March 2025

୩ ମାସରେ ଜଳିଲାଣି ୩ ହଜାର ହେକ୍ଟର ଜଙ୍ଗଲ

ଭୁବନେଶ୍ବର: ଓଡ଼ିଶାରେ ପ୍ରତିବର୍ଷ ବଢିଚାଲିଛି ଜଙ୍ଗଲ ନିଆଁ । ୪ ବର୍ଷରେ ପାଉଁଶ ହେଲାଣି ୫୩ ହଜାର ହେକ୍ଟରରୁ ଅଧିକ ଜଙ୍ଗଲ । ସେହିପରି ଗତ ୩ ମାସରେ ଜଳିଲାଣି ୩ ହଜାର ହେକ୍ଟର ଜଙ୍ଗଲ । ବିଧାନସଭାରେ ଏପରି ସାଂଘାତିକ…

ଜୟସେଲମେରରେ ଧରାପଡ଼ିଲା ସଂଦିଗ୍ଧ ପାକିସ୍ତାନୀ ଗୁପ୍ତଚର

ଜୈସଲମେର: ଅନ୍ତର୍ଜାତୀୟ ସୀମା ସଂଲଗ୍ନ ରାଜସ୍ଥାନର ଜୈସଲମେରରୁ ଜଣେ ସଂଦିଗ୍ଧ ପାକିସ୍ତାନୀ ଗୁପ୍ତଚରଙ୍କୁ ଅଟକ ରଖାଯାଇଛି। ସୂଚନା ଅନୁଯାୟୀ, ସୁରକ୍ଷା ଏଜେନ୍ସିମାନେ ଜୈସଲମେରର ମୋହନଗଡ଼ କେନାଲ ଅଞ୍ଚଳରୁ ଅଭିଯୁକ୍ତକୁ ଧରିଛନ୍ତି। ଗିରଫ ବ୍ୟକ୍ତି, ଦିନୁ ଖାନଙ୍କ ପୁଅ ପଠାନ ଖାନ (୪୦),…

ନିଆଁରେ ପୋଡି ହୋଇ ନାବାଳକ ଜୀବନ୍ତ ଦଗ୍ଧ

ରାଉରକେଲା: ରାଉରକେଲାର ଏକ ପୂଜା ମଣ୍ଡପରେ ଆଜି ଅପରାହ୍ନରେ ଅଗ୍ନିକାଣ୍ଡ ଘଟି ଜଣେ ୧୨ ବର୍ଷୀୟ ବାଳକ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ସୂଚନା ଅନୁଯାୟୀ, ନିଆଁ ଲାଗିବା ସମୟରେ ବାଦଲ ମହାରଣା ନାମକ ଜଣେ ପିଲା ସେକ୍ଟର-୭ ସ୍ଥିତ ମଣ୍ଡପରେ ଖେଳୁଥିଲେ।…

ଜଟଣୀ ଅନୁପ ବେହେରା ହତ୍ୟାକାଣ୍ଡ ମାମଲା, ୪ ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭୁବନେଶ୍ୱର : ବହୁ ଚର୍ଚ୍ଚିତ ଜଟଣୀ ହତ୍ୟାକାଣ୍ଡ ଘଟଣାରେ ୪ ହତ୍ୟାକରୀଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି ଏଡିଜେ କୋର୍ଟ-୨ । ଆଜି ୨୦୧୭ ମାର୍ଚ୍ଚ ୨ ତାରିଖରେ ଘଟିଥିବା ଜଟଣୀ ଅନୁପ ବେହେରା ହତ୍ୟାକାଣ୍ଡ ମାମଲାରେ ରାୟ ପ୍ରକାଶ ପାଇଛି…

ଏସ୍‌ସିବିରେ ଶିଶୁ ବଦଳ ମାମଲା: ଅଧୀକ୍ଷକଙ୍କୁ ଜବାବ ଦାଖଲ ଲାଗି ହାଇକୋର୍ଟଙ୍କ ନୋଟିସ୍

କଟକ: କଟକ ବଡ଼ ମେଡିକାଲ (ଏସ୍‌ସିବି)ରେ ଶିଶୁ ବଦଳକୁ ନେଇ ରୁଜୁ ହୋଇଥିବା ମାମଲାକୁ ନେଇ ହାଇକୋର୍ଟ ଉଦ୍‌ବେଗ ପ୍ରକାଶ କରିଛନ୍ତି। ହାଇକୋର୍ଟ କହିଛନ୍ତି, ସରକାରୀ ମେଡିକାଲ୍‌ ଉପରେ ଲୋକଙ୍କ ଅଖଣ୍ଡ ବିଶ୍ୱାସ ରହିଥାଏ। କିନ୍ତୁ ଯେତେବେଳେ ଏହି ଭରସା ତୁଟିଯାଏ…

