March 2025

ଆସନ୍ତା ୧୨ ତାରିଖରେ ଓଡ଼ିଶା ଆସିବେ ଜେପି ନଡ୍ଡା

ଭୁବନେଶ୍ଵର: ଆସନ୍ତା ୧୨ ତାରିଖରେ ଓଡ଼ିଶା ଆସିବେ ଜେପି ନଡ୍ଡା । ଏନେଇ ସୂଚନା ଦେଇଛନ୍ତି ବିଜେପି ସାଂସଦ ସୁକାନ୍ତ ପାଣିଗ୍ରାହୀ । ବିଜେପିର ସାଂଗଠନିକ କାର୍ଯ୍ୟରେ ଯୋଗ ଦେବେ ନଡ୍ଡା । ତେବେ ନଡ୍ଡାଙ୍କ ଗସ୍ତ ପରେ ରାଜ୍ୟ ବିଜେପି…

୨୦୨୬ ମାର୍ଚ୍ଚ ୩୧ ପୂର୍ବରୁ ନକ୍ସଲ ମୂଳପୋଛ: ଅମିତ୍ ଶାହା

ନୂଆଦିଲ୍ଲୀ: ଛତିଶଗଡ ଏନକାଉଣ୍ଟର ପରେ ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ମୋଦୀଙ୍କ ନେତୃତ୍ଵରେ ଦେଶରୁ ନକ୍ସଲବାଦ ମୂଳୋତ୍ପାଟନ କରାଯିବ। ୨୦୨୬ ମାର୍ଚ୍ଚ ୩୧ ପୂର୍ବରୁ ନକ୍ସଲବାଦ ମୂଳପୋଛ କରାଯିବ। ନକ୍ସଲ ମାନଙ୍କୁ ମୁଖ୍ୟସ୍ରୋତକୁ ଫେରି ଆସିବାକୁ…

ବାଂଲାଦେଶୀ ଖୋଜିବାକୁ ସ୍ପେଶାଲ WING, ମାଷ୍ଟର ମାଇଣ୍ଡକୁ ପଠାଗଲା ଜେଲ

ଭୁବନେଶ୍ୱର : ଓଡିଶାରେ ବାଂଲାଦେଶୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି I ଏବେ ବାଂଲାଦେଶୀ ଖୋଜି ବାହାର କରିବାକୁ ତତ୍ପର ହୋଇଛନ୍ତି ସରକାର I ବାଂଲାଦେଶୀ ଖୋଜିବାକୁ ସ୍ପେଶାଲ WING ଗଠନ କରାଯାଇଛି I ଜଣେ ବାଂଲାଦେଶୀ ଆସିବା ପାଇଁ ୩୫ ହଜାର…

୬୪ ଲକ୍ଷରୁ ଅଧିକ ଟଙ୍କା ଅନିୟମିତତା ମାମଲାରେ ୪ ଜଣଙ୍କୁ ବାନ୍ଧିଲା ଭିଜିଲାନ୍ସ

ବରଗଡ: ଆର୍ଥିକ ଅନିୟମିତତା ମାମଲାରେ ୪ ଜଣଙ୍କୁ ଗିରଫ କରିଛି ଭିଜିଲାନ୍ସ । ଗିରଫ ହୋଇଥିବା ୪ ଜଣ ହେଲେ ବରଗଡ଼ ଜିଲା କନସିଂହା ପ୍ରାଥମିକ କୃଷି ସମବାୟ ସମିତି (ପ୍ୟାକ୍ସ)ର ୨ ଜଣ ପୂର୍ବତନ ସମ୍ପାଦକ ଛବିଲ ବେହେରା ଏବଂ…

ଭୂକମ୍ପରେ ମିଆଁମାର ଓ ଥାଇଲ୍ୟାଣ୍ଡ ଛାରଖାର: ଭାରତ ଆରମ୍ଭ କଲା ଅପରେସନ ବ୍ରହ୍ମା

ମିଆଁମାର ଓ ଥାଇଲ୍ୟାଣ୍ଡରେ ଶୁକ୍ରବାର ହୋଇଥିବା ଶକ୍ତିଶାଳୀ ଭୂକମ୍ପ ସବୁ କିଛି ଛାରଖାର କରି ଦେଇଛି। ୭.୭ ଓ ୬.୪ ତୀବ୍ରତାର ୨ଟି ଭୂକମ୍ପ ପ୍ରଭାବରେ ମିଆଁମାର ସବୁଠାରୁ ଅଧିକ କ୍ଷତିଗ୍ରସ୍ତ ହୋଇଛି। ଅନେକ ବଡ଼ବଡ଼ ଅଟ୍ଟାଳିକା ମାଟିରେ ମିଶି ଯାଇଥିବା…

