ସବୁଠାରୁ ଗରିବ ଓ ଅସହାୟ ଲୋକଙ୍କ ପାଇଁ ଘର ଦିଆଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସତୁରି ଦଶକରୁ ଆଜି ପର୍ଯ୍ୟନ୍ତ ଘର ଖଣ୍ଡିଏ ପାଇବା ଗରିବ ଓ ସାଧାରଣ ଲୋକଙ୍କ ପାଇଁ ବଡ ସମସ୍ୟା ହୋଇ ରହିଛି। ଆଜି ମଧ୍ୟ ଅନେକଙ୍କ ମୁଣ୍ଡ ଗୁଞ୍ଜିବା ପାଇଁ ଘର ଖଣ୍ଡିଏ ବି ନାହିଁ। ଏ ସମସ୍ୟାର ସମାଧାନ…

ଏପ୍ରିଲ ୨ରୁ ବର୍ଷା ସମ୍ଭାବନା

ଭୁବନେଶ୍ୱର: ତାତିରୁ ମିଳିବ ଆଶ୍ବସ୍ତି। ଏପ୍ରିଲ ୨ରୁ ଓଡ଼ିଶାରେ ହାଲୁକା ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଥିବା ନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)। ଏପ୍ରିଲ ୨ରେ କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି…

ହିମାଚଳପ୍ରଦେଶରେ ଭୂସ୍ଖଳନ, ୬ ମୃତ

ହିମାଚଳପ୍ରଦେଶର କୁଲ୍ଲୁ ଜିଲା ଅନ୍ତର୍ଗତ ମଣିକର୍ଣ୍ଣ ଅଞ୍ଚଳରେ ରବିବାର ଭୂସ୍ଖଳନ ଘଟିଛି। ଏଥିରେ ୬ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଏକାଧିକ ଲୋକ ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ, ମଣିକର୍ଣ୍ଣ ସାହିବ…

ଭୁବନେଶ୍ଵରରେ ଇଦ୍ ଓ ରାମ ନବମୀ ପାଇଁ ବ୍ୟାପକ ପ୍ରସ୍ତୁତି, କନଭୟ ପାଟ୍ରୋଲିଂ ଆରମ୍ଭ

ଭୁବନେଶ୍ଵର : ଇଦ୍ ଓ ରାମ ନବମୀ ପାଇଁ ବ୍ୟାପକ ପ୍ରସ୍ତୁତି । ରାମ ନବମୀ ଓ ଇଦ୍ ପାଇଁ ଭୁବନେଶ୍ଵରରେ ହାଇ ସିକ୍ୟୁରିଟି । କମିସନରେଟ ପୋଲିସର ବ୍ୟାପକ କନଭୟ ପାଟ୍ରୋଲିଂ ଆରମ୍ଭ ହୋଇଛି । ସବୁ ଗଳି କନ୍ଦିରେ ପାଟ୍ରୋଲିଂ…

୨୨ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗରେ ଆକାଉଣ୍ଟାଣ୍ଟ ଗିରଫ

ଜଳେଶ୍ୱର: ୨୨ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗରେ ଆକାଉଣ୍ଟାଣ୍ଟ ଗିରଫ । ବଣିଆଡିହା ସମବାୟ ସମିତିର ପୂର୍ବତନ ଆକାଉଣ୍ଟାଣ୍ଟ ଗିରଫ । ପୂର୍ବତନ ଆକାଉଣ୍ଟାଣ୍ଟ ସତ୍ୟ ଅଞ୍ଜନ ଦେଙ୍କୁ ଗିରଫ କଲା ଭିଜିଲାନ୍ସ । ସୂଚନା ଅନୁସାରେ, ବଣିଆଡିହା ସମବାୟ ସମିତିର…

