ବିଧାନସଭା ଅଚଳ କରିଦେବାକୁ କଂଗ୍ରେସକୁ ଆସିଛି ନିର୍ଦ୍ଦେଶ: ଆଇନ୍‌ ମନ୍ତ୍ରୀ

ଭୁବନେଶ୍ବର: ବିଧାନସଭା ହେଉଛି ପବିତ୍ର ଗୃହ, ଯେଉଁଠି ରାଜ୍ୟର ବିକାଶ ପାଇଁ ନୀତି ପ୍ରଣୟନ ହେବ କଥା। କିନ୍ତୁ ସେଠି ନିଜର ରାଜନୈତିକ ସ୍ୱାର୍ଥକୁ ଚରିତାର୍ଥ କରିବା ପାଇଁ ଦୀର୍ଘ ଦିନ ହେବ ହାଇ ଡ୍ରାମା କରାଯାଉଛି। ଗତ ୭ ମାର୍ଚ୍ଚ…

ବିରୋଧୀ ଦଳର ବିଧାୟକ ବିଶୃଙ୍ଖଳିତ ଆଚରଣ ଜାରି ରଖିଥିଲେ: ବାଚସ୍ପତି

ଭୁବନେଶ୍ବର: ବିଧାନସଭା ଅଧିବେଶନ ଜାରି ଥିବା ସମୟରେ ବିରୋଧୀ ଦଳର ବିଧାୟକମାନେ କରୁଥିବା ହଙ୍ଗାମା ନେଇ ବାଚସ୍ପତି ସୁରମା ପାଢ଼ୀ ବୁଧବାର ଦିନ ବିବୃତି ରଖିଛନ୍ତି। ସେ କହିଛନ୍ତି, ୭ ତାରିଖ ଗୃହ କାର୍ଯ୍ୟର ଦ୍ବିତୀୟ ପର୍ଯ୍ୟାୟ ଆରମ୍ଭରୁ ବିରୋଧୀ ସଦସ୍ୟ…

ଆମର ଦାବିରୁ ଆମେ କେବେ ଓହରିବୁ ନାହିଁ: ତାରା ପ୍ରସାଦ ବାହିନୀପତି

ଭୁବନେଶ୍ବର: ବିଧାନସଭା ବାହାରେ କଂଗ୍ରେସ କର୍ମୀଙ୍କ ଆନ୍ଦୋଳନ ସମୟରେ ପୁଲିସ ଓ କଂଗ୍ରେସ କର୍ମୀ ମୁହାଁମୁହିଁ ହୋଇଛନ୍ତି । ଏ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି। ସେ କହିଛନ୍ତି, ମୁଁ ଏନେଇ ଥାନାରେ ଏତଲା…

ବିଧାୟକ ତାରାପ୍ରସାଦ ବାହିନୀପତି ଏବଂ ରମେଶ ଜେନା ଗୃହରୁ ନିଲମ୍ବିତ

ଭୁବନେଶ୍ଵର: କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି ଏବଂ ରମେଶ ଜେନା ବିଧାନସଭାରୁ ନିଲମ୍ବିତ ହୋଇଛନ୍ତି। ବୁଧବାର ଉଭୟ ବିଧାୟକଙ୍କୁ ୭ ଦିନ ପାଇଁ ଗୃହରୁ ନିଲମ୍ବନ କରିଛନ୍ତି ବାଚସ୍ପତି ସୁରମା ପାଢୀ। ବିଶୃଙ୍ଖଳିତ ଆଚରଣ ପାଇଁ ଉଭୟ ନିଲମ୍ବିତ ହୋଇଛନ୍ତି। ବାଚସ୍ପତିଙ୍କ…

ଶପଥ ନେଲେ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ହରିଶ ଟଣ୍ଡନ

କଟକ: ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ହରିଶ ଟଣ୍ଡନ ଆଜି ପୂର୍ବାହ୍‌ଣ ୧୦ଟାରେ ଶପଥ ଗ୍ରହଣ କରିଛନ୍ତି। ଓଡ଼ିଶାର ରାଜ୍ୟପାଳ ହରିବାବୁ କମ୍ଭମପଟି ନବନିଯୁକ୍ତ ମୁଖ୍ୟ ବିଚାରପତିଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଓଡ଼ିଶା ହାଇକୋର୍ଟ ପରିସରରେ…

