ଖୁବଶୀଘ୍ର ଭାରତ ଗସ୍ତରେ ଆସିବେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ
ମସ୍କୋ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଖୁବ୍ଶୀଘ୍ର ଭାରତ ଗସ୍ତରେ ଆସିବେ। ରୁଷ-ୟୁକ୍ରେନ ଯୁଦ୍ଧ ପରେ ଏହା ତାଙ୍କର ପ୍ରଥମ ଭାରତ ଗସ୍ତ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗତବର୍ଷ ଋଷ ଗସ୍ତ ସମୟରେ ପୁଟିନଙ୍କୁ ଭାରତ ଆସିବାକୁ ନିମନ୍ତ୍ରଣ କରିଥିଲେ,…
