ଟ୍ରମ୍ପ୍‌ଙ୍କୁ ନୋବେଲ ଶାନ୍ତି ପୁରସ୍କାର ମିଳିବା ନେଇ ଚର୍ଚ୍ଚା

ୱାଶିଂଟନ: ତିନି ବର୍ଷ ଧରି ଚାଲିଥିବା ରୁଷିଆ-ୟୁକ୍ରେନ ଯୁଦ୍ଧକୁ ବନ୍ଦ କରିବା ପାଇଁ ସମସ୍ତ ପ୍ରୟାସ ବିଫଳ ହେଉଥିଲା ଏବଂ ତା’ପରେ ଡୋନାଲ୍ଡ ଟ୍ରମ୍ପ୍ ତାଙ୍କ ନିର୍ବାଚନ ପ୍ରଚାର ସମୟରେ ଯୁଦ୍ଧ ବନ୍ଦ କରିବାକୁ ପ୍ରତିଶ୍ରୁତି ଦେଇଥିଲେ। ରାଷ୍ଟ୍ରପତି ପଦ ଗ୍ରହଣ…

ସୁନୀତା ୱିଲିୟମ୍ସ ବସି ଫେରିଥିବାକ୍ରୁ ଡ୍ରାଗନ୍ କ୍ୟାପସୁଲର ମୂଲ୍ୟ ୧୧୭୦ କୋଟି ଟଙ୍କା

ନୂଆଦିଲ୍ଲୀ: ଅନେକଦିନର ଚେଷ୍ଟା ପରେ ୯ ମାସ ପରେ ଦୀର୍ଘ ୧୭ ଘଣ୍ଟାର ଯାତ୍ରା ପରେ ସ୍ପେସ ଷ୍ଟେସନରୁ ସଫଳତା ସହ ସୁନୀତା ୱିଲିୟମ୍ସ ଓ ବୁଚ୍ ୱିଲମୋର ଏବଂ ତାଙ୍କର ଅନ୍ୟ ଦୁଇ ମହାକାଶଚାରୀ ଆଲେକଜାଣ୍ଡର ଗୋର୍ବୁନୋଭ ଓ ନିକ୍…

ପିଏମ୍‌ ସୂର୍ଯ୍ୟଘର ଯୋଜନା ପାଇଁ ବଢୁଛି ଆଗ୍ରହ-ଶକ୍ତିମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ପିଏମ୍‌ ସୂର୍ଯ୍ୟଘର ଯୋଜନା ପାଇଁ ଆଗ୍ରହ ବୃଦ୍ଧି ପାଉଥିବା ବେଳେ ଏଯାଏଁ ପ୍ରାୟ ୯୩ ହଜାର ୩୬୭ ଜଣ ଲୋକେ ପଞ୍ଚୀକରଣ କରିଥିବା ନେଇ ବୁଧବାର ଜଣାପଡିଛି। ପଞ୍ଚୀକରଣ କରିଥିବା ହିତାଧିକାରୀଙ୍କ ମଧ୍ୟରୁ ୨୭୪୦ ଜଣ ଏହାର…

ମାର୍ଚ୍ଚ ୩୧ ପରେ ସୁଭଦ୍ରା ସର୍ଭେ: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ପୁଣି ସୁଭଦ୍ରାକୁ ନେଇ ବଡ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ସେ କହିଛନ୍ତି ରାସନ କାର୍ଡ ଏବଂ ଆୟରେ ତାଳମେଳ ଅଭାବରୁ ୧ ଲକ୍ଷ ମହିଳା ସୁଭଦ୍ରା ଟଙ୍କା ପାଇବାରୁ ବଞ୍ଚିତ ହୋଇଛନ୍ତି। ପ୍ରଥମ କିସ୍ତି ପାଇଛନ୍ତି ମାତ୍ର ଆୟ…

ରତ୍ନଭଣ୍ଡାର କମିସନଙ୍କ ରିପୋର୍ଟ: ସ୍ପଷ୍ଟୀକରଣ ରଖିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ଶ୍ରୀମନ୍ଦିର ରତ୍ନଭଣ୍ଡାର କମିସନଙ୍କ ରିପୋର୍ଟ ସାର୍ବଜନୀନ ହେବ କି ନାହିଁ ଏବେବି ଦ୍ଵନ୍ଦ ଜାରି ରହିଛି। ଓଡ଼ିଶା ହାଇକୋର୍ଟରେ ହୋଇଥିବା ଜନସ୍ୱାର୍ଥ ମାମଲାର ଆଜି ଶୁଣାଣି ହୋଇଛି। ରାଜ୍ୟ ସରକାର ଦେଇଥିବା ଦୁଇଟି ସତ୍ୟପାଠରେ ରିପୋର୍ଟ ସାର୍ବଜନୀନ ହେବ କି…

