February 20, 2025

ଗିଲ୍‌ଙ୍କ ଜବରଦସ୍ତ ଶତକ: ବାଂଲାଦେଶକୁ ପରାସ୍ତ କଲା ଭାରତ

ଦୁବାଇ,୨୦।୨: ଚାମ୍ପିଅନ୍ସ ଟ୍ରଫି ୨୦୨୫ର ପ୍ରଥମ ମ୍ୟାଚ୍‌ରେ, ଭାରତୀୟ ଦଳ ବାଂଲାଦେଶକୁ ୬ ଉଇକେଟ୍‌ରେ ପରାସ୍ତ କରିଛି। ଦୁବାଇ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚରେ ବାଂଲାଦେଶ ଦଳର ଅଧିନାୟକ ନାଜମୁଲ ହୋସେନ ସାଣ୍ଟୋ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ…

ପଶ୍ଚିମ ଓଡ଼ିଶା ବିକାଶ ପାଇଁ କେତେ ଖର୍ଚ୍ଚ ହୋଇଛି, ସୂଚନା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପଶ୍ଚିମ ଓଡ଼ିଶା ବିକାଶ ପାଇଁ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଗଠନ ହୋଇଛି ପ୍ରାପ୍ତ ତଥ୍ୟ ଅନୁସାରେ ପଶ୍ଚିମ ଓଡ଼ଶା ବିକାଶ ପରିଷଦ ପାଣ୍ଠିରୁ ମଞ୍ଜୁର ହୋଇଥିବା ପ୍ରକଳ୍ପ ଗୁଡିକ ପାଇଁ ୨୦୨୪-୨୫ର କାର୍ଯ୍ୟାନ୍ବୟନ ପାଇଁ ମୋଟ ୧୫୦,୮୪,୬୪,୦୪୮ ଟଙ୍କା…

ଆସନ୍ତାକାଲିଠାରୁ ଓଡିଶାରେ ମାଟ୍ରିକ୍ ପରୀକ୍ଷା: ୫ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷାଦେବେ

ଭୁବନେଶ୍ବର: ଆସନ୍ତାକାଲି ଶୁକ୍ରବାରଠାରୁ ଓଡ଼ିଶାରେ ବାର୍ଷିକ ମାଟ୍ରିକ୍ ପରୀକ୍ଷା ଆରମ୍ଭ ହେବାକୁ ଯାଉଥିବାରୁ, ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସଇ) ପରୀକ୍ଷାରେ କପି ଏବଂ ପ୍ରଶ୍ନପତ୍ର ଲିକ୍ ରୋକିବା ପାଇଁ ଠୋସ୍ ପଦକ୍ଷେପ ନେଇଛି। ସରକାରୀ ସୂତ୍ରରୁ ଜଣାପଡ଼ିଛି ଯେ, ଏଥର ରାଜ୍ୟ…

ଟାର୍ଗେଟରେ ଥିଲେ ଯବାନ: ବିସ୍ଫୋରକ ସହ ଧରାପଡ଼ିଲେ ମାଓବାଦୀ

ମାଲକାନଗିରି : ଛତିଶଗଡ଼ ସୁକ୍‌ମା ଜିଲା ପୋଲିସ ବିସ୍ଫୋରକ ସାମଗ୍ରୀ ସହ ଜଣେ ମାଓବାଦୀଙ୍କୁ ଗିରଫ କରିଛି। ସେ ହେଲେ ମୁଚାକି ଦେବା । ମାଓବାଦୀଙ୍କ ଉପସ୍ଥିତି ଖବର ପାଇ କୋଣ୍ଟା ପୋଲିସ ଓ ମୁରଲିଗୁଡା କ୍ୟାମ୍ପ ସିଆରପିଏଫ ଯବାନମାନେ ବେଲପୋଛା…

କାନ୍ଦୁଛି ଚାଷୀ, କିଲୋ ଦୁଇ ଟଙ୍କାରେ ବିକ୍ରି ହେଉଛି ବିଲାତି

କେନ୍ଦୁଝର : କେନ୍ଦୁଝର ଜିଲାରେ ଶୀତଳ ଭଣ୍ଡାର ଅଭାବରୁ ବିଲାତି ଚାଷୀ ବହୁ ମାତ୍ରାରେ କ୍ଷତିଗ୍ରସ୍ତ ହେଉଛନ୍ତି। ପ୍ରତ୍ୟେକ ବର୍ଷ ଚାଷୀମାନେ ଅଭାବୀ ବିକ୍ରିର ସମ୍ମୁଖୀନ ହେଉଥିଲେ ହେଁ କାୈଣସି ପ୍ରତିକାର କରାଯାଉନଥିବାରୁ ଚାଷୀ ମାନେ ଚିନ୍ତାରେ ରହିଛନ୍ତି। ବଜାରରେ ଉଚିତ…

