ପାଚିକା ଓ ସହାୟିକାଙ୍କ ପାରିତୋଷିକ ୩ ହଜାରକୁ ବୃଦ୍ଧି
ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ପୋଷଣ ଶକ୍ତି ନିର୍ମାଣ ଯୋଜନା ଅଧୀନସ୍ଥ କାର୍ଯ୍ୟରତ ପାଚିକା ତଥା ସହାୟିକାଙ୍କ ମାସିକ ପାରିତୋଷିକ ୨ ହଜାର ଟଙ୍କାରୁ ୩ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ଆସନ୍ତା ଏପ୍ରିଲ ୧ ତାରିଖରୁ ଏହି ବର୍ଦ୍ଧିତ ପାରିତୋଷିକ ଲାଗୁ ହେବ।…