ଅପ୍ରେଲ୍‌ ୨ରୁ ସକାଳ ୭ଟାରୁ ୯ଟା ଯାଏଁ ଅଙ୍ଗନବାଡ଼ି କେନ୍ଦ୍ର ଚାଲିବ: ରାଜସ୍ବ ମନ୍ତ୍ରୀ

ଭୁବନେଶ୍ବର: ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ପ୍ରବଳ ଖରାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆସନ୍ତା ଅପ୍ରେଲ୍‌ ୨ରୁ ସକାଳୁଆ ପାଠ ପଢ଼ା ହେବ ବୋଲି କହିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ…

ରାଜାଙ୍କୁ ତିନିଦିନଆ ରିମାଣ୍ଡରେ ନେବ ଇଓଡବ୍ଲ୍ୟୁ

ବା‌ଲେଶ୍ବର: କେନ୍ଦୁଝର ଜିଲ୍ଲା ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍‌ସି ଆଣ୍ଡ୍‌ ଟ୍ରାନ୍‌ସପୋର୍ଟିଂ କୋ-ଅପରେଟିଭ ସୋସାଇଟି ଲିମିଟେଡ୍‌ରେ ବହୁ କୋଟି ଟଙ୍କାର ଆର୍ଥିକ ହେରଫେର ମାମଲାରେ ଗିରଫ ବିଜେଡି ନେତା ସୌମ୍ୟଶଙ୍କର ଚକ୍ର ଓରଫ ରାଜାଙ୍କୁ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ)…

ଓଲଟିଲା ଯାତ୍ରୀବାହୀ ବସ୍, ଚାଲିଗଲା ଜଣଙ୍କ ଜୀବନ

ନବରଙ୍ଗପୁର: ନବରଙ୍ଗପୁର ଥାନା ତାରାଗାଁ ନିକଟରେ ଏକ ଯାତ୍ରୀବାହୀ ବସ୍ ଓଲଟିବା ଫଳରେ ଜଣେ ଯାତ୍ରୀଙ୍କ ମୃତ୍ୟୁ ହୋଇଛି। ଏହାଛଡ଼ା ଏହି ଦୁର୍ଘଟଣାରେ ୧୦ ଜଣ ଆହତ ହୋଇଥିବା ଜଣାଯାଇଛି। ବସଟି ଉମରକୋଟରୁ ଜୟପୁର ଅଭିମୁଖେ ଯାଉଥିବାର ସୂଚନା ରହିଛି। ଜୟପୁର…

ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନବ ଦାସଙ୍କ ପତ୍ନୀ-ଝିଅ-ପୁଅ

ଭୁବନେଶ୍ବର/ଝାରସୁଗୁଡ଼ା : ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାର ଗୁମର ଖୋଲିବାର ଆଶା ଦେଖାଯାଉଛି। କ୍ରାଇମ୍‌ ବ୍ରାଞ୍ଚର ସାନି ତଦନ୍ତ ଆରମ୍ଭ ହୋଇଥିବା ବେଳେ ସ୍ବର୍ଗତଃ ନବ ଦାସଙ୍କ ପତ୍ନୀ ମୀନତି ଦାସ ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ…

ନିଯୁକ୍ତି ମେଳା: ୫ ବିଭାଗରେ ୮୧୨ ଜଣଙ୍କୁ ନିଯୁକ୍ତି ପତ୍ର

ଭୁବନେଶ୍ୱର: ସରକାରୀ ଚାକିରୀ ସର୍ବଦା ଜନସେବା ପାଇଁ ଉତ୍ସର୍ଗୀକୃତ। ତେଣୁ ନିଜକୁ ଜନସାଧାରଣଙ୍କର ସେବକ ଭାବେ ସାଧାରଣ ଲୋକଙ୍କ ଆଶା, ଆକାଂକ୍ଷାକୁ ପୂରଣ କରିବା ଏବଂ ସେମାନଙ୍କ ସମସ୍ୟା ସମାଧାନ ଦିଗରେ କାର୍ଯ୍ୟ କରିବା ପାଇଁ ପ୍ରତିଶ୍ରୁତିବଦ୍ଧ ହୋଇ ରହିବା ଆବଶ୍ୟକ।…