୩ୟ ଦିନିକିଆରେ ଭାରତର ଦମ୍‌ଦାର ପ୍ରଦର୍ଶନ: ୧୪୨ରନ୍‌ରେ ହାରିଲା ଇଂଲଣ୍ଡ

ଅହମଦାବାଦ: ଚାମ୍ପିଅନ୍ସ ଟ୍ରଫି ପୂର୍ବରୁ ଭାରତ ଓ ଇଂଲଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ଶୃଙ୍ଖଳାର ଅନ୍ତିମ ମୁକାବିଲାରେ ଭାରତ ଦମଦାର ପ୍ରଦର୍ଶନ କରିଛି। ଅହମଦାବାଦ୍‌ସ୍ଥିତ ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଖେଳା ଯାଇଥିବା ଏହି ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଓ…

ଓଡ଼ିଶା ଟୁର୍ ରେ ଆସିବ ଆଇପିଏଲ ଟ୍ରଫି

ଭୁବନେଶ୍ୱର : ଓଡ଼ିଶା ଟୁର୍ ରେ ଆସିବାକୁ ଯାଉଛି ଟାଟା ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ) ଟ୍ରଫି । ଆଇପିଏଲ ମ୍ୟାଚ୍ ଅନୁଷ୍ଠିତ ହୋଇ ନ ଥିଲା ବେଳେ ଏବେ ଏହାର ଟ୍ରଫି ଆସିବାକୁ ଯାଉଛି । ଆଇପିଏଲ ୨୦୨୪ରେ ଏକ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବଲିଉଡ୍ ଅଭିନେତା ବୋନି କପୁର ଓ ଅର୍ଜୁନ କପୁର

ଭୁବନେଶ୍ୱର,୧୨ା୨: ସେଲିବ୍ରିଟି କ୍ରିକେଟ୍ ଲିଗ୍ (CCL)ର ୧୧ତମ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି। ଓଡ଼ିଶାର ବାରବାଟୀ ଷ୍ଟାଡିୟମରେ ଲିଗ ପର୍ଯ୍ୟାୟ ମ୍ୟାଚ୍ ଆୟୋଜନ ହେବାକୁ ଥିବା ବେଳେ ଏହା ପୂର୍ବରୁ ବଲିଉଡ ପ୍ରଯୋଜକ ବୋନି କପୁର ଏବଂ ବଲିଉଡ ଅଭିନେତା ଅର୍ଜୁନ…

ନୋଡାଲ ସେଣ୍ଟରରେ ମାଟ୍ରିକ୍ ପ୍ରଶ୍ନପତ୍ର

ଭୁବନେଶ୍ୱର: ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ(ବିଏସଇ)ର ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ମାଟ୍ରିକ ପରୀକ୍ଷା ଫେବ୍ରୁଆରି ୨୧ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ପରୀକ୍ଷା କର୍ତ୍ତୃପକ୍ଷ ଏବଂ ଛାତ୍ରଛାତ୍ରୀ ଉଭୟଙ୍କ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ବୋର୍ଡ ମୁଖ୍ୟାଳୟରୁ ପ୍ରଶ୍ନପତ୍ର ନୋଡାଲ…

ଆପାର୍ଟମେଣ୍ଟ ପଞ୍ଜିକରଣ ବିଜ୍ଞପ୍ତି: ହାଇକୋର୍ଟଙ୍କ ରହିତାଦେଶ

କଟକ: ଆପାର୍ଟମେଣ୍ଟ ପଞ୍ଜିକରଣ ସମ୍ପର୍କିତ ବିଜ୍ଞପ୍ତି ଉପରେ ହାଇକୋର୍ଟ ରହିତାଦେଶ ଜାରି କରିଛନ୍ତି । ଗୃହ ଓ ନଗର ନିର୍ମାଣ ବିଭାଗ ଦ୍ବାରା ଅଣାଯାଇଥିବା ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ପକ୍ଷରୁ ରହିତାଦେଶ ଜାରି ହୋଇଛି । ଗତ ଫେବ୍ରୁଆରି ପହିଲାରେ ବିଭାଗ…