ପୋଲିସ ଉପରକୁ କଂଗ୍ରେସ କର୍ମୀଙ୍କ ଆକ୍ରମଣ ଘଟଣା, ଜଣେ ଗିରଫ

ଭୁବନେଶ୍ୱର : ପୋଲିସ ଉପରକୁ କଂଗ୍ରେସ କର୍ମୀଙ୍କ ଆକ୍ରମଣ ଘଟଣାରେ ଜଣେ ଗିରଫ । ମିର୍ଜା ଇସଲମ୍ ବେଗଙ୍କୁ ଗିରଫ କରିଛି କମିଶନରେଟ ପୋଲିସ । ସେ ପୋଲିସ ଉପରକୁ ଆକ୍ରମଣ ଯୋଜନା କରିଥିଲ। ଢେଲା ପଥର ମାଡ଼ ନେଇ ପୂର୍ବରୁ…

ରାଜ୍ୟରେ ବଢୁଛି ଅସହାୟ, ସ୍ବାମୀ ପରିତ୍ୟକ୍ତାଙ୍କ ସଂଖ୍ୟା

ଭୁବନେଶ୍ଵର: ରାଜ୍ୟରେ ବଢୁଛି ଅସହାୟ, ସ୍ବାମୀ ପରିତ୍ୟକ୍ତାଙ୍କ ସଂଖ୍ୟା । ଏନେଇ ଗୃହରେ ଉତ୍ତର ରଖିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଚଳିତ ବର୍ଷ ୧୧,୫୯୮ ଅସହାୟ, ସ୍ବାମୀ ପରିତ୍ୟକ୍ତା ମହିଳାଙ୍କୁ ଚିହ୍ନଟ କରାଯାଇଛି । ସେଥିମଧ୍ୟରୁ ବଲାଙ୍ଗିରରେ ସର୍ବାଧିକ ୩୭୨୯…

ମନ୍ତ୍ରୀଙ୍କ ଘୋଷଣା; ଦୁଇଚକିଆ ଯାନ ସହିତ ଦୁଇଟି ଆଇଏସଆଇ ପ୍ରମାଣିତ ହେଲମେଟ ଯୋଗାଇବା ବାଧ୍ୟତାମୂଳକ

ନୂଆଦିଲ୍ଲୀ: ଭାରତରେ ସଡ଼କ ସୁରକ୍ଷାକୁ ସୁଦୃଢ଼ ​​କରିବା ଲକ୍ଷ୍ୟରେ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଏକ ଘୋଷଣା କରିଛନ୍ତି । ଏହି ଘୋଷଣା ଅନୁଯାୟୀ, ଏଣିକି ପ୍ରତ୍ୟେକ ଦୁଇଚକିଆ ଯାନ ସହିତ ଦୁଇଟି ଆଇଏସଆଇ ପ୍ରମାଣିତ ହେଲମେଟ ଯୋଗାଇବା…

ଲଭ୍, ସେକ୍ସ ଓ ଧୋକା ଅଭିଯୋଗରେ SI ଗିରଫ, ନ୍ୟାୟ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କଲେ ପୀଡ଼ିତା

ଜଳେଶ୍ୱର : ଲଭ୍ , ସେକ୍ସ ଓ ଧୋକା ଅଭିଯୋଗରେ SI ଗିରଫ । ପୋଲିସ ଏସଆଇକୁ ଗିରଫ କଲା ପୋଲିସ । ବାଲେଶ୍ୱର ଜିଲ୍ଲା ବାଲିଆପାଳ ଥାନା ଅଞ୍ଚଳରୁ ଆସିଛି ଏଭଳି ଅଭିଯୋଗ । ଏବେ ନ୍ୟାୟ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ…

ଗତ ୩ ବର୍ଷରେ ୧୯ ହଜାର ୨୦୦ କୋଟି ଟଙ୍କାର ରାଜସ୍ବ ଆଦାୟ କରିଛନ୍ତି ପୂର୍ବ ସରକାର

ଭୁବନେଶ୍ଵର: ଦିନକୁ ଦିନ ବିଗିଡିବାରେ ଲାଗିଛି ରାଜ୍ୟର ସ୍ଥିତି । ମଦ ନେଉଛି ହଜାର ହଜାର ଜୀବନ । ନିଶାର ହବ୍ ସତେ ପାଲଟିଛି ଓଡିଶା । ତେବେ ରାଜ୍ୟରେ ପୂର୍ବ ସରକାର ସମୟରେ ମଦ ପିଇ ୫୨ ଜଣ ଲୋକ…