March 2025

‘ଗଣିତ ଇସଲାମ ମାଧ୍ୟମରେ ଦୁନିଆକୁ ଆସିଛି’ ପୁଣି ଏମିତି କିଛି କହି ବିବାଦରେ ଶମା ମହମ୍ମଦ, ଭାଜପା କଲା କଟାକ୍ଷ

ନୂଆଦିଲ୍ଲୀ,୭।୩: ଭାରତୀୟ ଦଳର ଅଧିନାୟକ ରୋହିତ ଶର୍ମାଙ୍କ ବିଷୟରେ ବିବାଦୀୟ ବୟାନ ଦେଇଥିବା କଂଗ୍ରେସ ମୁଖପାତ୍ର ଶମା ମହମ୍ମଦ ପୁଣି ଥରେ ଖବରର ଶିରୋନାମାରେ। ଏଥର ସେ ଇସଲାମ ବିଷୟରେ ଏପରି ଏକ ବୟାନ ଦେଇଛନ୍ତି, ଯାହା ସୋସିଆଲ ମିଡିଆରେ ଚର୍ଚ୍ଚାର…

କେଜରିଓ୍ବାଲଙ୍କୁ ମିଳିବ Z ବର୍ଗର ସୁରକ୍ଷା

ନୂଆଦିଲ୍ଲୀ,୭।୩: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଓ ଆମ ଆଦମୀ ପାର୍ଟିର ସଂଯୋଜକ ଅରବିନ୍ଦ କେଜରିୱାଲଙ୍କୁ Z ବର୍ଗର ସୁରକ୍ଷା ଜାରି ରହିବ । ସୁରକ୍ଷା ସମୀକ୍ଷା ପରେ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । କେଜ୍ରିୱାଲଙ୍କୁ Z…

ଦେଶରେ ୫୦% ମହିଳାଙ୍କ ମାନସିକ ସ୍ବାସ୍ଥ୍ୟ ଖରାପ

ନୂଆଦିଲ୍ଲୀ,୭।୩: ଆଜିର ସମୟରେ, ଦୁର୍ବଳ ମାନସିକ ସ୍ବାସ୍ଥ୍ୟ ଏକ ବଡ଼ ସମସ୍ୟା ହୋଇଗଲାଣି। ମହିଳାମାନେ ମଧ୍ୟ ଏହାର ଶିକାର ହେଉଛନ୍ତି। ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ (NCRB) ଅନୁଯାୟୀ, ଭାରତରେ ଆତ୍ମହତ୍ୟା କରୁଥିବା ଲୋକଙ୍କ ମଧ୍ୟରୁ 36.6% ହେଉଛନ୍ତି ମହିଳା, ଯେଉଁଥିରୁ…

ପଳାତକ ଲଳିତ ମୋଦିଙ୍କୁ ମିଳିଲା ଭାନୁଆଟୁର ନାଗରିକତା

ନୂଆଦିଲ୍ଲୀ,୭।୩: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ର ପୂର୍ବତନ ଅଧ୍ୟକ୍ଷ ଲଳିତ ମୋଦି ତାଙ୍କର ଭାରତୀୟ ନାଗରିକତା ପରିତ୍ୟାଗ କରି ଭାନୁଆଟୁ ନାଗରିକତା ହାସଲ କରିଛନ୍ତି। ଭାନୁଆଟୁ ଏକ ଛୋଟ ପ୍ରଶାନ୍ତ ମହାସାଗରୀୟ ଦ୍ୱୀପ ରାଷ୍ଟ୍ର ଯାହା ଏହାର ଟିକସ-ଅନୁକୂଳ ନୀତି ଏବଂ…

ପୁଣି ଏକନାଥଙ୍କୁ ଝଟକା ଦେଲେ ଫଡନାଭିସ

ନୂଆଦିଲ୍ଲୀ: ନୀତି ଆୟୋଗ ଧାରାରେ ମହାରାଷ୍ଟ୍ର ସରକାର ମହାରାଷ୍ଟ୍ର ଇନଫର୍ମେଶନ ଏବଂ ଟ୍ରାନ୍ସଫରମେସନ (ମିତ୍ର) ସଂସ୍ଥା ପ୍ରତିଷ୍ଠା କରିଥିଲେ। ବିଲଡର ଅଜୟ ଅଶରଙ୍କୁ ତତ୍କାଳୀନ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଏହି ସଂଗଠନର ଉପାଧ୍ୟକ୍ଷ ଭାବରେ ନିଯୁକ୍ତ କରିଥିଲେ। କିନ୍ତୁ ଏବେ ମୁଖ୍ୟମନ୍ତ୍ରୀ…

ଆମେରିକା ବିରୋଧରେ ଏକାଠି ହେବେ ଚୀନ-ଭାରତ !

