କେନ୍ଦୁଝରରେ ପ୍ରଜାପିତା ବ୍ରହ୍ମକୁମାରୀ କାର୍ଯ୍ୟାଳୟକୁ ଉଦଘାଟିତ କଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର: ପ୍ରଜାପିତା ବ୍ରହ୍ମକୁମାରୀ କେନ୍ଦୁଝର ଶାଖାର ନବନିର୍ମିତ କାର୍ଯ୍ୟାଳୟ ‘ସୁଖ ଶାନ୍ତି ସରୋବର’କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏକ ସୁନ୍ଦର, ଅଧ୍ୟାତ୍ମିକ ପୃଥିଵୀର ପରିକଳ୍ପନାକୁ ବାସ୍ତବିକତାର ରୂପ ଦେବାପାଇଁ ଆମର…

ଭୁଶୁଡ଼ିଲା ନିର୍ମାଣାଧୀନ ସୁଡ଼ଙ୍ଗର ଛାତ, ଭଗ୍ନାବଶେଷ ତଳେ ଫସି ରହିଛନ୍ତି ୬ରୁ ଅଧିକ ଶ୍ରମିକ

ନୂଆଦିଲ୍ଲୀ: ତେଲେଙ୍ଗାନାର ନାଗକୁରନୂ ଜିଲ୍ଲାରେ ବଡ଼ ଦୁର୍ଘଟଣା । ଶନିବାର ଏଠାରେ ନିର୍ମାଣାଧୀନ ଶ୍ରୀଶୈଲମ ଲେଫ୍ଟ ବ୍ୟାଙ୍କ୍ କେନାଲ (ଏସଏଲବିସି)ର ଏକ ଟେନେଲର କିଛି ଅଂଶ ଭୁଶୁଡ଼ି ପଡ଼ିଛି। ଯାହାର ଭଗ୍ନାବଶେଷ ତଳେ ଫସିଛନ୍ତି ୬ ଶ୍ରମିକ। ସୂଚନା ପାଇ ପ୍ରଶାସନ…

ଏମ୍ସ ଭୁବନେଶ୍ୱରରେ ଲିଭର ଟ୍ରାନ୍ସପ୍ଲାଣ୍ଟେସନ୍ କ୍ଲିନିକ୍ ଉଦ୍‌ଘାଟିତ

ଭୁବନେଶ୍ୱର: ଯକୃତ(ଲିଭର) ପ୍ରତିରୋପଣ ସେବା ପ୍ରତିଷ୍ଠା କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ଵରୂପ, ଏମ୍ସ ଭୁବନେଶ୍ୱରରେ ଏକ ଉତ୍ସର୍ଗୀକୃତ ଯକୃତ ପ୍ରତିରୋପଣ କ୍ଲିନିକ୍ ଉଦଘାଟିତ ହୋଇଯାଇଛି। ଏହା ଉନ୍ନତ ଯକୃତ ଯତ୍ନ କ୍ଷେତ୍ରରେ ଏକ ବିଶେଷ ସଂଭାବନା ସୃଷ୍ଟି କରିଛି।…

୭୩ ତମ ରାଜ୍ୟ ପୋଲିସ ଆଥଲେଟିକ ଚାମ୍ପିୟନସିପ୍ ଆରମ୍ଭ

କଟକ: କଟକ ବକ୍ସି ବଜାର ସ୍ଥିତ ରିଜର୍ଭ ପୋଲିସ ଗ୍ରାଉଣ୍ଡ ପରିସରରେ ୭୩ ତମ ରାଜ୍ୟ ପୋଲିସ ଆଥଲେଟିକ ଚାମ୍ପିୟନସିପ୍ ୨୦୨୫ ଆରମ୍ଭ ହୋଇଛି। ଆର. ପି. କୋଚେ, ଆଇପିଏସ, ନିର୍ଦ୍ଦେଶକ (ଗୁଇନ୍ଦା) ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ଖେଳ…

ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ହେଲେ ଓଡ଼ିଆ ପୁଅ ଶକ୍ତିକାନ୍ତ ଦାସ

ନୂଆଦିଲ୍ଲୀ/ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜଣେ ଓଡ଼ିଆଙ୍କୁ ବଡ଼ ଦାୟିତ୍ବ ଦେଇଛନ୍ତି। ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କୁ ବଡ଼ ଦାୟିତ୍ବ ମିଳିଛି। ଗତ କିଛି ମାସ ପୂର୍ବରୁ ଭାରତୀୟ ରିଜର୍ଭ ବ୍ୟାଙ୍କରୁ ଗଭର୍ଣ୍ଣର ଭାବେ ଅବସର ନେଇଥିବା…

