ପୁଣି ପଡ଼ିଲା ରକ୍ତଛିଟା, ମହାପ୍ରଭୁଙ୍କର ହେଲା ବଡ଼ ମହାସ୍ନାନ

ପୁରୀ,୨୨ା୩: ଶ୍ରୀମନ୍ଦିରରେ ଶନିବାର ମହାପ୍ରଭୁଙ୍କର ହୋଇଛି ବଡ଼ ମହାସ୍ନାନ। ରକ୍ତ ଛିଟା ପଡ଼ିବାରୁ ମହାପ୍ରଭୁଙ୍କ ମହାସ୍ନାନ ହୋଇଛି। ପାଣିଆ ଆପଟ ସେବକ ଝୁଣ୍ଟି ପଡ଼ିଯିବାରୁ ଆଘାତ ଲାଗି ଭିତରକାଠରେ ରକ୍ତ ଛିଟା ପଡ଼ିଥିଲା। ଫଳରେ ମହାପ୍ରଭୁଙ୍କର ମହାସ୍ନାନ ହୋଇଛି। ବିଧି ଅନୁଯାୟୀ,…

ନବ ଦାସଙ୍କ ହତ୍ୟାର ବନ୍ଧୁକ ଛଡ଼ାଇଥିବା ଯୁବକଙ୍କୁ ଜେରା

ଭୁବନେଶ୍ୱର,୨୨ା୩: ନବ ଦାସ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ଖୋଳତାଡ଼ ଆରମ୍ଭ କରିଛି। ବ୍ରଜରାଜନଗର ଥାନାରେ କ୍ରାଇମବ୍ରାଞ୍ଚ ପଚରାଉଚରା କରିଛି। ସରୋଜ ସା’ ନାମକ ଜଣେ ଯୁବକଙ୍କୁ କ୍ରାଇମବ୍ରାଞ୍ଚ ପଚରାଉଚରା କରିଛି। ହତ୍ୟାକାଣ୍ଡ ଦିନ ଘଟଣାସ୍ଥଳରେ ଉପସ୍ଥିତ ଥିଲେ ସରୋଜ। ତତ୍କାଳୀନ ଆଇଆଇସିଙ୍କ…

ଓରିଏଣ୍ଟ ଥାନାରେ କ୍ରାଇମବ୍ରାଞ୍ଚ ଟିମ୍‌: ଅଧିକାରୀ, କର୍ମଚାରୀଙ୍କୁ ପଚରାଉଚରା

ଝାରସୁଗୁଡ଼ା,୨୨।୩: ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାରେ ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚର ଟିମ୍‌ ଶନିବାର ପଞ୍ଚମ ଦିନରେ ବ୍ରଜରାଜନଗର ଓରିଏଣ୍ଟ ଥାନାରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। କ୍ରାଇମବ୍ରାଞ୍ଚ ଟିମ୍‌ ଥାନା କର୍ମଚାରୀ ଏବଂ ଅଧିକାରୀଙ୍କୁ ନବ ଦାସ ହତ୍ୟା…

ନାଗପୁର ହିଂସା ସମୟରେ ଆହତ ହୋଇଥିବା ଯୁବକ ମୃତ

ନାଗପୁର: ଶନିବାର ଦିନ ନାଗପୁରରେ ହୋଇଥିବା ହିଂସା ମାମଲାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଖବର ସାମ୍ନାକୁ ଆସିଛି। ମୃତକଙ୍କ ନାମ ଇରଫାନ ଅନସାରୀ ବୋଲି ଜଣାପଡ଼ିଛି । ମିଳିଥିବା ସୂଚନା ଅନୁଯାୟୀ, ହିଂସା ସମୟରେ ଇରଫାନ ଅନସାରୀ ଗୁରୁତର ଆହତ…

୫.୩ ନିୟୁତ ପ୍ରବାସୀଙ୍କୁ ଆମେରିକା ଛାଡିବାକୁ ଟ୍ରମ୍ପ୍‌ଙ୍କ ନିର୍ଦ୍ଦେଶ

ୱାଶିଂଟନ: ଆମେରିକାର ପ୍ରବାସ ନୀତି ସମ୍ପର୍କରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଶାସନ ଏକ ବଡ଼ ନିଷ୍ପତ୍ତି ନେଇଛି। ଯାହା ଦ୍ୱାରା ୪ ଦେଶର ନାଗରିକଙ୍କୁ ଏବେ ଆମରେିକା ଛାଡିବାକୁ ପଡ଼ିବ। କ୍ୟୁବା, ହାଇତି, ନିକାରାଗୁଆ ଏବଂ ଭେନେଜୁଏଲାର ଆଦି ୪ ଦେଶର…