ନାଗପୁରରେ ବାଂଲାଦେଶୀ ବିମାନର ଜରୁରୀକାଳୀନ ଅବତରଣ, ଅନ୍ୟ ଏକ ବିମାନରେ ଗଲେ ଯାତ୍ରୀ

ନାଗପୁର: ପ୍ରାୟ ୪୦୦ ଯାତ୍ରୀ ଥିବା ବାଂଲାଦେଶ ଏୟାରଲାଇନ୍ସ ‘ବିମାନ ବାଂଲାଦେଶ’ର ଏକ ବିମାନ ବୁଧବାର ରାତିରେ ମହାରାଷ୍ଟ୍ରର ନାଗପୁର ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିଥିଲା। ଏହି ବିମାନରେ ଧୂଆଁ ଦେଖିବା ପରେ ନାଗପୁର ବିମାନ ବନ୍ଦରରେ ଅବତରଣ କରାଯାଇଥିଲା। ବିମାନଟି…

ସମ୍ଭଲରେ ଆଇନଜୀବୀ ବିଷ୍ଣ ଶଙ୍କର ଜୈନଙ୍କୁ ହତ୍ୟା ଷଡ଼ଯନ୍ତ୍ର ହୋଇଥିଲା

ସମ୍ବଲ : ଗତବର୍ଷ ଶେଷ ଆଡ଼କୁ ଉତ୍ତରପ୍ରଦେଶର ସମ୍ଭାଲ ଜିଲ୍ଲା ଚର୍ଚ୍ଚାରେ ରହିଥିଲା। ଗତ ନଭେମ୍ବର ମାସରେ ଏଠାରେ ଥିବା ସାହି ଜାମା ମସଜିଦର ସର୍ଭେ ବେଳେ ହିଂସା କାଣ୍ଡ ଘଟିଥିଲା, ଯେଉଁଥିରେ କିଛି ଲୋକ ପ୍ରାଣ ହରାଇଥିଲେ ଏବଂ ଅନେକ…

ଓଟିଟି ପ୍ଲାଟ୍‌ଫର୍ମ ପାଇଁ ଆସିଲା କେନ୍ଦ୍ରର ନୂଆ ଆଡଭାଇଜରି: କଡ଼ାକଡ଼ି ପାଳନ ପାଇଁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୦।୨: ସୋସିିଆଲ ମିଡିଆରେ ଅଶ୍ଳୀଳ ମଜାକ୍‌ ବିବାଦକୁ ନେଇ କେନ୍ଦ୍ର ସରକାର ଓଭର ଦି ଟପ୍‌ (ଓଟିଟି) ପ୍ଲାଟ୍‌ଫର୍ମଗୁଡ଼ିକ ଉପରେ କଟକଣା ଜାରି କରିଛନ୍ତି। ଆଇନ ଦ୍ୱାରା ନିଷିଦ୍ଧ ହୋଇଥିବା ବିଷୟବସ୍ତୁ ପ୍ରସାରଣ ନ କରିବା ପାଇଁ ଉକ୍ତ ପ୍ଲାଟ୍‌ଫର୍ମଗୁଡ଼ିକୁ ଚେତାବନୀ…

ବଡ଼ ପରିବର୍ତ୍ତନ କଲା କଂଗ୍ରେସ, ୬ ରାଜ୍ୟ ପାଇଁ ୬ ମହିଳାଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୦।୨: କଂଗ୍ରେସ ଦଳ ସାରା ଦେଶରେ ସଂଗଠନକୁ ମଜବୁତ କରିବା ପାଇଁ ବଡ଼ ପରିବର୍ତ୍ତନ କରୁଛି। କଂଗ୍ରେସ ଏବେ ଅନେକ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ମହିଳା ମୋର୍ଚ୍ଚା ପାଇଁ ସଭାପତି ଘୋଷଣା କରିଛି। କଂଗ୍ରେସ ସାରିକା ସିଂଙ୍କୁ ରାଜସ୍ଥାନ ମହିଳା…

ଏନଡିଏ ବୈଠକରେ ମୋଦିଙ୍କ ବଡ଼ ଘୋଷଣା: ଆଗାମୀ ୨ ବର୍ଷ ଭିତରେ ଯେଉଁଠି ନିର୍ବାଚନ ହେବ ସେଠି ଜିତିବୁ

ନୂଆଦିଲ୍ଲୀ,୨୦।୨: ଦିଲ୍ଲୀରେ ଗୁରୁବାର ନୂତନ ସରକାରଙ୍କ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଛି। ଏହି ସମାରୋହରେ ପ୍ରଧାନମନ୍ତ୍ରୀ ମୋଦଙ୍କ ସମେତ ବହୁ ବରିଷ୍ଠ ଭାଜପା ନେତା ଏବଂ ଏନଡିଏ ଶାସିତ ରାଜ୍ୟଗୁଡ଼ିକର ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀମାନେ ଉପସ୍ଥିତ ଥିଲେ। ଶପଥ ଗ୍ରହଣ…