଦ୍ରା ଅର୍ଥାତ୍ ଟଙ୍କାର ସ୍ଥିତିରେ କ୍ରମାଗତ ଭାବେ ଅବନତି ହେବାରେ ଲାଗିଛି। ଆନ୍ତଃବ୍ୟାଙ୍କ ବୈଦେଶିକ ମୁଦ୍ରା ବଜାରରେ ସୋମବାର ଡଲାର ପିଛା ଟଙ୍କା ୫୫ ପଇସା ହ୍ରାସ ପାଇ ୮୭.୧୭ (ଅସ୍ଥାୟୀ) ରେ…

ସ୍ୱାମୀର କିଡନୀ ବିକ୍ରି ଟଙ୍କାରେ ପ୍ରେମିକ ସହ ପଳାଇଲା ପତ୍ନୀ

କୋଲକାତା: ଯେକୌଣସି ବ୍ୟକ୍ତି ନିଜ ପରିବାର ପାଇଁ ଦିନରାତି କଠିନ ପରିଶ୍ରମ କରେ। ଯଦି ଏହି କଠିନ ପରିଶ୍ରମ ପରିବାର ପ୍ରତିପୋଷଣ ପାଇଁ ଯଥେଷ୍ଟ ନୁହେଁ, ତେବେ ଅନେକ ସମୟରେ ଲୋକମାନେ ଏପରି ପଦକ୍ଷେପ ନିଅନ୍ତି ଯାହା ବିଷୟରେ ଜାଣି ସମସ୍ତେ…

ବିଜୟର ଭବିଷ୍ୟବାଣୀ କରି ଏମିତି କହିଲେ ପ୍ରବେଶ ବର୍ମା

ନୂଆଦିଲ୍ଲୀ,୩।୨: ଦିଲ୍ଲୀରେ ଭାଜପାର ବିଜୟ ପରେ, ତାଲକାଟୋରା ଷ୍ଟାଡିୟମର ନାମ ପରିବର୍ତ୍ତନ କରାଯିବ। ନୂଆଦିଲ୍ଲୀ ଆସନରୁ ଭାଜପା ପ୍ରାର୍ଥୀ ପ୍ରବେଶ ବର୍ମା ଏହା ଘୋଷଣା କରିଛନ୍ତି। ସେ ଦାବି କରିଛନ୍ତି ଯେ ଫେବୃଆରୀ ୮ ତାରିଖରେ ଦିଲ୍ଲୀରେ ଭାରତୀୟ ଜନତା ପାର୍ଟିର…

ମୋତେ ଜୀବନରୁ ମାରିଦେବାକୁ ଚାହୁଁଛନ୍ତି, ସାଂଘାତିକ ଅଭିଯୋଗ ଆଣିଲେ ଶଙ୍କରାଚାର୍ଯ୍ୟ

ଲକ୍ଷ୍ନୌ,୩।୨: ଶଙ୍କରାଚାର୍ଯ୍ୟ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ସାଂଘାତିକ ଅଭିଯୋଗ ଆଣିଛନ୍ତି। ତାଙ୍କୁ ହତ୍ୟା ଧମକ ଦିଆଯାଉଥିବା ସେ ଅଭିଯୋଗ ଆଣିଛନ୍ତି। ମୌନୀ ଅମାବାସ୍ୟାର ଅମୃତ ସ୍ନାନ ସମୟରେ ଦଳାଚକଟା ସମ୍ପର୍କରେ ଶଙ୍କରାଚାର୍ଯ୍ୟ କୁମ୍ଭ ବ୍ୟବସ୍ଥାରେ ଉତ୍ତର ପ୍ରଦେଶ ସରକାରଙ୍କ ଅବହେଳାର ଅଭିଯୋଗ ଆଣି…