ବିଧାନସଭାରେ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ, ଚାଲିପାରିଲାନି ପ୍ରଶ୍ନକାଳ
ଭୁବନେଶ୍ୱର : ବିଧାନସଭାରେ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ । ଚାଲିପାରିଲାନି ପ୍ରଶ୍ନକାଳ । ଗୃହରେ ବିରୋଧୀ ବିଜେଡି ଓ କଂଗ୍ରେସ ବିଧାୟକ ପ୍ରବଳ ହୋହାଲ୍ଲା ଓ ନାରାବାଜି କରିଛନ୍ତି । ଓଡ଼ିଶାକୁ ଭାଗ ଭାଗ ଚଳିବ ନାହିଁ । ପ୍ଲାକାର୍ଡ ଦେଖାଇ ଗୃହ…
