ରାଜଧାନୀରେ ଏନକାଉଣ୍ଟର: ଏଟିଏମ ଲୁଟ୍ ବେଳେ ଲୁଟେରା-ପୋଲିସ ଗୁଳିବିନିମୟ
ଭୁବନେଶ୍ବର: ରାତି ଅଧରେ ରାଜଧାନୀରେ ପୁଣି ଏନକାଉଣ୍ଟର। ଦୁର୍ଦ୍ଦାନ୍ତ ଅପରାଧୀ ଦୀପକ କୁମାରକୁ ଏନକାଉଣ୍ଟର ହୋଇଛି। ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ବର ବରଗଡ଼ରେ ଏନକାଉଣ୍ଟର ହୋଇଛି। ଦୀପକର ବାମ ଗୋଡ଼ରେ ଗୁଳି ବାଜିଛି । ତାକୁ ଗୁରୁତର ଅବସ୍ଥାରେ ଏମସ ହସପିଟାଲରେ…
