ଦିଲ୍ଲୀ ନିର୍ବାଚନର ପ୍ରଭାବ ଆମ ଉପରେ ପଡ଼ିବ ନାହିଁ : ମମତା

ନୂଆଦିଲ୍ଲୀ: ଦିଲ୍ଲୀ ନିର୍ବାଚନର ପ୍ରଭାବ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପରେ ପଡ଼ିଛି । ସ୍ଥିତି ଏପରି ହୋଇଛି ଯେ ସେ ତରବରିଆଭାବେ ନିଜ ଦଳର ବିଧାୟକ ବୈଠକ ଡାକି ସମୀକ୍ଷା କରିଛନ୍ତି । ତେବେ ସେ କହିଛନ୍ତି ଯେ ଦିଲ୍ଲୀ…

ବିବାହ କରିବାକୁ ପୁଅର ଜିଦ୍, ବିରୋଧ କରିବାରୁ ବାପାର ନେଇଗଲା ଜୀବନ

ବଡ଼ବିଲ :  କେନ୍ଦୁଝର ଜିଲ୍ଲା ଯୋଡ଼ା ଥାନା ବାଂଶପାଣି ଅଞ୍ଚଳରେ ହତ୍ୟାକାଣ୍ଡ । ପୁଅର କାଠ ଫାଳିଆ ମାଡ଼ରେ ବାପାର ମୃତ୍ୟୁ ହୋଇଯାଇଛି । ମୃତକ ଯୋଡ଼ା ଥାନା ବାଂଶପାଣି ଅଞ୍ଚଳର ଅଜୟ ସେଠୀ ବୋଲି ଜଣାପଡିଛି । ହତ୍ୟାକାଣ୍ଡ ସଂପର୍କରେ…

ଦିଲ୍ଲୀ ହାରିବା ପରେ ଏବେ ଆପକୁ ଘାରିଛି ପଞ୍ଜାବ ଚିନ୍ତା

ନୂଆଦିଲ୍ଲୀ: କେଜ୍ରିଓ୍ବାଲଙ୍କ ହାତରୁ ଖସିଯାଇଛି ଦିଲ୍ଲୀ ଶାସନ । ଯାହା କେବେ କେଜ୍ରିଓ୍ବାଲ କଳ୍ପନା ବି କରିନଥିଲେ, ଦିଲ୍ଲୀବାସୀ ତାହା କରିକି ଦେଖାଇଛନ୍ତି । ଚତୁର୍ଥ ଥର ପାଇଁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ହେବା କେଜ୍ରିଓ୍ବାଲଙ୍କ ସ୍ବପ୍ନକୁ ଭାଙ୍ଗି ଦେଇଛନ୍ତି । ଆଉ…

ଆସିଲା ଦଶମ ଆଡମିଟ୍‌ କାର୍ଡ

କଟକ: ଆସନ୍ତ ୨୧ ତାରିଖରୁ ରାଜ୍ୟରେ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ଏଥିପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ଆଡମଟି କାର୍ଡ ଜାରି କରାଯାଇଛି। ଛାତ୍ରଛାତ୍ରୀମାନେ www.bseodisha.ac.in ୱେବସାଇଟକୁ ଯାଇ ନିଜର ଆଡମିଟ କାର୍ଡ ଡାଉନଲୋଡ କରିପାରିବେ। ମାଟ୍ରିକ ସମେତ ଏସଓଏସସି ଏବଂ…

ପଞ୍ଜାବରେ ଭାଙ୍ଗିବ ଆପ୍ ସରକାର: କଂଗ୍ରେସ ନେତା

ରାଜଧାନୀ ନୂଆଦିଲ୍ଲୀରେ ଆମ ଆଦମୀ ପାର୍ଟି(ଆପ୍‌) ସରକାରର ପତନ ଘଟିଛି। ଏହା ପରେ ପଞ୍ଜାବ ରାଜନୀତିରେ ହଟଚମଟ ସୃଷ୍ଟି ହୋଇଛି। ବିଜେପି ସହିତ କଂଗ୍ରେସ ବି ଭଗୱନ୍ତ ମନଙ୍କ ସରକାରକୁ ଟାର୍ଗେଟ କରିବାରେ ଲାଗି ପଡ଼ିଛି। କଂଗ୍ରେସର ବରିଷ୍ଠ ନେତା ପ୍ରତାପ…