ଶିକ୍ଷିତ ପତ୍ନୀ ରୋଜଗାର ନ କରି ଭରଣପୋଷଣ ଦାବି କରିପାରିବେ ନାହିଁ: ଓଡ଼ିଶା ହାଇକୋର୍ଟ

ଭୁବନେଶ୍ୱର,୧୨।୨: ନିକଟରେ ଓଡ଼ିଶା ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ଯେ ଉପଯୁକ୍ତ ଲାଭଦାୟକ ଚାକିରିରେ ଅଭିଜ୍ଞତା ଥିବା ଜଣେ ସୁଶିକ୍ଷିତ ପତ୍ନୀ କେବଳ ତାଙ୍କ ସ୍ୱାମୀଙ୍କଠାରୁ ଭରଣପୋଷଣ ଦାବି କରିବା ପାଇଁ ବେରୋଜଗାର ରହିପାରିବେ ନାହିଁ। ଏକ ମାମଲାର ଶୁଣାଣି କରି, ହାଇକୋର୍ଟ…

ଅନୁଦାନ ପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟର ଭିତ୍ତିଭୂମିର ବିକାଶ ପାଇଁ ୧୦୪ କୋଟି ଟଙ୍କା ଅନୁମୋଦନ

ଭୁବନେଶ୍ୱର,୧୨।୨: ରାଜ୍ୟର ୯୦ ଗୋଟି ଅନୁଦାନପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟର (ଏଡ଼େଡ଼ କେଲଜ) ଭିତ୍ତିଭୂମି ବିକାଶ ପ୍ରକଳ୍ପ ନିମନ୍ତେ ସରକାରଙ୍କ ତରଫରୁ ୧୦୪ କୋଟି ଟଙ୍କା ଅର୍ଥରାଶି ଅନୁମୋଦନ କରାଯାଇଛି। ଏହି ପ୍ରକଳ୍ପରେ ରାଜ୍ୟର ୯୦ଟି ଅନୁଦାନ ପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟର ଭିତ୍ତିଭୂମିକୁ…

ନବ ଦାସ ହତ୍ୟା: ଜନସ୍ବାର୍ଥ ମାମଲାକୁ ଗୁରୁତ୍ବର ସହ ଗ୍ରହଣ କଲେ ହାଇକୋର୍ଟ

କଟକ: ପୂର୍ବତନ ମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ମାମଲାର ସିବିଆଇ ତଦନ୍ତ ପ୍ରସଙ୍ଗ ନେଇ ଦାୟର ଜନସ୍ବାର୍ଥ ମାମଲାକୁ ହାଇକୋର୍ଟ ଗୁରୁତ୍ବର ସହିତ ଗ୍ରହଣ କରିଛନ୍ତି। ନବ ଦାସଙ୍କୁ ଗୁଳି ମାରି ହତ୍ୟା କରାଯିବା ଘଟଣା ସଂପର୍କିତ ଫୌଜଦାରୀ ମାମଲା…

ଭାରତ-ବାଂଲାଦେଶ ସୀମାରେ ଅସମ୍ପୂର୍ଣ୍ଣ ଫେନସିଂ

ନୂଆଦିଲ୍ଲୀ: କେନ୍ଦ୍ର ସରକାର ଲୋକସଭାରେ କହିଛନ୍ତି ଯେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ସୀମାର ପରିସର ୪୦୯୬.୭ କିଲୋମିଟର ଥିବାବେଳେ ଏପର୍ଯ୍ୟନ୍ତ ୮୬୪.୫ କିଲୋମିଟର ପରିସରରେ ତାର ବାଡ଼ ଲଗାଯାଇପାରିନାହିଁ | ଏଥିମଧ୍ୟରୁ ୧୭୪.୧୫ କିଲୋମିଟର ଅଞ୍ଚଳ ଖାଲରେ ପରିପୂର୍ଣ୍ଣ |…

ଭାରତରୁ ପିନାକ ରକେଟ ଲଂଚର କିଣିବ ଫ୍ରାନ୍ସ

ନୂଆଦିଲ୍ଲୀ: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ୍ ମାକ୍ରୋନ୍ ଦୁଇ ଦେଶ ମଧ୍ୟରେ ବାଣିଜ୍ୟ ଏବଂ ପୁଞ୍ଜି ବିନିଯୋଗକୁ ପ୍ରୋତ୍ସାହିତ କରିବାକୁ ଆହ୍ୱାନ ଦେଇଛନ୍ତି। ଭାରତ-ପ୍ରଶାନ୍ତ ମହାସାଗରୀୟ ତଥା ବିଭିନ୍ନ ବିଶ୍ୱସ୍ତରୀୟ ଫୋରମରେ ସେମାନଙ୍କର ଯୋଗଦାନକୁ ବ୍ୟାପକ…