ବନ୍ଦେ ଭାରତ ଏକ୍ସପ୍ରେସ୍‌ ଉପରେ ପଥରମାଡ଼: ୩ ଯାତ୍ରୀ ଆହତ

ରାଉରକେଲା: ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସ୍‌ ଉପରେ ଦୁର୍ବୃତ୍ତମାନେ ବୁଧବାର ଦିନ ପଥରମାଡ଼ କରିଛନ୍ତି। ଫଳରେ ଟ୍ରେନ୍‌ କ୍ଷତିଗ୍ରସ୍ତ ହୋଇଛି। ଟ୍ରେନ୍‌ କୋଚ୍‌ର ଦୁଇଟି ଝରକାର କାଚ ଭାଙ୍ଗି ଯାଇଥିବା ସୂଚନା ମିଳିଛି। ପଥରମାଡ଼ ପରେ ଟ୍ରେନ୍‌ରେ ଥିବା ଯାତ୍ରୀମାନେ ଆତଙ୍କିତ…

ଆଗାମୀ ୫ ଦିନରେ ତାପମାତ୍ରା ଧୀରେଧୀରେ ବଢ଼ିବ: ପାଣିପାଗ ବିଭାଗ

ଭୁବନେଶ୍ବର: କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ତାପମାତ୍ରା ସାଧାରଣ ଥିବା ବେଳେ ଚଳିତ ସପ୍ତାହର ଶେଷ ବେଳକୁ ଏହା ଧୀରେଧୀରେ ବଢ଼ିବାର ସମ୍ଭାବନା ରହିଛି। ଆସନ୍ତା ୨୯ ତାରିଖ ବେଳକୁ ହିଟ୍‌ ୱେଭ୍‌ ଫେରିବ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏଭଳି…

କଂଗ୍ରେସର ୧୨ ବିଧାୟକ ବିଧାନସଭାରୁ ନିଲମ୍ବିତ

ଭୁବନେଶ୍ବର: ଗୃହ ଭିତରେ ବାରମ୍ବାର ବିଶୃଙ୍ଖଳିତ ଆଚରଣ କରିବା ନେଇ କଂଗ୍ରେସର ୧୨ ବିଧାୟକଙ୍କୁ ୭ ଦିନ ପାଇଁ ବିଧାନସଭାରୁ ନିଲମ୍ବନ କରାଯାଇଛି । ବାଚସ୍ପତିଙ୍କ ପ୍ରତି ଅସମ୍ମାନ, ବିଧାନସଭାରେ ଅଶୋଭନୀୟ ଆଚରଣ ଓ ବିଧାନସଭାର ନିୟମ ଉଲ୍ଲଘଂନ ପାଇଁ ଶାସକ ଦଳର…

ଘରୋଇ ହସ୍ପିଟାଲରେ ହେଉଛି ଅଧିକ ଅସ୍ତ୍ରୋପଚାର ଡେଲିଭରୀ: ସ୍ୱାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ୱର: ସରକାରୀ ହସ୍ପିଟାଲ ତୁଳନାରେ ଘରୋଇ ହସ୍ପିଟାଲରେ ସବୁଠୁ ଅଧିକ ହେଉଛି ସିଜରିଆନ୍ ଡେଲିଭରୀ । ବିଧାନସଭାରେ ଏଭଳି ଚିନ୍ତାଜନକ ତଥ୍ୟ ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ତଥ୍ୟ ମୁତାବକ, ୨୦୨୨-୨୩ରେ ଘରୋଇ ହସ୍ପିଟାଲରେ ୧…

ଏକା ସଙ୍ଗେ ଚାଲିଗଲେ ବାପା ପୁଅ, ବାପାଙ୍କ ମୃତ୍ୟୁ ଖବର ଶୁଣି ପୁଅକୁ ଆସିଲା ହାର୍ଟଆଟାକ୍

ଆନନ୍ଦପୁର: ଘର ଆଗରେ ବନ୍ଧା ହେଉଛି ଦୁଇ ଦୁଇଟି କୋକେଇ । ଦୁଆରେ ଥୁଆ ହୋଇଛି ମାଠିଆ । ରୁଣ୍ଡ ହୋଇଛନ୍ତି ଗାଁ ଲୋକେ । କାନ୍ଦ ବୋବାଳିରେ ଫାଟିପଡୁଛି ସମଗ୍ର ଅଞ୍ଚଳ । କିଏ ବା ଜାଣିଥିଲା ଦଇବ ଏମିତି ଦାଉ…