କାନାଡାରେ ଭାରତୀୟ ଯୁବତୀଙ୍କ ଉପରେ ଆକ୍ରମଣ

ଓଟାଓ୍ବା: କାନାଡାର କାଲଗାରିରେ ଜଣେ ଭାରତୀୟ ଯୁବତୀଙ୍କ ଉପରେ ଆକ୍ରମଣ ହୋଇଛି । ଏହି ଆକ୍ରମଣର ଭିଡିଓ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭିଡିଓରେ ଜଣେ ବ୍ୟକ୍ତି ବୋ ଭ୍ୟାଲି କଲେଜ ଟ୍ରେନ୍ ଷ୍ଟେସନର ପ୍ଲାଟଫର୍ମରେ ଜଣେ ଝିଅକୁ ଜୋରରେ…

ପିଇଓ ସ୍ତ୍ରୀଙ୍କ ପାଇଁ ସ୍ବାମୀ ନେଉଥିଲେ ଲାଞ୍ଚ: ଭିଜିଲାନ୍ସ ଜାଲରେ ପତି-ପତ୍ନୀ

ଭୁବନେଶ୍ଵର: ଭିଜିଲାନ୍ସ ଜାଲରେ ପିଇଓ ଓ ତାଙ୍କ ସ୍ଵାମୀ। ସ୍ତ୍ରୀ କରିଛନ୍ତି ଚାକିରି, ସ୍ବାମୀ ନେଉଛନ୍ତି ଲାଞ୍ଚ। ସ୍ତ୍ରୀଙ୍କ ପାଇଁ ସ୍ବାମୀ ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଯାଇଛନ୍ତି । ଏପରି ରୋଚକ ଘଟଣା ଘଟିଛି ବରଗଡ଼ ଜିଲ୍ଲା ପଦମପୁର…

ରୋଲରରେ ଚାପିହୋଇ ତିନି ଶ୍ରମିକଙ୍କ ମୃତ୍ୟୁ ଘଟଣା, ୪ ଲକ୍ଷ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କାମାକ୍ଷାନଗର: କାମାକ୍ଷାନଗର ରେକୁଳାରେ ସଡ଼କ ଦୁର୍ଘଟଣାରେ ତିନି ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ଗଭୀର ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଶୋକସନ୍ତପ୍ତ ପରିବାରକୁ ଗଭୀର ସମବେଦନା ଜଣାଇବା ସହ ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି…

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଜାତିଗତ ପ୍ରମାଣପତ୍ରକୁ ନେଇ ଉଠିଲା ପ୍ରଶ୍ନ

ସୁବର୍ଣ୍ଣପୁର: ସ୍ବାସ୍ଥ୍ୟମନ୍ତ୍ରୀ ଡ଼କ୍ଟର ମୁକେଶ ମହାଲିଙ୍ଗଙ୍କ ଜାତିଗତ ପ୍ରମାଣପତ୍ରକୁ ନେଇ ଉଠିଲା ପ୍ରଶ୍ନ । ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ପୂର୍ତ୍ତ ବିଭାଗ ଡାକ ବଙ୍ଗଳାରେ କେଉଟ, ଧିବର ଓ କୈବର୍ତ୍ତ ହଟାଅ ଅଲ୍‌ ଓଡ଼ିଶା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ମହାଲିଙ୍ଗଙ୍କ ଜାତିଗତ…

ଗୋଡ଼ର ଅସ୍ତ୍ରୋପଚାର ପରେ ହସ୍ପିଟାଲ ୱାର୍ଡକୁ କାର୍ଯ୍ୟାଳୟ କଲେ ଜିଲ୍ଲା ସଭାପତି

ନୂଆଦିଲ୍ଲୀ: ଉତ୍ତରପ୍ରଦେଶର କାନପୁରରେ ବିଜେପି ଜିଲ୍ଲା ସଭାପତି ଅନିଲ ଦୀକ୍ଷିତଙ୍କ ଏକ ଫଟୋ ଚର୍ଚ୍ଚାରେ ରହିଛି। ଅନିଲ ଦୀକ୍ଷିତଙ୍କୁ ନିକଟରେ କାନପୁର ଉତ୍ତରର ଜିଲ୍ଲା ସଭାପତି ଭାବରେ ନିଯୁକ୍ତ କରାଯାଇଥିଲା । ଏହି ନିଯୁକ୍ତିର ମାତ୍ର ଗୋଟିଏ ଦିନ ପରେ ସେ…