ସୀମା ନିର୍ଦ୍ଧାରଣ ପାଇଁ ଜନସଂଖ୍ୟା କେବଳ ଏକମାତ୍ର ଆଧାର ନହେଉ : ନବୀନ

ନୂଆଦିଲ୍ଲୀ: ସୀମା ପୁନଃନିର୍ଦ୍ଧାରଣ ପ୍ରସଙ୍ଗରେ ଆଜି (୨୨ ମାର୍ଚ୍ଚ) ଚେନ୍ନାଇରେ ଏହି ପ୍ରସଙ୍ଗରେ ଏକ ବଡ଼ ବୈଠକ ଅନୁଷ୍ଠିତ ହୋଇଥିଲା। ପାଞ୍ଚଟି ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ ଏଥିରେ ଅଂଶଗ୍ରହଣ କରିଥିଲେ। ଏହି ବୈଠକରେ ଅନ୍ୟ ତିନୋଟି ରାଜ୍ୟର ନେତାମାନେ ମଧ୍ୟ…

ରାଜ୍ୟରେ କାଳ ବୈଶାଖୀ ପ୍ରଭାବରେ ବର୍ଷା, ଘଡଘଡି, ବଜ୍ରପାତରେ ୨ ମୃତ

ବ୍ରହ୍ମପୁର/ବ୍ରହ୍ମଗିରି: ରାଜ୍ୟରେ ବିଗତ ୨ଦିନ ହେଲା କାଳବୈଶାଖୀ ଜାରି ରହିଛି। ଏହାର ପ୍ରଭାବରେ ବର୍ଷା, ଘଡ଼ଘଡ଼ି ହୋଇଛି। ଘରଦ୍ବାରା ଭାଙ୍ଗିଛି। ତଳିଆ ଅଞ୍ଚଳରେ ଜଳଭତର୍ତ୍ତି ହୋଇଛି। ଜନଜୀବନ ଅସ୍ତବ୍ୟସ୍ତ ହୋଇଛି। ଆଜି ବଜ୍ରାଘାତରେ ଜଣେ ଦଶମ ଶ୍ରେଣୀ ଛାତ୍ରର ସମେତ ୨…

ଖୁବଶୀଘ୍ର ନିଜର ଇଣ୍ଟରନେଟ ବ୍ରାଉଜର ଖୋଲିବ ଭାରତ

ନୂଆଦିଲ୍ଲୀ: ଖୁବଶୀଘ୍ର ନିଜର ବ୍ରାଉଜର ଲଞ୍ଚ କରିବ ଭାରତ । ଭାରତ ସ୍ୱଦେଶୀ ଭାବରେ ବ୍ରାଉଜର ବିକଶିତ କରିବା ନେଇ ଯୋଜନା କରୁଛି, ଯାହା ଡାଟା ସୁରକ୍ଷା ଏବଂ ଗୋପନୀୟତା ସୁନିଶ୍ଚିତ କରିବ । ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ କିଛି…

‘ଆୟୁଷ୍ମାନ ଭାରତ ଯୋଜନା’ ସମେତ ୧୦ ପ୍ରସ୍ତାବକୁ ମିଳିଳା କ୍ୟାବିନେଟ୍‌ରେ ମଞ୍ଜୁରୀ

ଭୁବନେଶ୍ବର : ରାଜ୍ୟ କ୍ୟାବିନେଟ ୭ଟି ବିଭାଗର ୧୦ଟି ପ୍ରସ୍ତାବକୁ ମଞ୍ଜୁରୀ ଦେଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ଏନେଇ ଗୃହରେ ସୂଚନା ଦେଇଛନ୍ତି। ରାଜ୍ୟ ସରକାର ଆୟୁଷ୍ମାନ ଭାରତ ଯୋଜନାକୁ କ୍ୟାବିନେଟ୍‌ରେ ମଞ୍ଜୁରୀ ଦେଇଛନ୍ତି। ଏହା ଦ୍ବାରା ରାଜ୍ୟର ୩ କୋଟି…

ହନିଟ୍ରାପ୍‌ ପ୍ରସଂଗ‌କୁ ନେଇ କମ୍ପିଲା କର୍ଣ୍ଣାଟକ ବିଧାନସଭା

ବେଙ୍ଗାଲୁରୁ: କର୍ଣ୍ଣାଟକ ବିଧାନସଭାରେ ମୁଖ୍ୟମନ୍ତ୍ରୀ ସିଦ୍ଧରମୟାଙ୍କ ବିରୋଧରେ ହନଟ୍ରାପ ଦୁର୍ନୀତି ଅଭିଯୋଗ ଆସିବା ପରେ ତାହାକୁ ନେଇ ବିବାଦ ଉପୁଜିଛି। ଏହି ମାମଲାରେ ୪୮ ଜଣ ବରିଷ୍ଠ ମନ୍ତ୍ରୀ ସାମିଲ୍‌ ଥିବା ଅଭିଯୋଗ ହୋଇଛି। କର୍ଣ୍ଣାଟକ ସମବାୟ ମନ୍ତ୍ରୀ କେ ଏନ୍‌…