ଲିଙ୍ଗରାଜ ମନ୍ଦିରରେ ହେଲାନି ହାଣ୍ଡିଭଙ୍ଗା ଯାତ୍ରା, ଉପବାସରେ ମହାପ୍ରଭୁ
ଭୁବନେଶ୍ୱର: ପୁଣି ଉପବାସରେ ରହିଲେ ମହାପ୍ରଭୁ ଶ୍ରୀଲିଙ୍ଗରାଜ । ମନ୍ଦିରରେ ବନ୍ଦ ରହିଛି ନୀତିକାନ୍ତି । ହାଣ୍ଡିଭଙ୍ଗା ଯାତ୍ରା ପାଳନ ନ ହେବାରୁ ଶ୍ରୀଜିଉଙ୍କ ନୀତିକାନ୍ତି ବନ୍ଦ ରହିଛି । ଲଗାତର ୧୧ ବର୍ଷ ହେବ ପାଳନ ହେଉନି ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ…