ବଦଳିବ ସବୁ ସ୍କୁଲର ରଙ୍ଗ, ଗେରୁଆ ହେବ ସମସ୍ତ ସରକାରୀ ସ୍କୁଲ
ଭୁବନେଶ୍ୱର : ରାଜ୍ୟରେ ବଦଳିବ ସବୁ ସ୍କୁଲ କୋଠାର ରଙ୍ଗ । ଗେରୁଆ ହେବ ସମସ୍ତ ସରକାରୀ ସ୍କୁଲ । ସମସ୍ତ ସରକାରୀ ସ୍କୁଲ ଏବଂ ପିଏମ୍ ଶ୍ରୀ ସ୍କୁଲ ରଙ୍ଗ ସମାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏ ନେଇ…
ଭୁବନେଶ୍ୱର : ରାଜ୍ୟରେ ବଦଳିବ ସବୁ ସ୍କୁଲ କୋଠାର ରଙ୍ଗ । ଗେରୁଆ ହେବ ସମସ୍ତ ସରକାରୀ ସ୍କୁଲ । ସମସ୍ତ ସରକାରୀ ସ୍କୁଲ ଏବଂ ପିଏମ୍ ଶ୍ରୀ ସ୍କୁଲ ରଙ୍ଗ ସମାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏ ନେଇ…
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ସରକାର ପୁଞ୍ଜିନିବେଶ କ୍ଷେତ୍ରରେ ଭିତ୍ତିଭୂମି ଏବଂ ଶିଳ୍ପ ସହିତ ଅର୍ଥନୀତି ଏବଂ ଉଦ୍ଭାବନକୁ ପ୍ରାଥମିକତା ଦେଇଛନ୍ତି। ନିଯୁକ୍ତି ଉପରେ ବଜେଟ୍ ପରବର୍ତ୍ତୀ ୱେବିନାରରେ ମୋଦି କହିଛନ୍ତି ଯେ ଲୋକଙ୍କ କ୍ଷେତ୍ରରେ ପୁଞ୍ଜିନିବେଶ କରିବାର ଲକ୍ଷ୍ୟ…
ଭୁବନେଶ୍ବର: ଆଜି ପ୍ରବାଦ ପୁରୁଷ, ଓଡିଆ ମାଟିର ବରପୁତ୍ର ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ । ଏହାକୁ ନେଇ ଏବେ ରାଜ୍ୟରେ ଜାରି ରହିଛି ବିଜେପି- ବିଜେଡି ଲଢେଇ । ବିଜେପି ବିଜୁ ବାବୁଙ୍କୁ ଯଥୋଚିତ୍ ସମ୍ମାନ ଦେଉଥିବା ଦାବି କରିଥିବା…
କଟକ : କେନ୍ଦ୍ରପଡା ଯିବେ ସାରଥି ଓରଫ ସନ୍ତୋଷ ରାଉଳ । କେନ୍ଦ୍ରାପଡା ବାରିମୂଳ ଯିବାକୁ ହାଇକୋର୍ଟଙ୍କ ପକ୍ଷରୁ ଆଜି ସର୍ତ୍ତମୂଳକ ଅନୁମତି ମିଳିଛି । ଅସୁସ୍ଥ ଭାଇଙ୍କୁ ଯାଇ ଦେଖା କରିବାକୁ ଯାଇପାରିବେ ସାରଥୀ । ୨ ମାସରେ କେବଳ ଥରେ…
ଲକ୍ଷ୍ମୌ: ଉତ୍ତରପ୍ରଦେଶ ବିଧାନସଭାର ଅଧିବେଶନ ଚାଲିଛି। ଏଭଳି ସମୟରେ ଗତ ମଙ୍ଗଳବାର ଦିନ ଉତ୍ତରପ୍ରଦେଶ ବିଧାନସଭାରେ ଜଣେ ବିଧାୟକ ପାନ ଖାଇ ବିଧାନସଭାର ମୁଖ୍ୟ ଦ୍ୱାରରେ ଛେପ ପକାଇଥିଲେ। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଘୁରି ବୁଲିଥିଲା। ଭିଡିଓ ସାମ୍ନାକୁ…
ବ୍ରହ୍ମପୁର: ବ୍ରହ୍ମପୁରରେ ଆଜି ଆରମ୍ଭ ହୋଇଛି ସୁଭଦ୍ରା ରାଲି। ଆଜିଠୁ ରାଜ୍ୟର ସବୁ ପଞ୍ଚାୟତାରେ ହେବ ସୁଭଦ୍ରା ରାଲି। ସ୍ବୟଂ ସହାୟକ ଗୋଷ୍ଠୀର ମହିଳା ଓ ଛାତ୍ରୀ ଏହି ରାଲିରେ ସାମିଲ ହୋଇଛନ୍ତି। ୮ ତାରିଖ ଅନ୍ତର୍ଜାତୀୟ ମହିଳା ଦିବସ ପର୍ଯ୍ୟନ୍ତ…
ଭୁବନେଶ୍ୱର : ସୁଭଦ୍ରା ଯୋଜନାରୁ ବଞ୍ଚିତ ହିତାଧିକାରୀଙ୍କୁ ଖୋଜିବାକୁ ହେବ ଡୋର ଟୁ ଡୋର ସର୍ଭେ । ମାର୍ଚ୍ଚ ୩୧ରେ ଆବେଦନ ପ୍ରକ୍ରିୟାକୁ ବନ୍ଦ କରି ସର୍ଭେ କରିବେ ସରକାର ବୋଲି ଆଜି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି । ସେ…
ୱାଶଂଟନ୍: ଟ୍ରମ୍ପଙ୍କ ରାଗ ସୀମା ପାର୍ । ସହିପାରିଲେନି କି ଆଉ ରହିପାରିଲେନି । ରୋକଠୋକ ଶୁଣାଇ ଦେଲେ ୟୁରୋପକୁ । ୟୁକ୍ରେନକୁ ୟୁରୋପ ସହାୟତା କରୁଛି ବୋଲି ସହିପାରିଲେନି ଟ୍ରମ୍ପ। ୟୁରୋପକୁ ଟାର୍ଗେଟ କରି ଟ୍ରମ୍ପ କହିଲେ ୟୁକ୍ରେନକୁ ଯୁଦ୍ଧ…
ଭୁବନେଶ୍ଵର: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ଆଜି ଜନ୍ମ ଜୟନ୍ତୀ। ଏହି ଅବସରରେ ବିଧାନସଭା ପରିସରରେ ବୁଧବାର ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଦେଇ…
ଭୁବନେଶ୍ୱର: ପଞ୍ଚାୟତିରାଜ ଦିବସ ପରିବର୍ତ୍ତନକୁ ନେଇ ତେଜିଲା ରାଜନୀତି। ଏନେଇ ରାଜ୍ୟବ୍ୟାପୀ ପ୍ରତିବାଦ ଡାକରା ଦେଇଛି ବିଜେଡି। ମାର୍ଚ୍ଚ ୫ ତାରିଖ ପରିବର୍ତ୍ତେ ଏପ୍ରିଲ୍ ୨୪ରେ ପଞ୍ଚାୟତିରାଜ ଦିବସ ପାଳନ କରିବାକୁ ରାଜ୍ୟ ସରକାର ନେଇଥିବା ନିଷ୍ପତ୍ତିର ତୀବ୍ର ପ୍ରତିବାଦ କରିଛି…