ଶେଷ ହେଲା ମହାକୁମ୍ଭ: ଶିବରାତ୍ରି ପାଇଁ ଦିନକରେ ବୁଡ଼ ପକାଇଲେ ୨ କୋଟି ଶ୍ରଦ୍ଧାଳୁ

ପ୍ରୟାଗରାଜ: ସରିଲା ମହାକୁମ୍ଭ । ଗଙ୍ଗା ନଦୀ କୂଳରେ ଶେଷ ହେଲା ଦୁନିଆର ସବୁଠୁ ବଡ ଆଧ୍ୟାତ୍ମିକ ମେଳା । ଯେଉଁଠି ଲାଗିଥିଲା ସାଧୁସନ୍ଥ ଓ ଭକ୍ତଙ୍କ ମିଳନ । ମହାଶିବରାତ୍ରିରେ ଶେଷ ହୋଇଛି ମହାକୁମ୍ଭ । ଅନ୍ତିମ ଅମୃତ ସ୍ନାନ…

ଜାଗର ଯାତ୍ରା ଦେଖି ଫେରିବା ବେଳେ ବ୍ରିଜ ତଳକୁ ଖସିଲା ବାଇକ୍‌; ୨ ମୃତ, ଜଣେ ଗୁରୁତ

କୋରାପୁଟ: ଜାଗର ଯାତ୍ରା ଦେଖି ଫେରିବା ବେଳେ ଅଘଟଣ। କୋରାପୁଟ ଅନ୍ଧାରୀଘାଟି ତଳକୁ ଖସିପଡିଲା ବାଇକ୍। ଏହି ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ, ଗତକାଲି ଶିବରାତ୍ରୀ ଥିବାବେଳେ ଦୁଇ ଜଣ ବ୍ୟକ୍ତି…

କିଟ୍‌ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣା; ଉଚ୍ଚସ୍ତରୀୟ କମିିଟି ସମ୍ମୁଖରେ ୬ କର୍ମଚାରୀ ହାଜର

ଭୁବନେଶ୍ୱର : କିଟ୍‌ ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣାରେ ଗୁରୁବାର ଉଚ୍ଚସ୍ତରୀୟ କମିିଟି ସମ୍ମୁଖରେ ୬ କର୍ମଚାରୀ ହଜାର ହୋଇଛନ୍ତି । ରାଜ୍ୟ ଅତିଥି ଭବନରେ ୬ ଜଣଙ୍କୁ ପର୍ଯ୍ୟାୟକ୍ରମେ ଜେରା କରାଯିବ । କିଟ୍‌ ଇଣ୍ଟରନାଲ କମିଟି ମୁଖ୍ୟ,…

ଲିଙ୍ଗରାଜ ମନ୍ଦିରରେ ସେବାୟତ ଖସିପଡିବା ଘଟଣା; ପ୍ରଶାସନକୁ ଦାୟୀ କଲେ ସେବାୟତଙ୍କ ପୁଅ

ଭୁବନେଶ୍ୱର : ମହାଶିବରାତ୍ରୀରେ ବାବା ଲିଙ୍ଗରାଜଙ୍କ ମନ୍ଦିରରେ ମହାଦୀପ ଉଠିବା ସମୟରେ ଘଟିଥିଲା ମହାଅଘଟଣ। ମହାଦୀପ ନେଇ ସେବାୟତ ମନ୍ଦିର ଉପରକୁ ଚଢିବା ବେଳେ ସେବାୟତ ଖସି ପଡିଥିଲେ। ସେବାୟତ ହେଉଛନ୍ତି ଯୋଗେନ୍ଦ୍ର ସମର୍ଥା। ଏହି ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ସେବାୟତ…

ମହିଳାଙ୍କୁ ଭୁଜାଲିରେ ହାଣି ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍‌

ବାସୁଦେବପୁର: ଭଦ୍ରକ ଜ଼ିଲ୍ଲା ବାସୁଦେବପୁର ନାୟକାଣିଡିହିରେ ବିଳମ୍ବିତ ରାତିରେ ଘରେ ପଶି ସଶସ୍ତ୍ର ଡକାୟତି ହୋଇଥିବାର ଖବର ମିଳିଛି। ମହିଳାଙ୍କୁ ଭୁଜାଲିରେ ହାଣି ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଗୁରୁତର ଅବସ୍ଥାରେ ମହିଳାଙ୍କୁ ବାସୁଦେବପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବାବେଳେ…

