ଲିଙ୍ଗରାଜ ମନ୍ଦିର ବେଢାରେ ଫଟୋ ଉଠାଇ ଅଡୁଆରେ ପିସିସି ସଭାପତି
ଭୁବନେଶ୍ୱର: ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର ପରିସରରେ ପିସିସି ସଭାପତି ଭକ୍ତ ଚରଣ ଦାସ ଫଟୋ ଉଠାଇବାକୁ ନେଇ ବିବାଦ ଦେଖାଦେଇଛି। ଏହି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ବିଭିନ୍ନ ମହଲରୁ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଏପରିକି ଅନେକ…