ଆସନ୍ତା ଅପ୍ରେଲ୍ ୧ ତାରିଖରୁ ଭୁବନେଶ୍ୱର ରୁ ଗୋଆକୁ ଉଡିବ ବିମାନ, ସପ୍ତାହରେ ଚାରି ଦିନ ଉଡ଼ିବ
ଭୁବନେଶ୍ବର: ଭୁବନେଶ୍ୱର ରୁ ଗୋଆକୁ ଉଡିବ ବିମାନ । ବିମାନ ସେବା କ୍ଷେତ୍ରରେ ଓଡ଼ିଶା ଇତିହାସରେ ଆଉ ଏକ ଫର୍ଦ୍ଦ ଯୋଡ଼ି ହେବ । ଆସନ୍ତା ଅପ୍ରେଲ୍ ୧ ତାରିଖ ଠାରୁ ଉତ୍କଳ ଦିବସ ଅବସରରେ ଓଡ଼ିଶାରୁ ଗୋଆକୁ ସିଧାସଳଖ ବିମାନ ସେବା…
