ମିଆଁମାରରେ ପୁଣି ଭୂମିକମ୍ପ; ୫.୧ ତୀବ୍ରତାରେ ଥରିଲା ରାଜଧାନୀ

ନୂଆଦିଲ୍ଲୀ: ମିଆଁମାରରେ ପୁଣି ଭୂମିକମ୍ପ ଝଟକା । ୫.୧ ତୀବ୍ରତାରେ ଥରିଲା ରାଜଧାନୀ ସମତେ ଅନେକ ଅଞ୍ଚଳ । ଏହାର କେନ୍ଦ୍ରସ୍ଥଳ ନାପିଡୋ ସହରରେ ରହିଛି । ଲଗାତାର ଭୂମିକମ୍ପ ଅନୁଭୂତ ହେଇଥିବାରୁ ଭୟଭୀତ ହୋଇଛନ୍ତି ଲୋକେ । ଘରଦ୍ବାର ଛାଡ଼ି…

୨ ବର୍ଷରେ ତୁଟିବ ଜଗନ୍ନାଥଙ୍କ ଜମି ବିବାଦ, ୩ ମାସ ମଧ୍ୟରେ ଆସିବ ନୂଆ ୟୁନିଫର୍ମ ଲ୍ୟାଣ୍ଡ ପଲିସି

ଭୁବନେଶ୍ୱର : ୩ ମାସ ମଧ୍ୟରେ ନୂଆ ୟୁନିଫର୍ମ ଲ୍ୟାଣ୍ଡ ପଲିସି ଆଣିବେ ରାଜ୍ୟସରକାର । ରାଜ୍ୟବ୍ୟାପୀ ଜଗନ୍ନାଥଙ୍କ ଜମି ବିବାଦ ଦୁଇ ବର୍ଷ ମଧ୍ୟରେ ତୁଟିବ ବୋଲି ଗୃହରେ କହିଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଯେଉଁମାନେ ଅଧିକ ବର୍ଷ…

ଖୁବଶୀଘ୍ର ଆଉ ୧୦ ହଜାର ଶିକ୍ଷକଙ୍କୁ ନିଯୁକ୍ତି ଦେବେ ସରକାର

ଭୁବନେଶ୍ୱର : ଓଡ଼ିଶାରେ ୧୮ ହଜାର ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ବିଜେପି ସରକାର ନିଯୁକ୍ତି ଦେଇଛନ୍ତି । ଆହୁରି ୧୦ ହଜାର ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ । ଗତକାଲି ବିଧାନସଭାରେ ଏଭଳି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ।…

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଟଳିଲେ ୧୬ ନକ୍ସଲ

ନୂଆଦିଲ୍ଲୀ : ଛତିଶଗଡରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଛି। ଛତିଶଗଡ ସୁକମା ଜିଲ୍ଲା ଅପମ୍ପଲି ଜଙ୍ଗଲରେ ଗୁଳି ବିନିମୟ ହୋଇଛି। ଡିଆରଜି ଏବଂ ସିଆରପିଏଫ୍ କୋବ୍ରା ଯବାନଙ୍କ ମଧ୍ୟ ମିଳିତ ଅପରେସନ୍ ହୋଇଛି।  ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୧୬ ଜଣ ନକ୍ସଲ ନିହତ…

ଟଙ୍କା ଦିଅ ଶିଶୁ ନିଅ ଘଟଣା: ୨ସହାୟକ ବହିଷ୍କୃତ, ନର୍ସିଂ ଅଫିସର ଓ ସଫେଇ କର୍ମଚାରୀଙ୍କ ବଦଳି

ସୁନ୍ଦରଗଡ:ଜିଲ୍ଲା ମୁଖ୍ୟ ଡାକ୍ତରଖାନାର ମାତୃ ଶିଶୁ ହସ୍ପିଟାଲ (ଏମସିଏଚ୍‌)ରେ ହଜାରେ ଟଙ୍କା ନ ଦେଲେ ସେବିକାମାନେ ପ୍ରସବ କକ୍ଷରୁ ନବଜାତ ଶିଶୁକୁ ମା’ କୋଳକୁ ଛାଡୁନଥିବା ଘଟଣାକୁ ନେଇ ଅଭିଯୋଗ ହୋଇଥିଲା । ଏହାପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡ. ବିଭୂତିଭୂଷଣ…

ନାବାଳିକାକୁ ଦୁଷ୍କର୍ମ ମାମଲାରେ ଫରେଷ୍ଟର ଗିରଫ

ଗୁଣପୁର: ନାବାଳିକାକୁ ଦୁଷ୍କର୍ମ ଅଭିଯୋଗରେ ଫରେଷ୍ଟର ଗିରଫ । ଗିରଫ ଫରେଷ୍ଟର ହେଲେ ନରସିଂହ ଶତପଥୀ । ରାୟଗଡ଼ା ଜିଲ୍ଲା ଗୁଣପୁର ପଦ୍ମପୁର ଅଞ୍ଚଳରେ ଘଟିଛି ଏପରି ଅମାନବୀୟ ଘଟଣା । ନରସିଂହ ଶତପଥୀ ଗୁଡ଼ାରି ରେଞ୍ଜ ଅଧିନସ୍ଥ କେନ୍ଦୁଗୁଡ଼ା ସେକ୍ସନର ଫରେଷ୍ଟର…

ଏପ୍ରିଲ ୧୪ରେ ସାରା ଦେଶରେ ସରକାରୀ ଛୁଟି ଘୋଷଣା କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ: ସରକାରୀ ଚାକିରିଆଙ୍କ ପାଇଁ ବଡ ଖବର । ଆସନ୍ତା ଏପ୍ରିଲ ୧୪ ତାରିଖରେ ଛୁଟି ରହିବ ସମସ୍ତ ସରକାରୀ ଅଫିସ୍ । ଏପ୍ରିଲ ୧୪ରେ ସାରା ଦେଶରେ ସରକାରୀ ଛୁଟି ଘୋଷଣା କଲେ କେନ୍ଦ୍ର ସରକାର । ବି.ଆର୍ ଆମ୍ବେଦକରଙ୍କ…

ଓରେରା ଅଧ୍ୟକ୍ଷ ହେଲେ ଗୋପାଳ ଚନ୍ଦ୍ର ପଟ୍ଟନାୟକ

ଭୁବନେଶ୍ଵର: ଗୋପାଳ ଚନ୍ଦ୍ର ପଟ୍ଟନାୟକ ହେଲେ ଓରେରା ଅଧ୍ୟକ୍ଷ । ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି । ପୂର୍ବରୁ ଗୋପାଳ ଚନ୍ଦ୍ର ପଟ୍ଟନାୟକ ଓରେରା ସଦସ୍ୟ ଥିଲେ । ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ…

ଭିଆରଏସ୍‌ ନେଲେ ସୁଜାତା କାର୍ତ୍ତିକେୟନ୍, କେନ୍ଦ୍ର ସରକାରଙ୍କ ପକ୍ଷରୁ ମିଳିଲା ଅନୁମତି

ଭୁବନେଶ୍ୱର : ଭିଆରଏସ୍‌ ନେଲେ ସୁଜାତା କାର୍ତ୍ତିକେୟନ୍ । ଆଇଏଏସ୍ ସୁଜାତା କାର୍ତ୍ତିକେୟନ୍ ଭିଆରଏସ୍ ପାଇଁ ଆବେଦନ କରିଥିବା ସୂଚନା ମିଳିଛି । ୧୫ ଦିନ ତଳେ ସେ କେନ୍ଦ୍ର ନିକଟରେ ଭିଆରଏସ୍ ପାଇଁ ଆବେଦନ କରିଥିଲେ ।  କେନ୍ଦ୍ର ସରକାର ଭିଆରଏସକୁ…

ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ – ୨୦୨୩’ରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ହିଁ ବିକାଶର ମୂଳମନ୍ତ୍ର । ବିଜ୍ଞାନର ଉପଯୋଗ ସାଧାରଣ ଜନତାଙ୍କ ସୁବିଧା ସୁଯୋଗକୁ ଆଖି ଆଗରେ ରଖି ସ୍ଥାୟୀ ପରିବର୍ତ୍ତନ ଆଣିବାରେ ନିୟୋଜିତ ହେବା ଉଚିତ । ଏଥିପାଇଁ ତୃଣମୂଳ ସ୍ତରରେ ଗବେଷଣା ହେବା…