ଯୁବତୀଙ୍କ ଗଳାକାଟି ହତ୍ୟା ଘଟଣା: ମେଡ଼ିକାଲରୁ ଥାନାକୁ ଫେରିଲା ଅଭିଯୁକ୍ତ
ସୋର: ସୋର ପୌର ପାଳିକା ଅନ୍ତର୍ଗତ ଲିଙ୍ଗପଡା ଗ୍ରାମରେ ପ୍ରେମପାଇଁ ଗତ ଫେବ୍ରୁଆରି ୨୪ ତାରିଖ ପୂର୍ବାହ୍ନରେ ଯୁବତୀଙ୍କ ଗଳାକାଟି ହତ୍ୟା ଘଟଣାରେ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରୁ ଅଭିଯୁକ୍ତ ଡ଼ିସଚାର୍ଜ ହୋଇଥିବା ଜଣାପଡିଛି। ଗତ ୨୪ ତାରିଖ ପୂର୍ବାହ୍ନରେ ଏହି ଗ୍ରାମର…