ବେଜିଂ : ଶୁଳ୍କକୁ ନେଇ ଚୀନ୍ ଓ ଆମେରିକା ମଧ୍ୟରେ ଉତ୍ତେଜନା କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି। ଚୀନ୍ ଆମଦାନୀ ଉପରେ ଆମେରିକା ୨୦ ପ୍ରତିଶତ ଶୁଳ୍କ ଘୋଷଣା କରିଛି। ଏସବୁ ଭିତରେ ଚୀନ ଏବେ ଭାରତର ସହାୟତା ଲୋଡ଼ିଛି।…

ଜେଲରୁ ମୁକୁଳିଲେ ସୁଶୀଲ କୁମାର; ଜୁନିଅର କୁସ୍ତିଯୋଦ୍ଧାଙ୍କୁ କରିଥିଲେ ହତ୍ୟା

ନୂଆଦିଲ୍ଲୀ: ଅଲିମ୍ପିକ୍ସ ପଦକ ବିଜେତା କୁସ୍ତିଯୋଦ୍ଧା ସୁଶୀଲ କୁମାର ତିହାର ଜେଲରୁ ମୁକୁଳିଛନ୍ତି। ଜୁନିଅର କୁସ୍ତିଯୋଦ୍ଧା ସାଗର ଧନଖଡ଼ଙ୍କ ହତ୍ୟା ମାମଲାରେ ଦିଲ୍ଲୀ ହାଇକୋର୍ଟ ସୁଶୀଲ କୁମାରଙ୍କୁ ଜାମିନ ପ୍ରଦାନ କରିଛନ୍ତି। ମାର୍ଚ୍ଚ ୪ ତାରିଖରେ ହାଇକୋର୍ଟ କୁସ୍ତିଯୋଦ୍ଧା ସୁଶୀଲ କୁମାରଙ୍କୁ…

ଗିରଫ ହେଲେ ବୀରେନ୍ଦ୍ର ସେହୱାଗଙ୍କ ଭାଇ

ନୂଆଦିଲ୍ଲୀ: ଚଣ୍ଡିଗଡ଼ କ୍ରିକେଟର ବୀରେନ୍ଦ୍ର ସେହୱାଗଙ୍କ ଭାଇ ବିନୋଦ ସେହୱାଗଙ୍କୁ ପୁଲିସ ଗିରଫ କରିଛି। ବିନୋଦ ସେହୱାଗଙ୍କ ବିରୋଧରେ ୭ କୋଟି ଟଙ୍କାର ଚେକ୍ ବାଉନ୍ସ ମାମଲା ବିଚାରାଧୀନ ଅଛି। କୋର୍ଟ ବିନୋଦ ସେହୱାଗଙ୍କୁ ନ୍ୟାୟିକ ହେପାଜତକୁ ପଠାଇ ଦେଇଛନ୍ତି। ବିନୋଦ…

ପୁଣି ଇରାନ ସହ ପରମାଣୁ ଚୁକ୍ତି କରିବେ ଟ୍ରମ୍ପ୍ !

ଓ୍ବାସିଂଟନ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ସେ ଇରାନ ସହ ପରମାଣୁ ଚୁକ୍ତି କରିବାକୁ ଚାହୁଁଛନ୍ତି ଏବଂ ଏ ନେଇ ଇରାନର ସର୍ବୋଚ୍ଚ ନେତାଙ୍କୁ ଏକ ଚିଠି ପଠାଇଛନ୍ତି। ଶୁକ୍ରବାର ଫକ୍ସ ବିଜନେସ ନେଟୱାର୍କକୁ ଦେଇଥିବା ଏକ…

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ୨୩୩ ସଙ୍ଗୀତ ଶିକ୍ଷକ ପଦବୀ ଖାଲି ରହିଛି

ଭୁବନେଶ୍ବର: ରାଜ୍ୟର ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ୨୩୩ଟି ସଙ୍ଗୀତ ଶିକ୍ଷକ ପଦବୀ ଖାଲି ରହିଛି। ବିଭିନ୍ନ ନ୍ୟାୟାଳୟରେ ନିଯୁକ୍ତି ପ୍ରକ୍ରିୟା ଉପରେ ମାମଲା ବିଚାରାଧୀନ ଥିବାରୁ ଖାଲିଥିବା ପଦବୀଗୁଡ଼ିକରେ ୨୦୧୯ ମସିହାରୁ ନିଯୁକ୍ତି ପ୍ରକ୍ରିୟା ହୋଇପାରି ନାହିଁ ବୋଲି ଶୁକ୍ରବାର ବିଧାନସଭାରେ…