ଭୁବନେଶ୍ୱରର ପଳାସୁଣୀ ବ୍ରିଜ୍‌ର ୬-ଲେନିଂକୁ ଅନୁମୋଦନ କଲେ କେନ୍ଦ୍ର ସରକାର

ଭୁବନେଶ୍ୱର: ଓଡ଼ିଶା ରାଜଧାନୀ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣାକ୍ରମରେ, କେନ୍ଦ୍ର ସରକାର ଜାତୀୟ ରାଜପଥ (ଏନଏଚ)-୧୬ରେ ପଳାସୁଣୀ ସେତୁର ଛଅ ଲେନ ନିର୍ମାଣ ପାଇଁ ନୀତିଗତ ଅନୁମୋଦନ ପ୍ରଦାନ କରିଛନ୍ତି। ବୁଧବାର ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଏ ସମ୍ପର୍କରେ ସୂଚନା…

ଚଳିତ ବର୍ଷ ପ୍ରଥମ ଥର ଓଡ଼ିଶାରେ ୪୦ ଡିଗ୍ରୀ ଅତିକ୍ରମ କଲା ତାପମାତ୍ରା

ଭୁବନେଶ୍ୱର: ଚଳିତ ବର୍ଷ ୨୦୨୫ ମସିହାରେ ପ୍ରଥମ ଥର ପାଇଁ ଓଡ଼ିଶାର ତାପମାତ୍ରା ୪୦ ଡିଗ୍ରି ସେଲସିୟସ୍ ଅତିକ୍ରମ କରିଛି। ବୌଦ୍ଧର ତାପମାତ୍ରା ୪୦.୫ ଡିଗ୍ରି ସେଲସିୟସ୍ ଛୁଇଁଥିବ‌ା ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ସୂଚନା ଦେଇଛି। ଆଇଏମଡିର ସଦ୍ୟତମ ତଥ୍ୟ…

ମରିସସ୍ ରାଷ୍ଟ୍ରପତିଙ୍କୁ ଗଙ୍ଗାଜଳ ଉପହାର ଦେବାରୁ ମୋଦୀଙ୍କୁ ପ୍ରଶଂସା କଲେ ଯୋଗୀ

ଲକ୍ଷ୍ନୌ: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଙ୍ଗଳବାର ମରିସସର ରାଷ୍ଟ୍ରପତି ଧରମବୀର ଗୋଖୁଲଙ୍କୁ ଉପହାର ମାଧ୍ୟମରେ ଭାରତର ସାଂସ୍କୃତିକ ଐତିହ୍ୟକୁ ଉଜ୍ଜ୍ୱଳ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ 'ଏକ୍ସ'ରେ ଏକ ପୋଷ୍ଟରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି,…

ଶନିବାର ବିଭିନ୍ନ ଜିଲାରେ ହିଟ୍‌ ଓ୍ବେଭ୍‌: ସତର୍କ କରାଇଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୨ା୩: ହୋଲି (ମାର୍ଚ୍ଚ ୧୫) ଦିନ ଓଡ଼ିଶାର ଅନେକ ଜିଲାରେ ହିଟ୍‌ ଓ୍ବେଭ୍‌ ଅନୁଭବ ହେବାର ସମ୍ଭାବନା ଅଛି। ଭାରତୀୟ ପାଣିପାଗ ବିଭାଗ (IMD) ପୂର୍ବାନୁମାନ କରିଛି ଏବଂ ଏହି ସମ୍ପର୍କରେ ଏକ ସତର୍କତା ଜାରି କରିଛି। ଝାରସୁଗୁଡା, ସମ୍ବଲପୁର, ବଲାଙ୍ଗୀର ଏବଂ…

ବାହାର ରାଜ୍ୟରୁ ୨୦୨୩-୨୪ରେ ଓଡ଼ିଶାକୁ ୩୩,୪୨୪ ମେଟ୍ରିକ ଟନ୍ ମାଛ ଆସିଛି, ଅଣ୍ଡା ଅଭାବ ରହିଛି: ମନ୍ତ୍ରୀ

ଭୁବନେଶ୍ବର: ବାହାର ରାଜ୍ୟରୁ ୨୦୨୩-୨୪ରେ ଓଡ଼ିଶାକୁ ୩୩,୪୨୪ ମେଟ୍ରିକ ଟନ୍ ମାଛ ଆସିଛି ବୋଲି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ବିଧାନସଭାରେ ସୂଚନା ପ୍ରଦାନ କରିଛନ୍ତି। ବ୍ରହ୍ମଗିରି ବିଧାୟକ ଶ୍ରୀମତୀ ଉପାସନା ମହାପାତ୍ର ପ୍ରଶ୍ନ କରିଥିଲେ…