ବାରବାଟୀରେ ଲାଇଟ କଟିବା-ଟିକେଟ କଳାବଜାରୀ ପ୍ରସଙ୍ଗ: ସରକାରଙ୍କୁ ଦାୟୀ କଲେ ତାରା ବାହିନୀପତି

ଭୁବନେଶ୍ବର: ବାରବାଟୀରେ ଭାରତ ଏବଂ ଇଂଲଣ୍ଡ ମ୍ୟାଚ୍ ସମୟରେ ଲାଇଟ କଟିବା ପ୍ରସଙ୍ଗରେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ସରକାର ଏଥିପାଇଁ ଦାୟୀ। ମୁଁ ଏହାକୁ ନିନ୍ଦା କରୁଛି। ଓଡ଼ିଶାର କଥା ବାହାରେ…

ଫ୍ରାନ୍ସ ଓ ଆମେରିକା ଗସ୍ତ ପୂର୍ବରୁ ଏପରି କହିଲେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ଫ୍ରାନ୍ସ ଗସ୍ତରେ ଯାଇଛନ୍ତି। ଏହାପରେ ଫ୍ରାନ୍ସରୁ ସେ ଆମେରିକା ଗସ୍ତରେ ଯିବେ। ଫ୍ରାନ୍ସ ଓ ଆମେରିକା ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ପ୍ରସ୍ଥାନକାଳୀନ ମନ୍ତବ୍ୟ ରଖିଛନ୍ତି। ଗସ୍ତ ପୂର୍ବରୁ ସେ କହିଛନ୍ତି, ‘‘ଫ୍ରାନ୍ସର…

ଷଣ୍ଢ ଆକ୍ରମଣରେ ମହିଳାଙ୍କ ଜୀବନ ଗଲା

ଭୁବନେଶ୍ୱର: ଭୁବନେଶ୍ୱର ମଞ୍ଚେଶ୍ୱର ଅଞ୍ଚଳରେ ସୋମବାର ଦିନ ଏକ ଷଣ୍ଢ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସହରର ମଞ୍ଚେଶ୍ୱର ଥାନା ଅଧୀନସ୍ଥ ବାରିମୁଣ୍ଡା ଅଞ୍ଚଳରେ ଏହି ଘଟଣା ଘଟିଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ ରବିବାର ମହିଳାଙ୍କୁ ଷଣ୍ଢ ଆକ୍ରମଣ କରିଥିଲା…

ବିରେନ ସିଂହଙ୍କ ଇସ୍ତଫା ପରେ ବିଜେପି ସହ ମେଣ୍ଟକୁ ଫେରିଲା ଏନପିପି

ମଣିପୁର ମୁଖ୍ୟମନ୍ତ୍ରୀ ପଦରୁ ଏନ. ବିରେନ ସିଂହ ଇସ୍ତଫା ଦେବା ପରେ ବିଜେପିକୁ ନିଜର ସମର୍ଥନର ହାତ ବଢ଼ାଇଛି ନ୍ୟାସନାଲ ପିପୁଲ୍ସ ପାର୍ଟି(ଏନପିପି)। ମଣିପୁରରେ ଶାନ୍ତି ଏବଂ ସାଧାରଣ ଅବସ୍ଥା ଫେରାଇବାରେ ବିରେନ ସିଂହ ସରକାର ବିଫଳ ହୋଇଥିବା ଦର୍ଶାଇ ୩…

ନବବଧୂଙ୍କ ସଂନ୍ଦେହ ଜନକ ମୃତ୍ୟୁ, ଯୌତୁକ ଜନିତ ହତ୍ୟା ଅଭିଯୋଗ

ଗୁଣୁପୁର: ଗୁଣୁପୁର ଥାନା ଅନ୍ତର୍ଗତ ଗଣେଷ ବିହାର ଠାରେ ଭଡାଟିଆ ଘରେ ନବବଧୂଙ୍କ ସଂନ୍ଦେହ ଜନକ ମୃତ୍ୟ ହୋଇଛି । ମୃତକ ହେଲେ ରଶ୍ମୀ ରଂଞ୍ଜନୀ ବଡକୁମାର । ଯୌତୁକ ଜନିତ ହତ୍ୟା ଅଭିଯୋଗ ଆଣିଲେ ମୃତ ମହିଳାଙ୍କର ବାପା କୁଞ୍ଜ…