ଏଆଇଏମଆଇଏମ ଘୋଷଣାକୁ ନେଇ ଚିନ୍ତାରେ ଟିଏମସି
ନୂଆଦିଲ୍ଲୀ: ଅସଦୁଦ୍ଦିନ ଓୱେସିଙ୍କ ଦଳ ଅଲ୍ ଇଣ୍ଡିଆ ମଜଲିସ୍-ଏ-ଇତ୍ତେହାଦ-ଉଲ୍-ମୁସଲିମିନ୍ (AIMIM) ଦାବି କରିଛି ଯେ ପଶ୍ଚିମବଙ୍ଗର ମୁସଲିମ୍ ଜନସଂଖ୍ୟା ୪୦% ଅତିକ୍ରମ କରିଛି। ଦଳ ୨୦୨୬ ବିଧାନସଭା ନିର୍ବାଚନରେ ସମସ୍ତ ଆସନରେ ଲଢ଼ିବାକୁ ଘୋଷଣା କରିଛି। ସାମ୍ବାଦିକ ସମ୍ମିଳନୀରେ ଦଳ ମୁସଲମାନ,…