ଏଣିକି ଟଙ୍କା ପରି ଏଟିଏମ୍‌ରୁ କାଢିପାରିବେ ସୁନା

ନୂଆଦିଲ୍ଲୀ,୧୨।୩: ଏଟିଏମରୁ ନୋଟ ବାହାରୁଥିବା କଥା ତ ସମସ୍ତେ ଜାଣନ୍ତି। କିନ୍ତୁ ସୁନା ଓ ରୂପା ବାହାରିବା କେବେ ଶୁଣିଛନ୍ତି କି? ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ। ତିରୁପତି ମନ୍ଦିର ଦର୍ଶନ କରିବାକୁ ଯାଉଥିବା ଭକ୍ତମାନଙ୍କୁ ଏବେ ଏଠାରେ ଏକ ନୂଆ…

ସ୍ତ୍ରୀଙ୍କ ସହ ଭାରତ ଆସିବେ ଜେଡି ଭାନ୍ସ, ଶ୍ୱଶୁର ଘରେ ହେବ ଚର୍ଚ୍ଚା

ନୂଆଦିଲ୍ଲୀ,୧୨।୩: ନୂତନ ଆମେରିକୀୟ ପ୍ରଶାସନର ଦୁଇଜଣ ଶୀର୍ଷ ଅଧିକାରୀ ଖୁବ ଶୀଘ୍ର ଭାରତ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଆମେରିକାର ଜାତୀୟ ଗୁଇନ୍ଦା ନିର୍ଦ୍ଦେଶକ ତୁଳସୀ ଗବାର୍ଡ ଆସନ୍ତା ସପ୍ତାହରେ ଭାରତ ଗସ୍ତରେ ଆସିବେ। ତାଙ୍କ ବ୍ୟତୀତ, ଆମେରିକାରେ ଟ୍ରମ୍ପଙ୍କ ବିଶ୍ୱସ୍ତ…

ବ୍ୟବସାୟ ବିକାଶ ବୃଦ୍ଧି କରିବା ପାଇଁ ସହର ଯୋଜନା ନିୟମ ସଂଶୋଧନ କଲେ ଓଡ଼ିଶା ସରକାର

ଭୁବନେଶ୍ୱର,୧୨।୩: ଇଜ୍‌ ଅଫ୍‌ ଡୁଇଙ୍ଗ ବିଜନେସ(ବ୍ୟବସାୟ କରିବାର ସହଜତା)କୁ ବୃଦ୍ଧି କରିବା ପାଇଁ, ଓଡ଼ିଶା ସରକାର ଓଡ଼ିଶା ସହର ଯୋଜନା ଏବଂ ଉନ୍ନତି ଟ୍ରଷ୍ଟ (ଯୋଜନା ଏବଂ ନିର୍ମାଣ ମାନକ) ନିୟମ, ୨୦୨୧ ଏବଂ ଓଡ଼ିଶା ବିକାଶ କର୍ତ୍ତୃପକ୍ଷ (ଯୋଜନା ଏବଂ ନିର୍ମାଣ…

ଗିରଫ ହୋଇପାରନ୍ତି ରାଜା ଚକ୍ର

ଭୁବନେଶ୍ୱର,୧୨।୩: ଗିରଫ ହୋଇପାରନ୍ତି ରାଜା ଚକ୍ର। ଗନ୍ଧମାର୍ଦ୍ଧନ ଖଣି ଲୋଡିଂ ଏଜେନ୍ସି ଦୁର୍ନୀତି ମାମଲାରେ ଗିରଫ ହୋଇପାରନ୍ତି ରାଜା ଚକ୍ର। ବିଜେଡି ନେତା ସୌମ୍ୟଶଙ୍କର ଚକ୍ର ଓରଫ ରାଜା ଚକ୍ର ଓ ଅନ୍ୟ ଚାରି ସହଯୋଗୀଙ୍କ ଆଗୁଆ ଜାମିନ ଖାରଜ। ସହଯୋଗୀଙ୍କ…

ବିଧାନସଭା ଘେରିବ କଂଗ୍ରେସ, ମୋହନ ସରକାରଙ୍କ ବଢିଲା ଟେନଶନ

ଭୁବନେଶ୍ୱର,୧୨।୩: କଂଗ୍ରେସ ନେତା ତାରା ବାହିନୀପତିଙ୍କ ସସପେଣ୍ଡ ଘଟଣାକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ଏ ପ୍ରସଙ୍ଗରେ ବଡ଼ ବୈଠକ କରିଛି ବଂଗ୍ରେସ। ଯେଉଁଥିରେ ଦଳର ବହୁ ବଡ଼ ବଡ଼ ନେତା ଯୋଗ ଦେଇଥିଲେ। ତେବେ ବୈଠକ ପରେ ଦଳ…