ତୀର୍ଥଯାତ୍ରୀଙ୍କୁ ନେଇ ବ୍ରହ୍ମପୁରରୁ ଅଯୋଧ୍ୟା ଓ ବାରଣସୀକୁ ଗଡିଲା ସ୍ବତନ୍ତ୍ର ଟ୍ରେନ
ବ୍ରହ୍ମପୁର: ବରିଷ୍ଠ ନାଗରିକ ତୀର୍ଥଯାତ୍ରୀଙ୍କୁ ନେଇ ବ୍ରହ୍ମପୁରରୁ ଅଯୋଧ୍ୟା ଓ ବାରଣସୀ ଅଭିମୁଖେ ଗଡିଲା ସ୍ବତନ୍ତ୍ର ଟ୍ରେନ । ଦକ୍ଷିଣ ଓଡିଶାର ୫ଟି ଜିଲ୍ଲାର ମୋଟ ୮୦୦ ଜଣ ବରିଷ୍ଠ ତୀର୍ଥଯାତ୍ରୀଙ୍କୁ ନେଇ ରେଳଷ୍ଟେସନ ୪ ନମ୍ବର ପ୍ଲାଟଫର୍ମରୁ ବାହାରିଲା ଏହି…
