ଅଙ୍ଗନବାଡ଼ି କର୍ମଚାରୀଙ୍କ ଠାରୁ ୫୦ ହଜାର ଲାଞ୍ଚ ନେଇ ଧରାପଡ଼ିଲେ ସୁପରଭାଇଜର
କୋରାପୁଟ: ନୂଆ କରି ଅଙ୍ଗନବାଡ଼ିରେ ଯୋଗ ଦେଇଥିବା ଜଣେ କର୍ମଚାରୀଙ୍କ ଠାରୁ ୫୦ ହଜାର ଟଙ୍କା ଲାଞ୍ଚ ନେଇ କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ବ୍ଲକ ଆଙ୍ଗନବାଡ଼ି ସୁପରଭାଇଜର ରେଣୁକା ପଟ୍ଟନାୟକ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। କୋରାପୁଟ ଭିଜିଲାନ୍ସ ବିଭାଗ ପକ୍ଷରୁ କୁହାଯାଇଛି…
