ଆସନ୍ତା ୨୪ରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭୁବନେଶ୍ବର: ଆସନ୍ତା ୨୪ରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି । ସୁରକ୍ଷା ଦୃଷ୍ଟିରୁ ଟ୍ରାଫିକ କଟକଣା ଜାରି କଲା କମିଶନରେଟ ପୋଲିସ । ୨୪ରେ ଅପରାହ୍ଣ ୫ଟା ୨୫ରୁ ସନ୍ଧ୍ୟା ୬ଟା ୫…
