ହୋଲି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର : ରାଜ୍ୟବାସୀଙ୍କୁ ରଙ୍ଗର ପର୍ବ ହୋଲି ଅବସରରେ  ହାର୍ଦ୍ଦିକ ଶୁଭେଚ୍ଛା  ଜଣାଇଛନ୍ତି  ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।  ଏନେଇ ସେ କହିଛନ୍ତି, ରଙ୍ଗର ପର୍ବ  ପବିତ୍ର ହୋଲି ଅବସରରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା । ଭାତୃତ୍ୱ ଓ ସଦଭାବନାର…

ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପ: ସ୍ଥିତି ଅନୁଧ୍ୟାନ କରୁଛନ୍ତି ଉଚ୍ଚସ୍ତରୀୟ କମିଟି

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ମେଟ୍ରୋ ପ୍ରକଳ୍ପ ପାଇଁ ଉଚ୍ଚସ୍ତରୀୟ କମିଟି ଗଠନ ହୋଇଛି। ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ପ୍ରଦାନ କରିଛନ୍ତି। ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ୬ ହଜାର ୨୫୫ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି।…

ପୁଣି ମାତିଲେ ସାରଥି ଅନୁଗାମୀ, ଜଗନ୍ନାଥ ଓ ସାରଥୀ ଏକ ବୋଲି ଦାବି କରିଛନ୍ତି ଭକ୍ତ

ଭୁବନେଶ୍ଵର: ସାରଥୀ ପ୍ରେମରେ ପୁଣି ବାଇଆ ହେଲେ ଭକ୍ତ । ଭଜନ କୀର୍ତ୍ତନରେ କମ୍ପୁଛି ସମଗ୍ର ଅଞ୍ଚଳ । ସାରଥୀଙ୍କ ଉପରେ ଥିବା କଟକଣାକୁ ଫୁ କରିଦେଇଛନ୍ତି ସାରଥୀ ଭକ୍ତ । କୋର୍ଟ କଚେରୀରେ ଫସିଥିବା ଭଣ୍ଡ ଅଭିଯୁକ୍ତ ବାବା ସାରଥୀଙ୍କ…

ଲଦାଖରେ ଭୂକମ୍ପ ଝଟ୍‌କା, ରିକ୍ଟର ସ୍କେଲରେ ତୀବ୍ରତା ୫.୨ ରେକର୍ଡ

ଲଦାଖରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଯାହାର ତୀବ୍ରତା ରିକ୍ଟର ସ୍କେଲରେ ୫.୨ ରେକର୍ଡ କରାଯାଇଛି। ଜମ୍ମୁ କାଶ୍ମୀର ରେ ମଧ୍ୟ ଭୂକମ୍ପ ଅନୁଭୂତ ହୋଇଛି। ନ୍ୟାସନାଲ ସେଣ୍ଟର ଫର୍ ସିସମୋଲୋଜି ଅନୁଯାୟୀ ଭୂକମ୍ପଟି ବିଳମ୍ବିତ ରାତି ପ୍ରାୟ ୨ଟା ୫୦ରେ…

ଆଗାମୀ ୫ଦିନ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ: ପାଣିପାଗ ବିଭାଗ

ଭୁବନେଶ୍ୱର: ଆସନ୍ତା ପାଞ୍ଚ ଦିନ ପାଇଁ ଓଡ଼ିଶା ରାଜ୍ୟ ପାଇଁ ଭୁବନେଶ୍ୱରର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଏକ ଗ୍ରୀଷ୍ମ ପ୍ରବାହ ସତର୍କତା ଜାରି କରାଯାଇଛି। ପାଣିପାଗ ବିଭାଗ ଏହି ପରିପ୍ରେକ୍ଷୀରେ ଏକ ସତର୍କ ପରାମର୍ଶ ଜାରି କରିଛି। ମଧ୍ୟାହ୍ନରେ ସିଧାସଳଖ…

