ତ୍ରିଶୁଳିଆ ନୁହେଁ କଟକ ପର୍ଯ୍ୟନ୍ତ ଗଡିବ ମେଟ୍ରୋ, ଖୁବ ଶୀଘ୍ର ହେବ ନୂଆ DPR: ନଗର ଉନ୍ନୟନ ମନ୍ତ୍ରୀ
ଭୁବନେଶ୍ୱର : ତ୍ରିଶୁଳିଆ ନୁହେଁ କଟକ ପର୍ଯ୍ୟନ୍ତ ଗଡିବ ମେଟ୍ରୋ । ଏନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ପୂର୍ବ ସରକାର ଯେଉଁ ମେଟ୍ରୋର ପରିକଳ୍ପନା କରିଥିଲେ ତ୍ରିଶୁଳିଆ ପର୍ଯ୍ୟନ୍ତ, ତାହାର କାର୍ଯ୍ୟକ୍ଷମ ନେଇ ସୂଚନା ଦେଇଛନ୍ତି…
