ରାଉରକେଲାରେ ନକଲି ମୋବିଲ କାରଖାନା ଠାବ, ୨ ଜଣଙ୍କୁ ଅଟକ
ରାଉରକେଲା: ରାଉରକେଲା ବିଶ୍ରା ଥାନା ଅଞ୍ଚଳରେ ନକଲି ଇଞ୍ଜିନ ଅଏଲ ତିଆରି କାରଖାନା ଠାବ ହୋଇଛି । ଆସିୟାନା କଲୋନୀର ଏକ ବିଲ୍ଡିଂରେ ତିଆରି ହେଉଥିଲା ଡୁପ୍ଲିକେଟ ମୋବିଲ । ନାମୀ ଦାମୀ ମୋବିଲ କମ୍ପାନୀର ଲୋଗ ଲଗାଇ ବିକ୍ରୀ କରୁଥିଲେ ନକଲି…
ରାଉରକେଲା: ରାଉରକେଲା ବିଶ୍ରା ଥାନା ଅଞ୍ଚଳରେ ନକଲି ଇଞ୍ଜିନ ଅଏଲ ତିଆରି କାରଖାନା ଠାବ ହୋଇଛି । ଆସିୟାନା କଲୋନୀର ଏକ ବିଲ୍ଡିଂରେ ତିଆରି ହେଉଥିଲା ଡୁପ୍ଲିକେଟ ମୋବିଲ । ନାମୀ ଦାମୀ ମୋବିଲ କମ୍ପାନୀର ଲୋଗ ଲଗାଇ ବିକ୍ରୀ କରୁଥିଲେ ନକଲି…
ବାରିପଦା: ମୟୂରଭଞ୍ଜ ଜିଲ୍ଲାରେ କୁଆପଥର ବର୍ଷା ଯୋଗୁଁ ବ୍ୟାପକ କ୍ଷୟକ୍ଷତି ହୋଇଛି । ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ପରିସ୍ଥିତି ଆକଳନ କରିବା ପାଇଁ ବାଙ୍ଗିରିପୋଷିର ମହୁଲବାରେଳି ଏବଂ ସାରସପୋଷି ପରି ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି । ସେ ସନ୍ଧ୍ୟା…
ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ CRPFର ଜଣେ ସବ୍ ଇନସ୍ପେକ୍ଟର ସହିଦ । ଓଡ଼ିଶା ସୀମାନ୍ତ ଝାଡ଼ଖଣ୍ଡ ସରଣ୍ଡା ଜଙ୍ଗଲରେ ନକ୍ସଲମାନେ ପୁଣି ଥରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ କରି ସୁରକ୍ଷା ବାହିନୀକୁ ଟାର୍ଗେଟ୍ କରିଛନ୍ତି । ଏଥିରେ CRPFର ଜଣେ ସବ୍ ଇନସ୍ପେକ୍ଟର ସୁନୀଲ…
ପାଟନା: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଜାତୀୟ ସଙ୍ଗୀତକୁ ଅସମ୍ମାନ କରିଛନ୍ତି। ଏକ କ୍ରୀଡା କାର୍ଯ୍ୟକ୍ରମରେ ଜାତୀୟ ସଙ୍ଗୀତ ଗାନ କରାଯାଉଥିବାବେଳେ ନୀତୀଶ ସାବ୍ଧାନ ସ୍ଥିତିରେ ରହିବା ପରିବର୍ତ୍ତେ ଏପଟ ସେପଟ ହେଉଥିବା ଦେଖାଯାଇଛି। ଜାତୀୟ ସଙ୍ଗୀତକୁ ନୀତୀଶ ଅସମ୍ମାନ କରିବା…
ଭୁବନେଶ୍ୱର: ଗତିଶୀଳ ବିବିଧତା ହେଉଛି ଭାରତର ସମୃଦ୍ଧ ଭାଷା ପରଂପରାର ସୌନ୍ଦର୍ଯ୍ୟ ବୋଲି ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍ପାଟି କହିଛନ୍ତି। ଭୁବନେଶ୍ୱରଠାରେ ୧୧ତମ କଳିଙ୍ଗ ସାହିତ୍ୟ ମହୋତ୍ସବକୁ ଉଦ୍ଘାଟନ କରି ରାଜ୍ୟପାଳ ଏହା କହିଛନ୍ତି। ଏହି ସମାରୋହରେ ଉଦ୍ବୋଧନ ଦେଇ…
ଭୁବନେଶ୍ୱର: ଚଳିତ ବର୍ଷ ନଭେମ୍ବର-ଡିସେମ୍ବର ମାସରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚଟି ଟି-୨୦ ଏବଂ ତିନୋଟି ଦିନିକିଆ ମ୍ୟାଚର ସିରିଜ୍ ଖେଳାଯିବ। ଏନେଇ ଦକ୍ଷିଣ ଆଫ୍ରିକା ଦଳର ଭାରତ ଗସ୍ତର କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଡିସେମ୍ବର ୯ରେ ବାରବାଟୀରେ…
ଭୁବନେଶ୍ବର : ରାଜ୍ୟରେ ଉନ୍ନତ ଓ ସୁରକ୍ଷିତ ରାସ୍ତା ଭିତ୍ତିଭୂମିର ଆବଶ୍ୟକତା ପୂରଣ କରିବା ପାଇଁ ରାଜ୍ୟ କ୍ୟାବିନେଟ ଓଡ଼ିଶା ରାଜ୍ୟ ରାଜପଥ ପ୍ରାଧିକରଣ ବିଲ୍ – ୨୦୨୫କୁ ଅନୁମୋଦନ କରିଛନ୍ତି। ଏଥିରେ ଓଡ଼ିଶା ରାଜ୍ୟ ରାଜପଥ ପ୍ରାଧିକରଣ ନାମରେ ଏକ…
ଭୁବନେଶ୍ୱର : ଛତିଶଗଡ଼ର ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ଓଡ଼ିଶା ଗସ୍ତରେ ଆସିଥିବା ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ବିଭିନ୍ନ ବିଷୟ ସହିତ ମହାନଦୀ ଜଳ ବିବାଦ ସମ୍ପର୍କରେ ମଧ୍ୟ ଉଭୟଙ୍କ…
ଭୁବନେଶ୍ବର : ଚଳିତ ବର୍ଷର ସମ୍ମାନ ଜନକ ସାହିତ୍ୟ ଭାରତୀ ସମ୍ମାନ ପାଇବେ ବିଶିଷ୍ଟ ସାହିତ୍ୟିକ ଶୈଳଜ ରବି। ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ଗଙ୍ଗାଧର ରଥ ଫାଉଣ୍ଡେସନ ପକ୍ଷରୁ ଏହି ଘୋଷଣା କରାଯାଇଛି। ପୁରସ୍କାର ସ୍ୱରୂପ ୧ ଲକ୍ଷ…
ନୂଆଦିଲ୍ଲୀ : ବାଂଲାଦେଶରେ ଘଟିଥିବା ଛାତ୍ର ଆନ୍ଦୋଳନ ଉଗ୍ର ରୂପ ନେବା ଫଳରେ ଶେଖ ହାସିନାଙ୍କ ସରକାର ଭାଙ୍ଗିଯାଇଥିଲା। ତେବେ ଏହି ଆନ୍ଦୋଳନ ପଛରେ ବଡ଼ ଷଡ଼ଯନ୍ତ୍ର ହୋଇଥିବା ସାମ୍ନାକୁ ଆସିଛି। ଛାତ୍ର ଆନ୍ଦୋଳନକୁ ବ୍ୟାପକ କରିବା ଲାଗି ବହୁ ପରିମାଣର…