ନ୍ୟୁ ଜଲପାଇଗୁଡ଼ି ଏକ୍ସପ୍ରେସରୁ ଖସି ପଡ଼ିଲା ବ୍ୟାଟେରୀ, ଅଧାରେ ଅଟକିଲା ଟ୍ରେନ

ସୋର: ନ୍ୟୁ ଜଲପାଇଗୁଡ଼ି ଏକ୍ସପ୍ରେସରୁ ବ୍ୟାଟେରୀ ଖସିପଡ଼ିଥିବା ସୂଚନା ମିଳିଛି। ଫଳରେ ଏହି ଟ୍ରେନ୍‌‌ଟି ଅଧାରେ ଅଟକି ରହିଛିା ସବିରା ଷ୍ଟେସନ ପାଖରେ ବ୍ୟାଟେରୀ ଖସିପଡ଼ିବାରୁ ନ୍ୟୁ ଜଲପାଇଗୁଡ଼ି ଏକ୍ସପ୍ରେସ ଅଟକି ରହିଥିବା ଜଣାପଡ଼ିଛି। ନ୍ୟୁ ଜଲପାଇଗୁଡ଼ି ଏକ୍ସପ୍ରେସ ଚେନ୍ନାଇରୁ ଜଲପାଇଗୁଡ଼ି…

ଓଡ଼ିଶୀ ନୃତ୍ୟ ଗୁରୁ ମାୟାଧର ରାଉତଙ୍କ ଦେହାନ୍ତ

ଭୁବନେଶ୍ୱର: ଓଡ଼ିଶୀ ନୃତ୍ୟ ଗୁରୁ ମାୟାଧର ରାଉତ ଦିଲ୍ଲୀ ବାସଭବନରେ ଶନିବାର ସକାଳେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ବୟସ ହୋଇଥିଲା। ପରିବାର ବର୍ଗଙ୍କ ସୂଚନା ଅନୁଯାୟୀ, ଆଜି ସକାଳେ ସେ ନାତିନାତୁଣୀ ତଥା ପରିବାରର…

୨୪ରୁ ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ ଓଡ଼ିଶା ଟ୍ରାଭେଲ ବଜାର

ଭୁବନେଶ୍ୱର: ରାଜଧାନୀରେ ଆୟୋଜିତ ହେବାକୁ ଯାଉଛି ଷଷ୍ଠ ଥର ପାଇଁ ଓଡ଼ିଶା ଟ୍ରାଭେଲ ବଜାର ୨୦୨୫। ଆସନ୍ତା ୨୪ ତାରିଖରୁ ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ ଏହି କାର୍ଯ୍ୟକ୍ରମ। ଭୁବନେଶ୍ୱରର ମେ' ଫେୟାର କନଭେନସନ ଓ ସ୍ୱସ୍ତି ପ୍ରିମିୟମ ହୋଟେଲଠାରେ ଲାଗିବ…

୧୩.୯ କୋଟିର କାମ୍ପା ଅର୍ଥରେ କିଣାଯାଇଛି ଆଇଫୋନ, ଫ୍ରିଜ, ଲାପଟପ୍‌

କ୍ଷତିପୂରକ ବନୀକରଣ ପରିଚାଳନା ଏବଂ ଯୋଜନା କର୍ତ୍ତୃପକ୍ଷ(କାମ୍ପା) ପାଣ୍ଠି ଅର୍ଥରେ କିଣା ହୋଇ ଆଇଫୋନ, ଫ୍ରିଜ ଏବଂ ଲାପଟପ। ଲକ୍ଷେ କି ୨ ଲକ୍ଷ ନୁହେଁ, ସିଧାସଳଖ ୧୩ କୋଟି ୯୦ ଲକ୍ଷ ଟଙ୍କା ଏଭଳି ଅଯଥା ଖର୍ଚ୍ଚରେ ବିନିଯୋଗ କରାଯାଇଛି।…

ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ୨ ଭାଇ ଗିରଫ

ନୂଆପଡା: ଭିଜିଲାନ୍ସ ଜାଲରେ ୨ ଭାଇ । ନୂଆପଡ଼ା ଜିଲା ଘୁଚାଗୁଡ଼ା ପିଇଓ ସତ୍ୟବ୍ରତ ବରାଳ ଏବଂ ତାଙ୍କ ଭାଇ ଉତ୍ତମ ବରାଳଙ୍କୁ ଧରିଛି ଭିଜିଲାନ୍ସ । ସରକାରୀ ଅର୍ଥ ଆତ୍ମସାତ କରିବା ଘଟଣାରେ ଦୁଇ ଜଣଙ୍କୁ ଗିରଫ କରିଛି ଭିଜିଲାନ୍ସ…