ବିଜୁ ପଟ୍ଟନାୟକଙ୍କ ୧୦୯ ତମ ଜନ୍ମ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟର୍ପଣ କଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଆଜି ୧୦୯ ତମ ଜୟନ୍ତୀ । ଓଡ଼ିଆ ସ୍ୱାଭିମାନ ଓ ସଂକଳ୍ପର କିମ୍ବଦନ୍ତୀ ପୁରୁଷ ବିଜୁ ପଟ୍ଟନାୟକ । ଓଡିଆଙ୍କ ଗର୍ବ ଏବଂ ଗୌରବ। ନୂଆ ଓଡ଼ିଶା ଗଠନ କରିବାରେ ତାଙ୍କର ଥିଲା ପ୍ରମୁଖ…

ଅଷ୍ଟ୍ରେଲିଆକୁ ୪ ଓ୍ବିକେଟରେ ହରାଇ ଚାମ୍ପିଅନ୍ସ ଟ୍ରଫି ଫାଇନାଲ୍‌ରେ ଭାରତ

ଦୁବାଇ: ଚେଜ୍ ମାଷ୍ଟର ବିରାଟ କୋହଲିଙ୍କ ଆକର୍ଷଣୀୟ ଅର୍ଦ୍ଧଶତକ ବଳରେ ଚାମ୍ପିଅନ୍ସ ଟ୍ରଫି ୨୦୨୫ର ପ୍ରଥମ ସେମି ଫାଇନାଲ୍‌ରେ ଅଷ୍ଟ୍ରେଲିଆକୁ ହରାଇଛି ଭାରତ। ବିଜୟ ସହ ଭାରତ ଫାଇନାଲ୍‌ରେ ପହଞ୍ଚିବା ସହ ୨୦୨୩ ଦିନିକିଆ ବିଶ୍ଵକପ୍ ଫାଇନାଲ୍ ପରାଜୟର ମଧୁର ପ୍ରତିଶୋଧ ନେଇଛି।…

୫ ତାରିଖରେ ଖୋଲା ରଖିବ ସମସ୍ତ ଶିକ୍ଷାନୁଷ୍ଠାନ

ଭୁବନେଶ୍ଵର: ଆସନ୍ତାକାଲି ଖୋଲା ରହିବ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ । ମାର୍ଚ୍ଚ ୫ ତାରିଖ ତଥା ଆସନ୍ତାକାଲି ରାଜ୍ୟର ସବୁ ସ୍କୁଲ ଖୋଲା ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ନିର୍ଦ୍ଦେଶ…

ବିଜୁ ଜୟନ୍ତୀରେ ଯୋଗ ଦେବାକୁ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ବିରୋଧୀ ଦଳ ନେତାଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ । ବିଜୁବାବୁଙ୍କ ଜୟନ୍ତୀରେ ବିଶିଷ୍ଟ ଅତିଥିଭାବେ ଯୋଗଦେବାକୁ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ ।  ଆସନ୍ତାକାଲି ଜୟଦେବ ଭବନରେ ସଂଧ୍ୟା ୭ଟାରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ଜୟନ୍ତୀ ମହାସମାରୋହରେ…

ଇତିହାସ ବିଷୟରେ ବାବରନାମା ଓ ମନୁସ୍ମୃତି ସାମିଲ୍ କରିବାକୁ କଡ଼ା ବିରୋଧ: ପ୍ରସ୍ତାବ ପ୍ରତ୍ୟାହାର କରିବ ଦିଲ୍ଲୀ ୟୁନିଭର୍ସିଟି

ନୂଆଦିଲ୍ଲୀ: ଯୁକ୍ତ ଦୁଇ ଇତିହାସ ଅନର୍ସ ପେପରରେ ବାବରନାମା ଓ ମନୁସ୍ମୃତି ସାମିଲ୍‌ କରିବାକୁ ଅଧ୍ୟାପକମାନଙ୍କ କଡ଼ା ବିରୋଧ ପରେ ନିଷ୍ପତ୍ତି ପ୍ରତ୍ୟାହାର କରିବାକୁ ଯାଉଛି ଦିଲ୍ଲୀ ୟୁନିଭର୍ସିଟି। ଏନେଇ ଉପ-କୁଳପତି(ଭାଇସଚାନସେଲର) ଯୋଗେଶ ସିଂହ ସୂଚନା ଦେଇଛନ୍ତି। ଏହି ପ୍ରସ୍ତାବ ଯେପରି…