ଏସଟିଏଫର ବଡ ସୂଚନା, କ୍ଷୀର ବେପାରରୁ ବନିଥିଲା ବନ୍ଧୁକ ମାଫିଆ

କଟକ: କ୍ଷୀର ବେପାରରୁ ବନିଥିଲା ବନ୍ଧୁକ ମାଫିଆ । କଟକରେ ବେଆଇନ ବନ୍ଧୁକ କାରଖାନା ଠାବ ମାମଲାରେ ଏସଟିଏଫ୍ ଡିଆଇଜିଙ୍କ ପ୍ରେସମିଟ୍‌ । ଘଟଣାରେ ଏଯାବତ୍ ୪ଜଣଙ୍କୁ ଗିରଫ କରିଛି ଏସଟିଏଫ୍ । ଘର ମାଲିକ ସହ ୪ ଜଣ ଗିରଫ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଏକା ସହ ଚାଲିଗଲା ସ୍ୱାମୀ ସ୍ତ୍ରୀଙ୍କ ଜୀବନ

ବାଲୁଗାଁ: ଏମିତି ଦୁର୍ଘଟଣା । ଦେଖିଲେ ଛାତି ଥରି ଉଠିବ । ଏକା ସାଥିରେ ହାତ ଧରା ଧରି ହୋଇ ଚାଲିଗଲେ ସ୍ବାମୀ ସ୍ତ୍ରୀ । ସବୁଦିନ ପାଇଁ ଶୋଇଗଲେ ଚିର ନିଦ୍ରାରେ । ସତରେ ମୃତ୍ୟୁ ଏମିତି ବି ଆସେ ।…

ପାକିସ୍ତାନ ମସଜିଦରେ ବିସ୍ଫୋରଣ

ଇସ୍ଲାମାବାଦ: ପାକିସ୍ତାନର ଦକ୍ଷିଣ ୱାଜିରିସ୍ତାନରେ ଥିବା ଏକ ମସଜିଦରେ ଶୁକ୍ରବାର ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି। ଗତ ୪ ଦିନ ମଧ୍ୟରେ ପାକିସ୍ତାନରେ ଏହା ହେଉଛି ତୃତୀୟ ବଡ଼ ଆତଙ୍କବାଦୀ ଆକ୍ରମଣ। ଜିଲ୍ଲା ପୁଲିସ ଅଧିକାରୀ ଆସିଫ୍ ବାହାଦାରଙ୍କ ସୂଚନା…

ହୋଲି ପାଇଁ ସଜାଗ ଅଗ୍ନିଶମ ବିଭାଗ, ତୁଠ ଜଗିବ ସ୍ୱତନ୍ତ୍ର ଟିମ୍

ଭୁବନେଶ୍ଵର: ହୋଲି ଅଘଟଣ ରୋକିବା ପାଇଁ ରାଜ୍ୟ ଅଗ୍ନିଶମ ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ହୋଲି ପାଇଁ ସଜାଗ ରହିଛି ଅଗ୍ନିଶମ ବିଭାଗ। ହୋଲି ଦିନ ଯେପରି କୌଣସି ଅଘଟଣ ନଘଟେ ସେନେଇ ପ୍ରସ୍ତୁତ ହୋଇଛି ସ୍ୱତନ୍ତ୍ର ଟିମ। ଏଥିପାଇଁ…

ଏକ ସଙ୍ଗରେ ୧୫ରୁ ଅଧିକ ଛେଳିର ମୃତ୍ୟୁ

ଢେଙ୍କାନାଳ : ଏକ ସଙ୍ଗରେ ୧୫ରୁ ଅଧିକ ଛେଳିର ମୃତ୍ୟୁ । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ଢେଙ୍କାନାଳ ସଦର ଥାନା ସୋଗରପଷି ପଞ୍ଚାୟତ ଆରଦା ଗାଁରୁ ଆସିଛି ଅଭିଯୋଗ । ଜଙ୍ଗଲରେ ଚରୁଥିବା ଅବସ୍ଥାରେ ୧୫ରୁ ଅଧିକ ଛେଳିର ଅକସ୍ମାତ…