ଟ୍ରକ ଧକ୍କାରେ ଚାଲିଗଲା ଶିଶୁର ଜୀବନ, ଘଟଣାସ୍ଥଳରେ ଉତ୍ତେଜନା

ଆନନ୍ଦପୁର: ଟ୍ରକ ଧକ୍କାରେ ଚାଲିଗଲା ଶିଶୁର ଜୀବନ । କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଛେନାପଦି – ହଦଗଡ଼ ରାସ୍ତାର ସଙ୍କଟପାଲିଆ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି । ଛତୁଆ ବୋଝେଇ ମିନିଟ୍ରକ ଧକ୍କାରେ ଏକ ୫ବର୍ଷର ଶିଶୁର ମୃତ୍ୟୁ ଘଟିଛି । …

ଜଙ୍ଗଲ ମଧ୍ୟରୁ ମିଳିଲା ଛାତ୍ରଙ୍କ ମୃତଦେହ, ହତ୍ୟା ଅଭିଯୋଗ ଆଣିଲେ ପରିବାର

ଗତ ୨୪ ତାରିଖ ରାତିର ଘଟଣା । ଅମିତ ନାମକ ଜଣେ ଛାତ୍ର ଘରେ ଖାଇ ପିଇ ସାରିବା ପରେ ଶୌଚ ହେବା ପାଇଁ ବାହାରକୁ ଯାଇଥିଲେ । କିନ୍ତୁ ବିଳମ୍ବିତ ରାତି ଯାଏଁ ଘରକୁ ଫେରିନଥିଲେ । ଆଉ ଏବେ…

ଅଖା ଭିତରୁ ମୃତଦେହ ଉଦ୍ଧାର, ପରିଚୟ ଅସ୍ପଷ୍ଟ

ରାଉରକେଲା:  ଅଖା ଭିତରେ ମୃତଦେହ ।  ରାଉରକେଲାରେ ନଦୀରେ ଭାସୁଥିବା ଅଖା ଭିତରୁ ମୃତଦେହ ଉଦ୍ଧାର ହୋଇଛି । କୋଏଲା ନଦୀ ପାନପୋଷ ଗୋଶାଳା ନିକଟରୁ ମୃତଦେହ ଉଦ୍ଧାର ହୋଇଛି । ମୃତ ବ୍ୟକ୍ତିଙ୍କ ପରିଚୟ ଜଣାପଡ଼ିନାହିଁ । ପୋଲିସ ଘଟଣାସ୍ଥଳରେ…

ଲିଙ୍ଗରାଜ ମନ୍ଦିରର ଆହତ ସେବାୟତଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଲିଙ୍ଗରାଜ ମନ୍ଦିରର ଆହତ ସେବାୟତଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମେଡିକାଲରେ ଭେଟିବା ସହ ଚିକିତ୍ସା ସଂପର୍କରେ ପଚାରି ବୁଝିଛନ୍ତି। ଗତକାଲି ମହାଦୀପ ଉଠିବା ବେଳେ ଅଘଟଣ ଘଟିଥିଲା । ମହାଦୀପ ନେଇ ମନ୍ଦିର ଉପରକୁ ଉଠିବା ବେଳେ…

ମହାଦୀପ ଉଠିଲା ବେଳେ ଖସି ପଡ଼ିଲେ ମନ୍ଦିର ସେବାୟତ

ମହାଦୀପ ଉଠିଲା ବେଳେ ଘଟିଲା ବଡ଼ ଅଘଟଣ । ଖସି ପଡ଼ିଲେ ମନ୍ଦିର ସେବାୟତ । ହର ହର ମହାଦେବ ଶବ୍ଦରେ ଲିଙ୍ଗରାଜ ମନ୍ଦିର ପରିସର ପ୍ରକମ୍ପିତ ହେଉଥିବା ବେଳେ ଏମିତି ଅଘଟଣ ଘଟିଛି । ସମସ୍ତେ ମହାଦୀପ ଉଠିବାକୁ ଅନେଇ…