ସରକାରଙ୍କ ନିଷ୍ପତ୍ତି ବଦଳିବ କ୍ୟାପିଟାଲ ହସ୍ପିଟାଲ ରଙ୍ଗ

ଭୁବନେଶ୍ୱର: ରାଜ୍ୟରେ ସରକାର ବଦଳିଛନ୍ତି। ପୂର୍ବରୁ ବିଭିନ୍ନ ସରକାରୀ କାର୍ଯ୍ୟାଳୟର ରଙ୍ଗ ବଦଳାଇବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସରକାରଙ୍କ ପକ୍ଷରୁ କୁହାଯାଇଥିଲା। ଏବେ ରାଜ୍ୟର ବିଭିନ୍ନ ମେଡିକାଲର ରଙ୍ଗ ବଦଳିବ । ବିଶେଷକରି କ୍ୟାପିଟାଲ ହସ୍ପିଟାଲ ଏବଂ କଟକ…

ବିଜୁ ବାବୁଙ୍କ ନାଁକୁ ଡରୁଛି ବିଜେପି, କାରଣ ଲୋକ ତାଙ୍କୁ ଭଲ ପାଆନ୍ତି: ପ୍ରମିଳା ମଲ୍ଲିକ

ଭୁବନେଶ୍ଵର: ଏପ୍ରିଲ ୨୪ରେ ପଞ୍ଚାୟତିରାଜ ଦିବସ ପାଳନ ନିଷ୍ପତ୍ତି ପ୍ରସଙ୍ଗ । ବିଜେପିକୁ ଟାର୍ଗେଟ୍‌ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ବିଜୁ ବାବୁଙ୍କ ନାଁକୁ ଡରୁଛି ବିଜେପି, କାରଣ ଲୋକ ତାଙ୍କୁ ଭଲ ପାଆନ୍ତି । ଏପରି…

ମହାକୁମ୍ଭ ଆୟୋଜନ ଆମ ପାଇଁ ଅଗ୍ନିପରୀକ୍ଷା ଥିଲା, ଗୋଟିଏ ବି ଅପରାଧ ଘଟି ନାହିଁ: ଯୋଗୀ ଆଦିତ୍ୟନାଥ

ନୂଆଦିଲ୍ଲୀ: ଉତ୍ତର ପ୍ରଦେଶ ବିଧାନସଭାରେ ସମ୍ୱୋଧନ କରି ସିଏମ୍ ଯୋଗୀ ଆଦିତ୍ୟନାଥ ମହାକୁମ୍ଭର ସଫଳ ଆୟୋଜୱନ କଥା କହିଛନ୍ତି । ସେ ବ୍ୟବସ୍ଥିତ ଆଇନଶୃଙ୍ଖଳାର ଉଦହାରଣ ଦେଇ କହିଛନ୍ତି ଯେ ମହାକୁମ୍ଭରେ ୩୩ କୋଟି ମହିଳା ଆସିଥିଲେ, କିନ୍ତୁ ଉତ୍ପୀଡ଼ନ/ ଅପରାଧର…

ଶାରିରୀକ ପରୀକ୍ଷା ବେଳେ ଚାଲିଗଲା ଦୁଇ ଜୀବନ, ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର/ସୁନ୍ଦରଗଡ଼: ରାଜ୍ୟର ବିଭିନ୍ନ ସ୍ଥାନରେ ଫରେଷ୍ଟର, ଫରେଷ୍ଟ ଗାର୍ଡ ଓ ଲାଇଭ୍ ଷ୍ଟକ ଇନ୍‌ସ୍ପେକ୍ଟର ପଦବୀ ନିଯୁକ୍ତି ପାଇଁ ଶାରିରୀକ ପରୀକ୍ଷା ଚାଲିଥିବା ସମୟରେ କେନ୍ଦୁଝରର ବ୍ୟୋମକେଶ ନାୟକ ଓ ସୁନ୍ଦରଗଡ଼ର ପ୍ରବୀଣ କୁମାର ପଣ୍ଡାଙ୍କ ଦେହାନ୍ତ ହୋଇଛି। ଏହି ଘଟଣାରେ…

ଉତ୍କଳ ବିଶ୍ବବିଦ୍ୟାଳୟରେ ଉତ୍ତେଜନା; ଜୟ ଭୀମ ଛାତ୍ର ସଂଗଠନକୁ ବିରୋଧ

ଭୁବନେଶ୍ଵର: ଉତ୍କଳ ବିଶ୍ବବିଦ୍ୟାଳୟରେ ଉତ୍ତେଜନା । ଜୟ ଭୀମ ଛାତ୍ର ସଂଗଠନକୁ ଏବିଭିପି, ଛାତ୍ର କଂଗ୍ରେସ ଓ ଅନ୍ୟାନ୍ୟ ଛାତ୍ର ସଂଗଠନର ବିରୋଧ । ବିଶ୍ବବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇ ପ୍ରତିବାଦ । ଗତକାଲି ଜୟ ଭୀମ ସଂଗଠନ ଓ…