ଦିଲ୍ଲୀ ଉପକଣ୍ଠକୁ ସ୍ଥାନାନ୍ତର ହେବ ତିହାର ଜେଲ

ନୂଆଦିଲ୍ଲୀ : ଦିଲ୍ଲୀସ୍ଥିତ ତିହାର ଜେଲକୁ ସ୍ଥାନାନ୍ତର କରିବାକୁ ରାଜ୍ୟ ସରକାର ଚିନ୍ତା କରୁଥିବା ଜଣାପଡିଛି। ଜେଲ ସ୍ଥାନାନ୍ତରଣ ସର୍ଭେ କାର୍ଯ୍ୟ ପାଇଁ ଚଳିତ ବଜେଟରେ ୧୦ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ସୂଚନା ଦେଇଛନ୍ତି।…

୫୦ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି : ୫୦ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲା SP,ବସ୍ତର DIG ଙ୍କ ନିକଟରେ ୫୦ ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ । ସେମାନଙ୍କ ନାଁରେ ୬୮ ଲକ୍ଷ ଟଙ୍କା ପୁରସ୍କାର ଥିଲା । ଅନେକ…

ନିର୍ଗୁଣ୍ଡିରେ ଟ୍ରେନ୍ ଲାଇନଚ୍ୟୁତ: ହେଲ୍ପଲାଇନ ନମ୍ବର ଜାରି

କଟକ: କଟକ ନିର୍ଗୁଣ୍ଡିରେ ଲାଇନଚ୍ୟୁତ ହୋଇଛି କାମାକ୍ଷା ଏକ୍ସପ୍ରେସ୍‌ । ଏଥିରେ ୭ ଜଣ ଯାତ୍ରୀ ଆହତ ହୋଇଥିବା ସୂଚନା ରହିଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଥିବା  ଏସସିବି ମେଡିକାଲ ପକ୍ଷରୁ ସୂଚନା ଦିଆଯାଇଛି । ଆହତମାନଙ୍କୁ ଅନ୍ୟ ଟ୍ରେନ ମାଧ୍ୟମରେ…

କବିସୂର୍ଯ୍ୟନଗରରେ ଗୁଳିମାଡ଼, ଦୁର୍ଦ୍ଦାନ୍ତ ଅପରାଧୀ ମୃତ

ପୋଲସରା : କବିସୂର୍ଯ୍ୟନଗରରେ ଗୁଳିମାଡ଼ । ଦୁର୍ଦ୍ଦାନ୍ତ ଅପରାଧୀ ଲକ୍ଷ୍ମୀନାରାୟଣ ପାଇକରାୟଙ୍କ ମୃତ୍ୟୁ ହୋଇଛି । ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ପଥରାପଲ୍ଲୀ ଗାଁ ନିକଟରେ ଗୁଳିମାଡ଼ ହୋଇଛି । କିଛି ଦୁର୍ବୃତ୍ତ ଗୁଳି କରି ହତ୍ୟା କରିଥିବା ସୂଚନା ମିଳିଛି। ମୁଣ୍ଡରେ ଗୁଳି…

ପରିବେଶ ସୁରକ୍ଷା ପ୍ରତି ସଚେତନ ହେବାକୁ ରାଷ୍ଟ୍ରପତିଙ୍କ ପରାମର୍ଶ

ନୂଆଦିଲ୍ଲୀ : ପରିବେଶ ସୁରକ୍ଷା ପ୍ରତି ସଚେତନ ହେବା ସହ ଏଥିପାଇଁ ଉଦ୍ୟମ କରିବାକୁ ଦେଶବାସୀଙ୍କୁ ପରାମର୍ଶ ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବିଜ୍ଞାନ ଭବନରେ ପରିବେଶ ସମ୍ପର୍କିତ ଏକ ଜାତୀୟ ସମ୍ମିଳନୀରେ ଉଦ୍‌ବୋଧନ ଦେଇ ରାଷ୍ଟ୍ରପତି ମୁର୍ମୁ ପରିବେଶ ସୁରକ୍ଷା…